ଆଜି ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଭକ୍ତ ଭିଡ଼, ଜୟ ଜଗନ୍ନାଥ ଧ୍ଵନିରେ କମ୍ପୁଛି ଶ୍ରୀକ୍ଷେତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଆଉ ଭଗବାନ। ଲକ୍ଷାଧିକ ଭକ୍ତଙ୍କ ସମାବେଶରେ...
ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ: ଅନୁଷ୍ଠିତ ହେଲା ସର୍ବଦଳୀୟ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁାରୋ
ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଦିନ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନର ସୁପରିଚାଳନା...
ପୁରୀରେ ଚାଲିଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ଦିନ ମହାପ୍ରଭୁଙ୍କର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ଅନୁଷ୍ଠିତ ହୋଇଛି। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତ। ଅନବସର ଗୁପ୍ତନୀତି ଶେଷ ପରେ ନବଯୌବନ...
ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ...
ଆସିଲା ଅଭିନେତା ରାଈମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ: ଶ୍ଵାସରୁଦ୍ଧ କାରଣରୁ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଭିନେତା ରାଈମୋହନ ପରିଡ଼ାଙ୍କ ପୋର୍ଷ୍ଟମର୍ଟମ ରିପୋର୍ଟ ଆସିଛି। ମଙ୍ଗଳବାର ଦିନ ଆସିଥିବା ରିପୋର୍ଟରେ ଶ୍ଵାସରୁଦ୍ଧ କାରଣରୁ ରାଈମୋହନଙ୍କ ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଛି। କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ କମିଶନରେଟ ପୋଲିସକୁ ପୋଷ୍ଟମର୍ଟମ...
ହେମଗିର ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ହେମଗିର ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଉପସ୍ଥିତ ରହି ଜନସାଧାରଣଙ୍କ...
କଟକ ମହାନଗର ନିଗମର କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ନିଖିଲ ପବନ କଲ୍ୟାଣ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ମହାନଗର ନିଗମ (ସିଏମସି)ର ନୂତନ କମିଶନର ଭାବେ ଯୋଗ ଦେଇଛନ୍ତି ନିଖିଲ ପବନ କଲ୍ୟାଣ। ସୋମବାର ଦିନ କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀଙ୍କୁ ଦର୍ଶନ କରି ସେ...
ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ମୃତ୍ତିକା ବଞ୍ଚାଅ’ ସଚେତନତା ଉପରେ ସାଇକ୍ଲୋଥନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁସ୍ଥ ଜୀବନ ପାଇଁ ଜଳ ଏବଂ ବାୟୁ ପରି ପ୍ରଦୂଷଣମୁକ୍ତ ମୃତ୍ତିକା ଅତ୍ୟନ୍ତ ଜରୁରୀ। କାରଣ ମୃତ୍ତିକା ହେଉଛି ଜୀବ ଏବଂ ଉଦ୍ଭିଦ ସମସ୍ତଙ୍କ ପାଇଁ ଖାଦ୍ୟ-ପ୍ରାଣ। ତେଣୁ ‘ମୃତ୍ତିକା ବଞ୍ଚାଅ’...
ରାଉରକେଲାରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କଲେ ସୁନ୍ଦରଗଡ଼ ଜିଲ୍ଲାପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେବା ପରେ ଡାକ୍ତର ପରାଗ ହର୍ଷଦ ଗାଭାଲି ଶନିବାର ଦିନ ରାଉରକେଲା ଗସ୍ତରେ ଆସିଥିଲେ। ରାଉରକେଲାର ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ...
ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ସାମାଜିକ ସମ୍ପର୍କ ସୁଦୃଢ଼ କରିବାକୁ ପଡ଼ିବ: ଆକାଶ ଦାସନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟଠାରେ ‘ମାନସିକ ସ୍ୱାସ୍ଥ୍ୟ’ ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବୁଧବାର ଦିନ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ଏବଂ ବିଶ୍ୱବିଦ୍ୟାଳୟସ୍ତରରୁ...





















