ରେଡ ଜୋନକୁ ଫେରିଲା ରାଜଧାନୀ: ମାସ୍କ ନପିନ୍ଧିଲେ ଦେବାକୁ ପଡ଼ିବ ଫାଇନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବଢ଼ିବାକୁ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୫୧୨ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ କେବଳ...
ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ୁଛନ୍ତି ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡୁଛନ୍ତି ବଡ଼ଠାକୁର। ଶ୍ରୀମନ୍ଦିର ଫେରିବାକୁ ରଥ ପ୍ରସ୍ତୁତ ଭକ୍ତବି ପ୍ରସ୍ତୁତ। ଉଠୁଛି ପଡୁଛି ବଡ଼ଦାଣ୍ଡ। ୯ ଦିନର ଯାତ୍ରାପରେ ବଡ଼ ଦେଉଳକୁ ଫେରୁଛନ୍ତି କାଳିଆ ସାଆନ୍ତ।...
ଆଜି ବାହୁଡ଼ିବେ ମହାବାହୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ବାହୁଡ଼ାଯାତ୍ରା। ଜନ୍ମବେଦୀରୁ ନଅ ଦିନର ଲୀଳା ଖେଳା ସାରିବା ପରେ ଆଜି ରତ୍ନବେଦୀ ପାଇଁ ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ବାହୁଡ଼ା ପାଇଁ ଶ୍ରୀକ୍ଷେତ୍ରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଦକ୍ଷିଣ...
ରଥଯାତ୍ରାରେ ଲକ୍ଷ୍ମୀ-ନାରାୟଣ ଭେଟ ପରମ୍ପରା
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ପାଳିତ ହୁଏ ଅନେକ ଅନନ୍ୟ ପରମ୍ପରା। ତା’ମଧ୍ୟରେ ମହାଲକ୍ଷ୍ମୀଙ୍କୁ ନେଇ ରହିଛି କେତୋଟି ନୀତି। ହେରାପଞ୍ଚମୀ ତିଥିରେ ମା’ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଯାଇଥାନ୍ତି। ଜଗନ୍ନାଥ ତାଙ୍କୁ...
ଭୁବନେଶ୍ୱର ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମର୍ଥନ ଯୋଗାଡ଼ କରିବାକୁ ଭୁବନେଶ୍ୱରରେ ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ଶୁକ୍ରବାର ଦିନ ୧୧ଟାରେ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ...
ମହାପ୍ରଭୁ ଖାଇବେ ପୋଡ଼ ପିଠା: ମାଉସୀ ମା’ ମନ୍ଦିରରେ ଚାଲିଛି ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁ ଖାଇବେ ପୋଡ଼ ପିଠା। ବଡ଼ଠାକୁରଙ୍କ ରଥଯାତ୍ରା ସମୟରେ ମାଉସୀ ମା’ ମନ୍ଦିରରେ ପୋଡ଼ ପିଠା ଭୋଗ ହୋଇଥାଏ। ଆଉ ଗୋଟିଏ ଦିନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ବାହୁଡ଼ା ଯାତ୍ରା। ଶରଧାବାଲିରୁ ଶ୍ରୀମନ୍ଦିର...
ବନ ମହୋତ୍ସବ ରାଜନୀତି: ପୁଣି ସାଂସଦ ଅପରାଜିତାଙ୍କୁ ଅଣଦେଖା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗିଙ୍କୁ ଅଣାଦେଖା କଲେ ରାଜ୍ୟ ସରକାର। ବନ ମହୋତ୍ସବ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ, ବିଧାୟକ ଏବଂ ମେୟରଙ୍କୁ ନିମନ୍ତ୍ରଣ କରାଯାଇଥିବାବେଳେ ସାଂସଦ...
ଆସିଲା ରୁଚିକାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ – ଶ୍ଵାସରୁଦ୍ଧ ଯୋଗୁଁ ହୋଇଛି ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁକୁ ୪ ଦିନ ବିତିବା ପରେ ମଙ୍ଗଳବାର ତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ଯୋଗୁଁ ରୁଚିକାଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ...
ଆଜି ହେରାପଞ୍ଚମୀ – ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମହାଲକ୍ଷ୍ମୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଶେଷ ହେବା ପରେ ଆଜି ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। କାଳିଆ ସାଆନ୍ତଙ୍କ ଉପରେ ଅଭିମାନ କରି ନନ୍ଦିଘୋଷ ରଥର ଚକ ଭାଙ୍ଗିବେ ମା’...
ଆଜି ବନକଲାଗି ନୀତି: ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ରତ୍ନବେଦୀରୁ ଯାଇ ଆଡ଼ପ ମଣ୍ଡପରେ ଚାଲିଛି ମହାପ୍ରଭୁଙ୍କର ନିତ୍ୟରାସ। ଜନ୍ମବେଦୀରେ ବିରାଜିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରୁଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଦୁଇ ବର୍ଷ ପରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ...





















