‘ମୋ କଲେଜ’ ଅଭିଯାନ ଅଧୀନରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଦିନ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୋ’କଲେଜ...

ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଓଡ଼ିଶାଲାଇଭ୍ ବ୍ୟୁରୋ କମଳ ଦେଶ ରାଜକୁମାର ଭାବେ ପରିଚିତ ବିଶିଷ୍ଟ ସଙ୍ଗୀତଜ୍ଞ, ଗାୟକ, ଗୀତିକାର, ଗାଳ୍ପିକ ଏବଂ ସ୍ତମ୍ଭକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କର ରବିବାର ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩...

ଭୁବନେଶ୍ୱରରେ ଭାରତର ପ୍ରଥମ ସ୍କିଲ୍ ଇଣ୍ଡିଆ ଇଣ୍ଟରନ୍ୟାସନାଲ କେନ୍ଦ୍ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତକୁ ଦକ୍ଷତା ରାଜଧାନୀରେ ପରିଣତ କରିବା ଉଦ୍ଦେଶ୍ୟରେ ଦେଶର ପ୍ରଥମ ସ୍କିଲ ଇଣ୍ଡିଆ ଇଣ୍ଟରନ୍ୟାସନାଲ କେନ୍ଦ୍ର ଭୁବନେଶ୍ୱର ଏସ୍‌ଡିଆଇରେ ଉଦଘାଟିତ ହୋଇଛି। ଏହାକୁ ଦକ୍ଷତା ବିକାଶ, ଉଦ୍ୟୋଗ ତଥା ଶିକ୍ଷା ମନ୍ତ୍ରୀ...

ସୁଆଣ୍ଡୋରେ ଭି କେ ପାଣ୍ଡିଆନ, ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି କେ ପାଣ୍ଡିଆନ ଶନିବାର ସୁଆଣ୍ଡୋ ଯାଇ ସେଠାରେ ଚାଲିଥିବା ବିକାଶମୂଳକ କାମ ବୁଲି ଦେଖିଛନ୍ତି। ପାଣ୍ଡିଆନ ଗୋପବନ୍ଧୁଙ୍କ ଘରକୁ ଯାଇ ଉତ୍କଳମଣି ଗୋପବନ୍ଧୁଙ୍କ ଦାୟାଦମାନଙ୍କୁ ଭେଟି ସ୍ମୁତି...

ହୁତୁ ହୁତୁ ହୋଇ ଜଳି ଗଲା କେଶରୀ ମଲ୍‌

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ମାର୍କେଟ୍ ବିଲ୍ଡିଂ ସ୍ଥିତ କେଶରୀ ମଲରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ମଲରେ ଥିବା ୬ରୁ ୭ଟି ଦୋକାନରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡରେ ଗୋଟିଏ ଦୋକାନ ସମ୍ପୂର୍ଣ୍ଣ...

ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ କଳିଙ୍ଗ ଷ୍ଟାଡିୟମଠାରେ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ୨୦୨୩ ଜାନୁଆରି ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ...

ବିଶ୍ୱକଳା ଦିବସ: ବୃହତ ଚିତ୍ର ଆଙ୍କି ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱ ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କ ଜନ୍ମଦିନ ଏପ୍ରିଲ ୧୫ ତାରିଖରେ ବିଶ୍ୱକଳା ଦିବସ ପାଳନ କରାଯାଉଛି। ଏଥିପାଇଁ ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ହୋଇଛି ଏକ...

ରାଜଧାନୀ ଭୁବନେଶ୍ଵରକୁ ୭୪ ବର୍ଷ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଅସନ୍ତୁଷ୍ଟ ହେଲେ ଅପରାଜିତା

ଓଡ଼ିଶାଲାଇଭ୍ ବ୍ୟୁରୋ ଏପ୍ରିଲ ୧୩ ତାରିଖ ରାଜଧାନୀ ଭୁବନେଶ୍ଵରର ୭୪ ତମ ପ୍ରତିଷ୍ଠା ଦିବସ। ତିନିଦିନ ଧରି ପ୍ରତିଷ୍ଠା ଉତ୍ସବ ପାନଳ କରାଯିବ। ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି, ସୂଚନା ଓ ଲୋକସମ୍ପର୍କ...

ଦୁଇ ବର୍ଷ ପରେ ସାମ୍ବାଦିକଙ୍କ ଲାଗି ଆସନ୍ତା ୧୮ରୁ ଖୋଲିବ ଲୋକସେବା ଭବନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଏପ୍ରିଲ ୧୮ ତାରିଖରୁ ସାମ୍ବାଦିକ ଏବଂ ସାଧାରଣ ଲୋକଙ୍କ ଲାଗି ଖୋଲିବ ଲୋକସେବା ଭବନ। କୋଭିଡ ମହାମାରୀ ଯୋଗୁଁ ଲୋକସେବା ଭବନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଥିଲା। କୋଭିଡ...

ବିଶ୍ଵର ଏକ ନମ୍ବର ସହର ହେବ ଭୁବନେଶ୍ଵର – ସୁଲୋଚନା ଦାସ

ସଂଗୀତା ମାନସିଂହ [youtube https://www.youtube.com/watch?v=tRMO0uwQJBI] ସାମ୍ବାଦିକରୁ ଭୁବନେଶ୍ଵର ମହାନଗର ନିଗମର ପ୍ରଥମ ମହିଳା ମେୟର ହୋଇଛନ୍ତି ସୁଲୋଚନା ଦାସ। ଭୁବନେଶ୍ଵରକୁ ବିଶ୍ଵର ଏକ ନମ୍ବର ସହରରେ ପରିଣତ କରିବା ତାଙ୍କର ଲକ୍ଷ୍ୟ ବୋଲି ଓଡ଼ିଶାଲାଇଭ୍‌କୁ ସ୍ଵତନ୍ତ୍ର...