ଦୁବାଇ ସହ ସିଧାସଳଖ ଯୋଡ଼ି ହେବ ଭୁବନେଶ୍ୱର, ମାର୍ଚ୍ଚ ୫ରୁ ଇଣ୍ଡିଗୋ ଆରମ୍ଭ କରିବ ବିମାନସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଦୁବାଇକୁ ଆରମ୍ଭ ହେବ ସିଧାସଳଖ ବିମାନସେବା। ବିମାନ ଉଡ଼ାଣ କମ୍ପାନି ଇଣ୍ଡିଗୋ ପକ୍ଷରୁ ମାର୍ଚ୍ଚ ୫ ତାରିଖରୁ ଏହି ସେବା ଆରମ୍ଭ କରାଯିବ। ଏହି...
ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି। ଶନିବାର ସକାଳ ୯ଟା ବେଳେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିର ସମ୍ମୁଖରେ...
ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ଵିତୀୟ ସମାବର୍ତ୍ତନ ଉତ୍ସବ: ପଠପଢ଼ା ସମୟକୁ ମନେପକାଇ ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ଵିତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଯୋଗ ଦେଇଛନ୍ତି। ସମାବର୍ତ୍ତନ ଉତ୍ସବରେ ନିଜର...
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ,ସ୍ଵାଗତ କଲେ ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଷ୍ଟ୍ରପତିଙ୍କୁ...
ୟୁଥ ଫର ୱାଟର ପ୍ଲସ ପକ୍ଷରୁ ଆର୍ଦ୍ରଭୂମି ତଥ୍ୟାବଳୀ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ଆର୍ଦ୍ରଭୂମି ସମ୍ପର୍କରେ ପ୍ରସ୍ତୁତ ତଥ୍ୟାବଳୀକୁ ଫେବ୍ରୁଆରି ୮ ତାରିଖରେ ସତଭିକ୍ସୋଲ୍ ଫାଉଣ୍ଡେସନର ନିର୍ଦ୍ଦେଶକ ତଥା ପ୍ରତିଷ୍ଠାତା ସତ୍ୟବ୍ରତ ସାମଲଙ୍କ ଦ୍ଵାରା ଭୁବନେଶ୍ୱରର ୟୁନିସେଫ୍ ସମ୍ମିଳନୀ କକ୍ଷରେ ଉନ୍ମୋଚନ କରାଯାଇଛି। ୟୁଥ୍...
ଭୁବନେଶ୍ୱର ଏମ୍ସରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ମାଧ୍ୟମରେ ହେବ ରୋଗ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଆଜିର ଡିଜିଟାଲ ଯୁଗର ଏକ ନୂଆ ସାଧନ ପାଲଟିଛି। ଇଣ୍ଟରନେଟଠାରୁ ଆରମ୍ଭ କରି ବାଣିଜ୍ୟ ଆଦି ସବୁ କ୍ଷେତ୍ରରେ ଏହି ନୂତନ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ବଢୁଛି। ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର...
ଫେବ୍ରୁଆରି ୧୦ରୁ ଧଉଳି-କଳିଙ୍ଗ ମହୋତ୍ସବ: ପଦ୍ମଶ୍ରୀ ଶ୍ୟାମାମଣି ଦେବୀ ପାଇବେ ବୁଦ୍ଧ ସମ୍ମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଧଉଳି-କଳିଙ୍ଗ ମହୋତ୍ସବ। ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଏହି ମହୋତ୍ସବ ତିନି ଦିନ ଧରି ଚାଲିବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଓ...
ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ, ପ୍ରତ୍ୟାରୋପଣ ହେବ ଲିଭର
ଓଡ଼ିଶାଲାଇଭ୍ ବ୍ୟୁରୋ
କିଛି ଦିନ ହେଲା ଲିଭର ଜନିତ ରୋଗରେ ପୀଡ଼ିତ ଥିବା ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଅଧିକ ଚିକିତ୍ସା ଲାଗି ଦିଲ୍ଲୀର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ...
ଫେବ୍ରୁଆରି ୨୧ରୁ ବିଧାନସଭା ବଜେଟ୍ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ବଜେଟ୍ ଅଧିବେଶନ ଚାଲିବ। ଫେବ୍ରୁଆରି ୨୪ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ...
ନିରଞ୍ଜନ ପୂଜାରୀଙ୍କୁ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଦାୟିତ୍ଵ। ରବିବାର ଦିନ ଜଣେ ପୋଲିସ ଏଏସଆଇଙ୍କ ଗୁଳିମାଡ଼ରେ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କର ଦେହାନ୍ତ ହେବା ପରେ...





















