ଓଡ଼ିଆ ପୁଅ ଅନିଲ ପ୍ରଧାନ ପାଇଲେ ଜାତୀୟ ଯୁବ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ନାସା ହ୍ୟୁମାନ ଏକ୍ସପ୍ଲୋରେସନ୍ ରୋଭର-୨୦୨୧ ପ୍ରତିଯୋଗିତାରେ ସଫଳତା ଅର୍ଜନ କରି ଦେଶକୁ ଗୈରବାନ୍ଵିତ କରିଥିବା ଓଡ଼ିଶାର ଯୁବ ବୈଜ୍ଞାନିକ ଅନିଲ ପ୍ରଧାନଙ୍କୁ ଜାତୀୟ ଯୁବ ପୁରସ୍କାରରେ ପୁରସ୍କୃତ କରାଯାଇଛି। ଗୁରୁବାର ଅନ୍ତର୍ଜାତୀୟ...

ବିମାନ ବନ୍ଦର ପାଇଁ ସିପସରୁବାଲିକୁ ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆର ସବୁଜ ସଙ୍କେତ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଓଡ଼ିଶାର ଦ୍ଵିତୀୟ ଆନ୍ତର୍ଜାତିକ ବିମାନ ବନ୍ଦର ପାଇଁ ପୁରୀର ସିପସରୁବାଲି ଚୂଡ଼ାନ୍ତ ହୋଇଛି। ବ୍ରହ୍ମଗିରି ତହସିଲ ଅନ୍ତର୍ଗତ ଏହି ସ୍ଥାନକୁ ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଏୟାର...

ଭୁବନେଶ୍ଵରରେ ଅଗଷ୍ଟ ୨୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଗଷ୍ଟ ୨୩ତାରିଖରୁ ଖୋଲିବ ଭୁବନେଶ୍ଵରର ସମସ୍ତ ଧର୍ମାନୁଷ୍ଠାନ। ଏ ନେଇ ବିଏମ୍‌ସି ପକ୍ଷରୁ ଜାରି ହୋଇଛି ସ୍ଵତନ୍ତ୍ର ମାର୍ଗଦର୍ଶିକା। ତେବେ ମନ୍ଦିର ଭିତରେ କୋଭିଡ ଗାଇଡଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ...

ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଶିଶୁଙ୍କ ପୋଷଣ ପାଇଁ ସ୍ପିରୁଲିନାଯୁକ୍ତ ଚିକି ଓ ଚିନି ବଣ୍ଟନର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିଶୁମାନଙ୍କର ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ପାଇଁ ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି) ଅଞ୍ଚଳରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ସ୍ପିରୁଲିନା ଚିକି ଓ ଚିନି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି।...

କଟକ ଏସସିବି ମେଡିକାଲରେ ଅଗଷ୍ଟ ୧୫ରୁ ଆରମ୍ଭ ହେବ ଏକ୍‌ମୋ ଚିକିତ୍ସା

ଓଡ଼ିଶାଲାଇଭ୍ ବ୍ୟୁରୋ ଅଗଷ୍ଟ ୧୫ତାରିଖରୁ କଟକ ଏସସିବି ମେଡିକାଲରେ ଏକ୍‌ମୋ ସେବା ଯୋଗାଇ ଦିଆଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏନେଇ ଶନିବାର ସୂଚନା ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି।ଡିଏମଇଟି କହିଛନ୍ତି,...

ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ସେଠାରେ ପହଞ୍ଚି ବିଭିନ୍ନ ନିର୍ମାଣାଧୀନ ମେଗା ପ୍ରକଳ୍ପ ବୁଲି...

ରାଜ୍ୟର ବିଭିନ୍ନ ସ୍ଥାନରେ ଖୋଲିଛି ଧର୍ମାନୁଷ୍ଠାନ – ଅଗଷ୍ଟ ୧୬ରୁ ମହାପ୍ରଭୁଙ୍କ ଦର୍ଶନ କରିବେ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନା କଟକଣା ଯୋଗୁଁ ସମଗ୍ର ରାଜ୍ୟରେ ଦୀର୍ଘ ଦିନ ହେବ ବନ୍ଦ ରହିଥିବା ଧର୍ମାନୁଷ୍ଠାନଗୁଡ଼ିକ ଶ୍ରଦ୍ଧାଳୁଙ୍କ ନିମନ୍ତେ ଖୋଲି ଦିଆଯାଇଛି। ଏହାରି ମଧ୍ୟରେ ପୁରୀ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି ମଧ୍ୟ ନିଆଯାଇଛି।...

ଖବର ବିଶ୍ଳେଷଣ – ଭାରତୀୟ ହକିକୁ ଓଡ଼ିଶାର ଅବଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଟୋକିଓ ଅଲିମ୍ପିକ୍ସରେ ହକି ଖେଳର ସେମିଫାଇନାଲରେ ଉଭୟ ପୁରୁଷ ଓ ମହିଳା ଟିମ ପ୍ରବେଶ କରିବା କିଛି କମ୍ କଥା ନୁହେଁ। ପ୍ରତ୍ୟେକ ଏହି ସଫଳତାକୁ ନିଜ ନିଜ ଢଙ୍ଗରେ ପାଳନ...

ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଲିଜ୍ ଜମିକୁ ଫ୍ରି ହୋଲ୍ଡ କରିବା ପାଇଁ ଅନଲାଇନ ବ୍ୟବସ୍ଥାର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ପୌର ସଂସ୍ଥାରୁ ଲିଜ୍ ପାଇଥିବା ଜମିର ମାଲିକାନା ସ୍ୱତ୍ତ୍ୱ ନିଜ ନାମରେ ପରିବର୍ତ୍ତନ କରିବା ବା ଲିଜ୍ ହୋଲ୍ଡରୁ ଫ୍ରି ହୋଲ୍ଡ କରିବା ପାଇଁ ରାଉରକେଲା ମହାନଗର ନିଗମ ବାସିନ୍ଦାଙ୍କୁ...

ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଲେ ଶତାୟୁ ବୃଦ୍ଧ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଜଣେ ଶତାୟୁ ବୃଦ୍ଧ। ବୃଦ୍ଧ ଜଣଙ୍କ ହେଉଛନ୍ତି ଭୁବନେଶ୍ୱର ସ୍ଥିତ ଝାରପଡା ଅଞ୍ଚଳର ବୃନ୍ଦାବନ ସାମଲ। ଜୁଲାଇ ୨୬ରେ ସେ ସଂକ୍ରମିତ...