ଆଜି ପବିତ୍ର ପୌଷ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ରତ୍ନସିଂହାସନରେ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ।
ଶ୍ରୀମନ୍ଦିର...
ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ସଂଗୀତା ଦାଶଙ୍କ ନୃତ୍ୟ ଜୀବନର ୫୦ ବର୍ଷ ପୂର୍ତ୍ତି ଅବସରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୃତ୍ୟ ମାଧ୍ୟମରେ ନିଜ ଆଇ ମା’ ମନୋରମା ପାଣିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସଂଗୀତା ଦାଶ।
ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି ଏକ ସ୍ଵତନ୍ତ୍ର ଓଡ଼ିଶୀ ନୃତ୍ୟ କାର୍ଯ୍ୟକ୍ରମ। ବିଶିଷ୍ଟ ଅଭିନେତ୍ରୀ ତଥା ଓଡ଼ିଶୀ...
ପ୍ରବାସୀ ଭାରତୀୟ ଦିବସ ମହାକୁମ୍ଭକୁ ଉଦଘାଟନ କଲେ, ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆୟୋଜିତ ତିନିଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ...
ଭୁବନେଶ୍ୱର: ରବିନ୍ଦ୍ର ମଣ୍ଡପରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ। ମଙ୍ଗଳବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଏହି ଉତ୍ସବ ଉଦ୍ଘାଟିତ ହୋଇଛି। ଚଳିତ ବର୍ଷ ଏହି ଉତ୍ସବ ୧୮ତମ ପ୍ରବାସୀ ଭାରତୀୟ ଦିବସ...
ଭୁବନେଶ୍ଵରରେ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆରମ୍ଭ ହୋଇଛି ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ...
ଭୁବନେଶ୍ୱର: ରାଜ୍ୟର ପ୍ରଥମ ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମଥର ପାଇଁ ଆରମ୍ଭ ହୋଇଛି ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବା। ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବସର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସ...
ପ୍ରବାସୀ ଭାରତୀୟ ଦିବସ ସମାରୋହ: ପ୍ରମୁଖ ଆକର୍ଷଣ ସାଜିବ ଓଡ଼ିଶା ଥିମ୍ ପାଭିଲିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’। ସ୍ଥାନୀୟ ଜନତା ମଇଦାନରେ ଏହି ସମ୍ମିଳନୀ ପାଇଁ ସବୁ ପ୍ରସ୍ତୁତି ଶେଷ ହେବାକୁ ବସିଲାଣି। ପ୍ରବାସୀ ଭାରତୀୟଙ୍କ ସ୍ୱାଗତ ପାଇଁ...
ଆସନ୍ତାକାଲିଠୁ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆସନ୍ତାକାଲି, ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ ୨୦୨୫। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ...
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଭୁବନେଶ୍ଵରରେ ଆରମ୍ଭ ହେଉଛି ୧୮ତମ ପ୍ରବାସୀ ଭାରତୀୟ ଦିବସ। ଏହି କାର୍ଯ୍ୟକ୍ରମ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର। ସେ...
ଦରଦାମ ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦରଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଦିନ ରାଜଧାନୀ ଭୁବନେଶ୍ଵରରେ ବିଜେଡି ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ହଜାର ହଜାର ବିଜେଡି କର୍ମୀଙ୍କ ଗହଣରେ ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ...





















