ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ହାଜର ହେଲେ ଆଉ ତିନିଜଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି ଆଉ ୩ ଜଣ। ଏମାନଙ୍କ ମଧ୍ୟରେ ରହିଛନ୍ତି ଅର୍ଚ୍ଚନା ନାଗଙ୍କ ଚାଟାର୍ଡ ଆକାଉଟାଣ୍ଟ ଏବଂ ଅର୍ଚ୍ଚନାଙ୍କ...
ଓଡ଼ିଶାରେ ହକିର ଗୌରବ ଗାଥା
କପିଳାସ ଭୂୟାଁ
ଆଜି ହକି କଥା ଉଠିଲେ ବିଶ୍ଵସ୍ତରରେ ପ୍ରଥମେ ଆସେ ଓଡ଼ିଶାର ନାଁ। ଏହା ଆମ ରାଜ୍ୟ ଓ ସମସ୍ତ ରାଜ୍ୟବାସୀଙ୍କ ପାଇଁ ଅତ୍ୟନ୍ତ ଗୌରବର କଥା।
ଏହାର ସର୍ବପ୍ରଥମ କାରଣ ହେଉଛି ୨୦୧୮ରେ...
ରାଉରକେଲାରେ ଗଡ଼ିଲା ‘ମୋ ବସ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ଵର ଏବଂ ରାଉରକେଲାରେ ହେବାକୁ ଯାଉଛି ହକି ପୁରୁଷ ବିଶ୍ଵକପ ୨୦୨୩। ଏହା ପୂର୍ବରୁ ଗୁରୁବାର ଦିନ ରାଉରକେଲାରେ ଆରମ୍ଭ ହୋଇଛି ‘ମୋ...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭାରତ ହକି ବିଶ୍ଵକପ ଜିତିଲେ ପ୍ରତି ଖେଳାଳିଙ୍କୁ ୧ କୋଟି ଟଙ୍କା ଲେଖାଏଁ ପୁରସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ଵର ଏବଂ ରାଉରକେଲାରେ ହେବାକୁ ଯାଉଛି ହକି ପୁରୁଷ ବିଶ୍ଵକପ ୨୦୨୩। ଏହାରି ମଧ୍ୟରେ ଗୁରୁବାର ଦିନ ଭାରତୀୟ ହକି ଖେଳାଳିଙ୍କ ପାଇଁ...
ରାଉରକେଲାରେ ବିଶ୍ଵକପ ଭିଲେଜ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାରେ ପୁରୁଷ ହକି ବିଶ୍ଵକପରେ ଅଂଶଗ୍ରହଣ କରୁଥିବା ଖେଳାଳି ଓ ମ୍ୟାଚ୍ ଅଫିସିଆଲମାନଙ୍କ ରହିବା ପାଇଁ ନିର୍ମାଣ ହୋଇଥିବା ବିଶ୍ଵକପ ଭିଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ବିର୍ସା ମୁଣ୍ଡା...
ହକି ବିଶ୍ଵକପ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ଚିଲି ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାଖେଇ ଆସୁଛି ୨୦୨୩ ପୁରୁଷ ହକି ବିଶ୍ଵକପ୍। ବିଶ୍ଵକପ୍ ହକିର ୧୫ତମ ସଂସ୍କରଣ ଜାନୁଆରି ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବ। ଏହି ମେଗା ଟୁର୍ଣ୍ଣାମେଣ୍ଟକୁ ଆଉ ୮...
ଆଜିଠୁ ଓଡ଼ିଶାରେ ଆରମ୍ଭ ହେଲା ୫-ଜି ଯୁଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଜିଠାରୁ ଆରମ୍ଭ ହେଲା ୫-ଜି ଯୁଗ। କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଦିନ ୫-ଜି ସେବାର ଶୁଭାରମ୍ଭ କରିଛନ୍ତି। ଆସନ୍ତା ଦୁଇ ବର୍ଷ ମଧ୍ୟରେ ସମଗ୍ର ଓଡ଼ିଶାରେ...
ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ, ଉଦ୍ଘାଟିତ ହେବ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଓ ଅନ୍ୟାନ୍ୟ ପ୍ରକଳ୍ପ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଇସ୍ପାତନଗରୀ ରାଉରକେଲା ଗସ୍ତ କରୁଛନ୍ତି। ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍ ପାଇଁ ନବ ନିର୍ମିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ। ଏହାସହ...
ହକି ବିଶ୍ଵକପ ୨୦୨୩: ଭୁବନେଶ୍ଵରରେ ପହଞ୍ଚିଲା ନେଦରଲାଣ୍ଡସ ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜାନୁଆରି ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ଵର ଏବଂ ରାଉରକେଲାଠାରେ ଅନୁଷ୍ଠିତ ହେବାକୁ ଯାଉଛି ପୁରୁଷ ହକି ବିଶ୍ଵକପ ୨୦୨୩। ହକି ମହାକୁମ୍ଭର ୯ ଦିନ ପୂର୍ବରୁ ବୁଧବାର ନେଦରଲାଣ୍ଡସ...
ଭୁବନେଶ୍ୱରରେ ୪୬ ଦିନ: ଫେବ୍ରୁଆରି ଦ୍ଵିତୀୟ ସପ୍ତାହ ପର୍ଯ୍ୟନ୍ତ ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ ସ୍ଥଗିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀ ଭୁବନେଶ୍ୱରରେ ୪୬ ଦିନ ଧରି ଚାଲିଥିବା ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ ଆସନ୍ତା ଫେବ୍ରୁଆରି ଦ୍ଵିତୀୟ ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ମଙ୍ଗଳବାର ଦିନ ୮ ଜଣିଆ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କ...





















