ଆଜି ମହାମାୟୀଙ୍କ ମହାସପ୍ତମୀ – ଫଟୋରେ ଫଟୋରେ ଦେଖନ୍ତୁ କଟକ ଦୁର୍ଗାପୂଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ଜଗତ ଜନନୀ ମା’ ଦୁର୍ଗା। ଆଜି ମହାସପ୍ତମୀ ପୂଜା ଥିବାରୁ ବିଭିନ୍ନ ପୂଜାମଣ୍ଡପରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ମା’ଙ୍କୁ ଚକ୍ଷୁ ଦାନ ଦିଆଯିବ। ହେଲେ...
ଅକ୍ଷୟ ମହାନ୍ତି – କେବଳ ଜଣେ ବ୍ୟକ୍ତିର ନାଁ ନୁହେଁ, ଏକ ଇତିହାସ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=-Fw7LNH6Szw]
୧୯୩୬ ମସିହାରେ ଅକ୍ଟୋବର ୧୨ ତାରିଖରେ କଟକରେ ଜନ୍ମ ହୋଇଥିଲେ ଅକ୍ଷୟ ମହାନ୍ତି। ଆଜି ତାଙ୍କର ଜନ୍ମ ଦିନରେ ଗଭୀର ଶ୍ରଦ୍ଧାଞ୍ଜଳି।
ଅକ୍ଷୟ ମହାନ୍ତି – କେବଳ ଜଣେ ବ୍ୟକ୍ତିର ନାଁ...
ଆଜି ଷଷ୍ଠୀ- ଧରାବତରଣ କରିବେ ଜଗତଜନନୀ ମା’ ଦୁର୍ଗା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଧରାପୃଷ୍ଠକୁ ଅବତରଣ କରିବେ ଜଗତଜନନୀ ମା’ ଦୁର୍ଗା। ମହାଷଷ୍ଠୀରେ ଆବିର୍ଭାବ ହେବେ ଦଶଭୁଜା। ଏଥିପାଇଁ ସମସ୍ତ ପୂଜାମଣ୍ଡପରେ ପ୍ରସ୍ତୁତି ଶେଷ ହୋଇଛି। କରୋନା ପାଇଁ ଗଲା ବର୍ଷ ପରି ଏବର୍ଷ...
ସୁନ୍ଦରଗଡ଼ ପରେ ଏବେ ରାଉରକେଲାରେ ସ୍ଥାପନ ହେବ ସ୍ପିରୁଲିନା ଚିକି ପ୍ରସ୍ତୁତି ୟୁନିଟ୍, ଏସ୍ଏଚ୍ଜି ମହିଳା କରିବେ ପରିଚାଳନା
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ପରେ ଏବେ ପାନପୋଷ ଉପଖଣ୍ଡରେ ସ୍ଥାପନ ହେବାକୁ ଯାଉଛି ସ୍ପିରୁଲିନା ଚିକି ପ୍ରସ୍ତୁତି ୟୁନିଟ୍। ଏଥିପାଇଁ ଶୁକ୍ରବାର ଦିନ ରାଉରକେଲାର ମା’ ତାରିଣୀ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଏବଂ ଜିଲ୍ଲା...
ଚିରସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲରେ ବିଶ୍ୱବିଦ୍ୟାଳୟର ଭୂମିକା ଗୁରୁତ୍ଵପୂର୍ଣ୍ଣ
ଓଡ଼ିଶାଲାଇଭ୍ ବ୍ୟୁରୋ
'ଚିରସ୍ଥାୟୀ ବିକାଶ ଲକ୍ଷ୍ୟ ବା ସସ୍ଷ୍ଟେନେବଲ୍ ଡେଭେଲପମେଣ୍ଟ ଗୋଲ୍ସ ହାସଲରେ ବିଶ୍ୱବିଦ୍ୟାଳୟଗୁଡ଼ିକର ଭୂମିକା' ବିଷୟ ଉପରେ ଭୁବନେଶ୍ଵରସ୍ଥିତ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟରେ ଏକ ଦୁଇ ଦିନିଆ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଆସନ୍ତାକାଲି ପାଇଁ...
ମୁଣ୍ଡଳି ଟ୍ରାଜେଡି – ହୃଦ୍ଘାତରେ ହୋଇଥିଲା ହାତୀର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଣ୍ଡଳି ଦନ୍ତା ହାତୀ ମୃତ୍ୟୁ ଘଟଣାର ପ୍ରାଥମିକ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। କାର୍ଡିଆକ୍ ସକ୍ ବା ହୃଦ୍ଘାତ କାରଣରୁ ଦନ୍ତା ହାତୀର ମୃତ୍ୟୁ ଘଟିଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରେ ଦର୍ଶାଯାଇଛି।...
ସୀମା, ସରହଦ ସେପାରେ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=Z5u89fn4eJQ]
‘ଓଡ଼ିଶାଲାଇଭ୍’ ପ୍ରସ୍ତୁତ ମାସିକ ୱେବ୍ ସିରିଜ୍ ‘ଷ୍ଟାର୍ଟଅପ୍ ଷ୍ଟୋରି’ କ୍ରମରେ ଯୁବ ଓଡ଼ିଆ ଉଦ୍ୟୋଗୀ ତଥା ଜଣାଶୁଣା ଷ୍ଟାର୍ଟଅପ୍ କମ୍ପାନି 'ଅଫ୍ବିଜିନେସ୍'ର ସହପ୍ରତିଷ୍ଠାତା ତଥା ସିଇଓ ଆଶିଷ ମହାପାତ୍ରଙ୍କ ସହ...
ଆଜି ମହାଳୟା ଅମାବାସ୍ୟା – ପିତୃପୁରୁଷଙ୍କୁ ପିଣ୍ଡଦାନ ପାଇଁ ବାଇଶିପାହାଚ ଓ ବିନ୍ଦୁସାଗର ମନା
ଓଡ଼ିଶାଲାଇଭ ବ୍ୟୁରୋ
ଆଜି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରିବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀମନ୍ଦିର ବାଇଶିପାହାଚରେ ପିଣ୍ଡଦାନ କରିଥାନ୍ତି ଲୋକେ। ଏଥିସହ ଭୁବନେଶ୍ଵର ବିନ୍ଦୁ ସାଗରରେ...
ପିପିଲି ବିଧାୟକ ଭାବେ ଶପଥ ନେଲେ ରୁଦ୍ର ପ୍ରତାପ ମହାରଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପିପିଲିର ନୂଆ ବିଧାୟକ ଭାବେ ଶପଥ ନେଇଛନ୍ତି ରୁଦ୍ର ପ୍ରତାପ ମହାରଥୀ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ତାଙ୍କୁ ପଦ ଓ ଗୋପନୀୟତାର ସହ ମଙ୍ଗଳବାର ବିଧାନସଭା ପରିସରରେ ଶପଥ ପାଠ...
ଶୀତ ଋତୁ ପାଇଁ ବିଏମସିର ନୂଆ ଗାଇଡଲାଇନ – ବାହାଘର ଓ ଶୁଦ୍ଧିକ୍ରିୟାରେ ୫୦ ଜଣଙ୍କୁ ଅନୁମତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୀତ ଋତୁ ଓ ପାର୍ବଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ କୋଭିଡ କଟକଣାକୁ କଡ଼ାକଡ଼ି କରାଯାଇ ନୂଆ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ ଏଣିକି ବାହାଘର, ବ୍ରତଘର, ଶୁଦ୍ଧିକ୍ରିୟା ଆଦି...





















