ନବୀନ ନିବାସରେ ଚାଲିଛି ପଦ୍ମପୁର ସମୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ବିଧାନସଭା ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଫଳାଫଳକୁ ନେଇ ଗୁରୁବାର ଦିନ ନବୀନ ନିବାସରେ ଚାଲିଛି ସମୀକ୍ଷା। ପଦ୍ମପୁର ଉପନିର୍ବାଚନ ଦାୟିତ୍ୱରେ ଥିବା ନେତାମାନେ ଏହି ସମୀକ୍ଷା ବୈଠକରେ...

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ଆନନ୍ଦଙ୍କ ସହ ଫେସବୁକରୁ ଚିହ୍ନା ହୋଇଥିବା କହିଲେ ମନଜିତ ଟେଟେ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଇନଫୋସିଟି ଥାନାରେ ବୁଧବାର ଦିନ ହାଜର ହୋଇଥିବା ଆନନ୍ଦଙ୍କ ବାନ୍ଧବୀ ମନଜିତ ଟେଟେଙ୍କୁ ୩ ଘଣ୍ଟାରୁ ଅଧିକ ସମୟ...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଭୁବନେଶ୍ୱରର ୩ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ। ପାଇକନଗରର ୪ ତାଲା ବିଲଡିଂ,...

କୃଷକମାନଙ୍କୁ ସଚେତନ କରିବା ପାଇଁ ୧୦ଟି ଗ୍ରାମରେ ପ୍ରଶିକ୍ଷଣ ଶିବିର ଆୟୋଜନ କଲେ କୃଷି ମହାବିଦ୍ୟାଳୟ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ୍ ସାଇନ୍ସର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଭୁବନେଶ୍ୱର ଉପକଣ୍ଠସ୍ଥିତ ୧୦ ଟି ଗ୍ରାମରେ ଗ୍ରାମ ସଂଯୋଗୀକରଣ କର୍ମଶାଳା...

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ଇନଫୋସିଟି ଥାନାରେ ହାଜର ହେଲେ ମନଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ଇନଫୋସିଟି ଥାନାରେ ହାଜର ହୋଇଛନ୍ତି ଆନନ୍ଦଙ୍କ ବାନ୍ଧବୀ ମନଜିତ ଟେଟେ। ଆନନ୍ଦଙ୍କ ମୃତ୍ୟୁ ମାମଲାରେ ମନଜିତଙ୍କୁ ଜେରା କରାଯାଇଛି। ଏହା ପୂର୍ବରୁ ମଙ୍ଗଳବାର ଦିନ ଆନନ୍ଦ...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ। ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ ଅର୍ଚ୍ଚନାଙ୍କ ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା। ଓଡ଼ିଶା ହାଇକୋର୍ଟ ତାଙ୍କ ଆଗୁଆ ଜାମିନ...

ବାର୍ଥଡେ’ ପାର୍ଟିକୁ ବିରୋଧ କରିବାରୁ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୩ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ବାର୍ଥ ଡେ’ ପାର୍ଟିରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଭୁବନେଶ୍ୱରର ମଞ୍ଚେଶ୍ଵର ଅଞ୍ଚଳରୁ ଏଭଳି ଅଭିଯୋଗ ଆସିଛି। ସୋମବାର ଦିନ ଅଭିଯୋଗକାରିଣୀଙ୍କ ଅଭିଯୋଗକ୍ରମେ ମଞ୍ଚେଶ୍ଵର ଥାନାରେ ମାମଲା ରୁଜୁ କରାଯାଇଥିଲା। ପୋଲିସ୍‌ ଘଟଣାର ତଦନ୍ତ କରି...

ଦୃଷ୍ଟିହୀନ ଟି-୨୦ ବିଶ୍ଵକପ୍ – ଭାରତର ଧୂଆଁଧାର ବ୍ୟାଟିଂ ଆଗରେ ବାଂଲାଦେଶ ଚିତ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବାରବାଟୀ ଗ୍ରାଉଣ୍ଡରେ ହେଲା କଡ଼ା ଟକ୍କର ବାଂଲାଦେଶକୁ ୭ ଓ୍ଵିକେଟରେ ହରାଇଲା ଭାରତ ଟିମ୍ ଇଣ୍ଡିଆରେ ଓଡ଼ିଆ ପୁଅ ନକୁଳ ବଡ଼ନାୟକ ଦୃଷ୍ଟିହୀନ ଟି-୨୦ ବିଶ୍ଵକପ୍‌ରେ ବାଂଲାଦେଶକୁ ୭ ଓ୍ଵିକେଟରେ...

ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନ ପାଇଁ ରିମାଣ୍ଡରେ ନେବ ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନିଆ ରିମାଣ୍ଡରେ ନେବ ଇଡି। ଏଥିପାଇଁ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି କୋର୍ଟ। ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ଵର କୋର୍ଟରେ ହାଜର ହୋଇଥିଲେ...

ଅର୍ଚ୍ଚନା ନାଗଙ୍କୁ ଗିରଫ କଲା ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାର ଦିନ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୭ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି ଭୁବନେଶ୍ଵର କୋର୍ଟରେ ଅର୍ଚ୍ଚନାଙ୍କୁ ହାଜର କରାଯାଇଥିଲା। ରିମାଣ୍ଡ...