ବିଧାନସଭା ଶୀତ ଅଧିବେଶନ ପଞ୍ଚମ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ଗୃହ ଅଚଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚାଲିଛି ବିଧାନସଭା ଶୀତ ଅଧିବେଶ। ଏହି ଅଧିବେଶନର ପ୍ରଥମ ଦିନରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳୁଛି। ମଙ୍ଗଳବାର ଦିନ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଚାଲିପାରିଲା ନାହିଁ ଗୃହ...
ଓଡ଼ିଶା କୁଲତା ସମାଜ ପାଇଁ ପୁରୀରେ ହେବ ଧର୍ମଶାଳା, ସରକାର ଯୋଗାଇବେ ଜମି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା କୁଲତା ସମାଜ ନିମନ୍ତେ ପୁରୀରେ ଏକ ଧର୍ମଶାଳା ହେବ। ଏଥିପାଇଁ ରାଜ୍ୟ ସରକାର ଜମି ଏବଂ ଆର୍ଥିକ ସହାୟତା ଯୋଗାଇ ଦେବେ ବୋଲି କୁଲତା ସମାଜ ପ୍ରତିନିଧି ଦଳକୁ ପ୍ରତିଶ୍ରୁତି...
ବିଧାନସଭା ଶୀତ ଅଧିବେଶନ: ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚାଲିଛି ବିଧାନସଭା ଶୀତ ଅଧିବେଶ। ଏହି ଅଧିବେଶନର ପ୍ରଥମ ଦିନରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳୁଛି। ସୋମବାର ପୁଣି ଏହାର ପୁନରାବୃତ୍ତି ହୋଇଛି। ବିରୋଧୀଙ୍କ ହୋହାଲ୍ଲା ଯୋଗୁଁ ଗୃହ...
ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସରେ ଇ-ସ୍କୁଟର ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
କ୍ୟାମ୍ପସ୍ ପରିସର ଏବଂ ସହର ମଧ୍ୟରେ ଯାତାୟତ କରିବା ଲାଗି ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ସ୍କୁଟର ଉପଲବ୍ଧ କରିଛି ‘ସୋଆ’।
ପୂର୍ବରୁ ସୋଆ ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)...
ରଥଯାତ୍ରାରୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ , ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରାରୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍। ଏନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେ କହିଛନ୍ତି ଯେ, ଏହା ଦ୍ୱାରା ଜଗନ୍ନାଥଙ୍କ ସଂସ୍କୃତି, ଐତିହ୍ୟ ଓ ରାଜ୍ୟର ସଂସ୍କୃତି ବିଶ୍ୱସ୍ତରରେ ପହଞ୍ଚିପାରିବ।...
ଶ୍ରୀଜିଉଙ୍କୁ ଦର୍ଶନ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍। ସକାଳୁ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃର୍ପାଶ୍ଵରେ ହେଉଥିବା ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି।
ରାଜ୍ୟ ସରକାରଙ୍କ...
ଭୁବନେଶ୍ଵର ରାଜରାସ୍ତାରେ ଗୋରୁଗାଈଙ୍କ ବିଚରଣ ନିଷିଦ୍ଧ କଲା ବିଏମସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ରାଜରାସ୍ତାରେ ଗୋରୁଗାଈଙ୍କ ବିଚରଣ ନିଷିଦ୍ଧ କଲା ବିଏମସି । ଏନେଇ ବିଏମସି ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବୁଲା ଗୋରୁଗାଈ ଓ ଷଣ୍ଢଙ୍କ ରାସ୍ତାରେ ବିଚରଣ ଯୋଗୁଁ ସଡ଼କ...
ଶ୍ରୀମନ୍ଦିରରେ ପୋଲିସ କର୍ମଚାରୀଙ୍କୁ ମୋବାଇଲ ମନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରରେ ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି। ମନ୍ଦିର ଡ୍ୟୁଟିରେ ଥିବା ହୋମଗାର୍ଡ ଏବଂ ଓଏସଏପି ଯବାନଙ୍କୁ ମୋବାଇଲ ଫୋନ ରଖିବାକୁ ବାରଣ କରାଯାଇଛି। ସୋସିଆଲ୍ ମିଡିଆରେ ଶ୍ରୀମନ୍ଦିର ଫଟୋ,...
ଇଡିରେ ହାଜର ହେଲେ ଅର୍ଚ୍ଚନା ନାଗଙ୍କ ଡ୍ରାଇଭର ଚନ୍ଦନ, ଓଗାଳିବ ସତ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଅର୍ଚ୍ଚନା ନାଗ ବ୍ଲାକମେଲିଂ ଓ ଟଙ୍କା କାରବାରକୁ ନେଇ ଇଡିର ଖୋଳତାଡ ଜାରି ରହିଛି। ଏହି ଘଟଣାରେ ଜଣକ ପରେ ଜଣକୁ କାର୍ଯ୍ୟାଳୟକୁ ଡାକି ଜେରା କରୁଛନ୍ତି ଇଡି ଅଧିକାରୀ। ଶୁକ୍ରବାର...
ଜାନୁଆରୀ ୧୫ରୁ ଆରମ୍ଭ ହେବ ‘ଶିଶିର ସରସ’ ମେଳା, ପ୍ରଦର୍ଶନୀ ପଡ଼ିଆ ପରିବର୍ତ୍ତେ ବରମୁଣ୍ଡାରେ ହେବ ଆୟୋଜନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ବର୍ଷ ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ ଗ୍ରାମୀଣ ହସ୍ତଶିଳ୍ପ ସାମଗ୍ରୀର ମେଳା ‘ଶିଶିର ସରସ’। ଏଥର ଭୁବନେଶ୍ୱରର ୟୁନିଟ୍-୩ ଇଡ୍କୋ ପ୍ରଦର୍ଶନୀ ପଡ଼ିଆ ବଦଳରେ ବରମୁଣ୍ଡା ସ୍ଥିତ ବିଜୁ...





















