ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ – ଜାଣନ୍ତୁ କେଉଁ ଠାକୁର କେଉଁ ଅଳଙ୍କାର ପିନ୍ଧିଥାନ୍ତି?
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରୁ ସୁନାବେଶ ଅନ୍ୟତମ। ମହାପ୍ରଭୁଙ୍କ ଏହି ବେଶ ଅତ୍ୟନ୍ତ ଦୁର୍ଲଭ ଓ ଆକର୍ଷଣୀୟ। ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହେବେ ମହାପ୍ରଭୁ।
ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ...
ଆଜି ପବିତ୍ର ସୁନାବେଶ – ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁ ସୁନାବେଶରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି।
ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହୋଇ...
ରାଉରକେଲାରେ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ: ୫ଟି ସଚିବଙ୍କ ଆଗରେ ଛାତ୍ରଛାତ୍ରୀ ବଖାଣିଲେ ନିଜ ନିଜର ଭବିଷ୍ୟତର ସ୍ୱପ୍ନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ଉଦିତ ନଗର ସରକାରୀ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ବିଜୟେନ୍ଦ୍ରୀ ମହାନ୍ତି। ତାଙ୍କର ଲକ୍ଷ୍ୟ ହେଉଛି ଆଇଏଏସ୍ ଅଫିସର ହୋଇ ପ୍ରଶାସନିକ ସେବାରେ ସାମିଲ ହେବା। ଆଚାର୍ଯ୍ୟ ହରିହର ସରକାରୀ...
ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ପୂର୍ବ ନିର୍ଦ୍ଧାରିତ ସମସ୍ତ ନୀତି ନିର୍ଘଣ୍ଟ ଅନୁସାରେ ଶ୍ରୀଜୀଉଙ୍କ...
ସମ୍ ହସ୍ପିଟାଲରେ କରୋନାକୁ ହରାଇଲେ ୯୪ ବର୍ଷୀୟ ବୃଦ୍ଧ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ କୋଭିଡ ହସ୍ପିଟାଲରେ ପୁଣି ଜଣେ ୯୪ ବର୍ଷୀୟ ବୃଦ୍ଧ କରୋନାକୁ ପରାସ୍ତ କରିଛନ୍ତି। ବୃଦ୍ଧ ଜଣଙ୍କ ହେଲେ ପୁରୀ ଅଞ୍ଚଳର ସୁରଥ ରାଉତରାୟ। ସମ୍ କୋଭିଡ ହସ୍ପିଟାଲର ଡାକ୍ତର, ନର୍ସଙ୍କ...
ଛେରାପହଁରା ନୀତିରେ ଗଜପତିଙ୍କ ୫୦ ବର୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀମନ୍ଦିର ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡ଼ିଛନ୍ତି। ଚଳିତ ବର୍ଷ ରଥଯାତ୍ରାରେ ଗଜପତି ମହାରାଜା ବିରଳ ରେକର୍ଡ଼ ସୃଷ୍ଟି କରିଛନ୍ତି। ଏବର୍ଷକୁ ମିଶାଇ ଛେରାପହଁରାରେ ୫୦ବର୍ଷ...
ଶ୍ରୀଜିଉଙ୍କ ‘ଛେରା ପହଁରା’ ନୀତି ସମ୍ପନ୍ନ – ଆରମ୍ଭ ହୋଇଛି ରଥ ଟଣା କାର୍ଯ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦୀରେ ଲୀଳାଖେଳା ସାରିବାପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନସିଂହାସନକୁ ଫେରୁଛନ୍ତି ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ଵାର ନିକଟରେ ଦଣ୍ଡାୟମାନ ହୋଇଥିବା ତିନି ରଥର...
ବାହୁଡ଼ାଯାତ୍ରାରେ ଶ୍ରୀଜଗନ୍ନାଥଙ୍କ ପ୍ରିୟ ପୋଡ଼ ପିଠା ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୋଡ଼ ପିଠା ହେଉଛି ଏକ ପାରମ୍ପରିକ ପିଠା। ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ପାଇଁ ପ୍ରସ୍ତୁତ ହୁଏ ଏହି ପୋଡ଼ ପିଠା। ଓଡ଼ିଶାରେ ଏହି ପିଠାର ସ୍ଵତନ୍ତ୍ର ପରିଚୟ ରହିଛି। ବାହୁଡ଼ାଯାତ୍ରାରେ ମାଉସୀଙ୍କ ପ୍ରସ୍ତୁତ...
ପବିତ୍ର ବାହୁଡ଼ାଯାତ୍ରା – ନିର୍ଦ୍ଧାରିତ ସମୟ ପୂର୍ବରୁ ଚାଲିଛି ନୀତିକାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦୀରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନବେଦୀକୁ ବାହୁଡ଼ିବେ ମହାପ୍ରଭୁ। ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମସ୍ତକରେ ଟାହିଆ ସୁଶୋଭିତ, ଘଣ୍ଟ ଓ କାହାଳି ତାଳେ ତାଳେ...
ଆଜି ହେବ ଲକ୍ଷ୍ମୀ-ନାରାୟଣ ଭେଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହୁଡ଼ାଯାତ୍ରାର ସବୁଠାରୁ ଅନନ୍ୟ ପରମ୍ପରା ହେଉଛି ଲକ୍ଷ୍ମୀ ନାରାୟଣ ଭେଟ। ଅଭିମାନିନୀ ମା’ ଲକ୍ଷ୍ମୀ ଆଜି ଶ୍ରୀନଅରରେ ପ୍ରଭୁ ଜଗନ୍ନାଥଙ୍କୁ ଭେଟିବେ। ମା’ ଲକ୍ଷ୍ମୀଙ୍କୁ ଛାଡ଼ି ଭାଇ ଭଉଣୀଙ୍କୁ ନେଇ ମାଉସୀ...





















