ଆସନ୍ତାକାଲିଠାରୁ ବିଧାନସଭା ଶୀତ ଅଧିବେଶନ, କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିବା ନେଇ ସ୍ଥିର ହୋଇଛି। ତ୍ରିସ୍ତରୀୟ ସୁରକ୍ଷା...
odisha sasana

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍ ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ   କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ପ୍ୟାକେଜ୍ ଘୋଷଣା କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ଏକ ହଜାର ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯିବ। ସବୁ...

ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା, ଖୋଲିବେ ଅର୍ଚ୍ଚନାଙ୍କ ଗୁମର!

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ଓ ଟଙ୍କା ମାଗିବା ଘଟଣାର ଅନ୍ୟତମ ଅଭିଯୁକ୍ତ ଶ୍ରଦ୍ଧାଞ୍ଜଳି ବେହେରା ବୁଧବାର ଦିନ ଭୁବନେଶ୍ୱର ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି।...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ଦ୍ୱିତୀୟ ଦିନ ହାଜର ହେଲେ ଅକ୍ଷୟ ପରିଜା

ଓଡ଼ିଶାଲାଇଭ୍ ବ୍ୟୁରୋ ଅଚ୍ଚର୍ନା ନାଗ ବ୍ଲାକମେଲିଂ ମାମଲାରେ ବୁଧବାର ଦିନ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେଲେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା। ଆଜି ଶ୍ରଦ୍ଧାଞ୍ଜଳି ବେହେରା ଏବଂ ଅକ୍ଷୟ ପରିଜାଙ୍କୁ...

ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ବିମାନ ଉଡାଣ, ଟେଣ୍ଡର ଆହ୍ୱାନ କଲେ ରାଜ୍ୟ ସରକାର

ଓଡ଼ିଶା ଲାଇଭ୍ ବ୍ୟୁରୋ ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ବିମାନ ଚଳାଚଳ ପାଇଁ ରାଜ୍ୟ ସରକାର ଟେଣ୍ଡର ଆହ୍ୱାନ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସିଙ୍ଗାପୁର, ବ୍ୟାଙ୍କକ୍‌, ଦୁବାଇକୁ ବିମାନ ସେବା ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି।...

ରାଜ୍ୟ ସରକାରଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡ଼ିଶା ମୁହାଁଇଛନ୍ତି – ଏନ୍ ଚନ୍ଦ୍ରଶେଖରନ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=EaWp_nwpv8Q?list=PLKig8_kZBmDMeTEvyVIIHe74opLsrLZIh]“ଓଡ଼ିଶା ସହିତ ଟାଟାର ସମ୍ପର୍କ ବହୁ ବର୍ଷର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକନିଷ୍ଠ ଉଦ୍ୟମ ଯୋଗୁଁ ଆଜି ଶିଳ୍ପପତି ମାନେ ଓଡ଼ିଶା ଆଡ଼କୁ ମୁହାଁଇଛନ୍ତି। ଟାଟା ଯାଜପୁର ଜିଲ୍ଲା କଳିଙ୍ଗନଗରରେ...

ମାଲକାନଗିରି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସବୁବେଳେ ମୋ ପାଇଁ ସ୍ଵତନ୍ତ୍ର - ମୁଖ୍ୟମନ୍ତ୍ରୀ "ଜିଲ୍ଲାର ସାମାଜିକ ଓ ଆର୍ଥିକ ସ୍ଥିତି ଆହୁରି ସୁଦୃଢ଼ ହେବ" ମାଲକାନଗିରି ଜିଲ୍ଲା ପାଇଁ ମଙ୍ଗଳବାର ଦିନ ୨୫ କୋଟି ଟଙ୍କାର...

ରାଜଧାନୀକୁ ଖୁବଶୀଘ୍ର ଆସିବ ଆଉ ୪୦ ଇ-ବସ୍

ଓଡ଼ିଶାଲାଇଭ୍ ବ୍ୟୁରୋ   ରାଜଧାନୀ ଭୁବନେଶ୍ଵରକୁ ଖୁବଶୀଘ୍ର ଆସିବ ଆଉ ୪୦ଟି ଇ-ବସ୍। CRUT ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ନୂଆ ୪୦ଟି ଇଲେକ୍ଟ୍ରିକ୍ ବସ୍‌ ଆସିଲେ ରାଜଧାନୀରେ...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ହାଜର ହେଲେ ଅକ୍ଷୟ ପରିଜା

ଓଡ଼ିଶାଲାଇଭ୍ ବ୍ୟୁରୋ ଇଡି କାର୍ଯ୍ୟାଳୟରେ ମଙ୍ଗଳବାର ଦିନ ହାଜର ହୋଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା। ଅର୍ଚ୍ଚନା ନାଗ ବ୍ଲାକମେଲିଂ କରି ଟଙ୍କା ମାଗିବା ଘଟଣାରେ ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି।...

ଶ୍ରୀଗୁଣ୍ଡିଚା ମନ୍ଦିରରେ ଜଗମୋହନର ବିମ୍ ଓ କଲମରେ ଫାଟ ଅନୁଧ୍ୟାନ କଲେ ଗଜପତି ଦିବ୍ୟସିଂହ ଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଶ୍ରୀଗୁଣ୍ଡିଚା ମନ୍ଦିର ଜଗମୋହନର ତିନୋଟି ବିମ୍ ଓ କଲମରେ ଫାଟ ଥିବା ନେଇ ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ପରିଚାଳନା...