ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା – ଜଣେ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ରାଜଭବନ ଛକ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ୧ ଜଣ ଗୁରୁତରଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ କଟକ ଏସ୍ସିବି ମେଡିକାଲ ଜରୁରୀକାଳୀନ ଅଧିକାରୀ ଭୁବବାନନ୍ଦ ମହାରଣା...
ଭୁବନେଶ୍ୱରରୁ ଆଜି ୩୧୪ ପଜିଟିଭ୍ ଚିହ୍ନଟ, ୩୫୪ ଆକ୍ରାନ୍ତ ସୁସ୍ଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀରୁ ଆଜି ୩୧୪ ପଜିଟିଭ୍ ଚିହ୍ନଟ
୮୪ ଜଣ କ୍ୱାରେଣ୍ଟାଇନରୁ,୨୩୦ ସ୍ଥାନୀୟ ସଂକ୍ରମିତ
ସହରରେ ଏବେ ବି ୩୫୩୧ ଜଣ ଆକ୍ରାନ୍ତ ସକ୍ରିୟ
ଭୁବନେଶ୍ୱରରୁ ଆଜି ଚିହ୍ନଟ ହେଲେ ୩୧୪ ନୂଆ...
ପେଟ୍ରୋଲ ପମ୍ପରେ ବିସ୍ଫୋରଣ – ଆହତଙ୍କୁ ମାଗଣା ଚିକିତ୍ସା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ରାଜଭବନ ଛକ ନିକଟରେ ଥିବା ଇଣ୍ଡିଆନ୍ ଅଏଲ୍ ପେଟ୍ରୋଲ ପମ୍ପ ବିସ୍ଫୋରଣରେ ଆହତଙ୍କ ମାଗଣା ଚିକିତ୍ସା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥସହିତ ସେ ଆହତଙ୍କ ଆଶୁ ଆରୋଗ୍ୟ...
ଫାଟିଲା ଏଲପିଜି ଟାଙ୍କି, ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ। ଏଲପିଜି ଟାଙ୍କିରେ ନିଆଁ ଲାଗିବା ସହ ଏହା ଫାଟିଯିବାରୁ ପରିସ୍ଥିତି ଭୟଙ୍କର ହୋଇଛି। ଏଥିରେ ଅନେକ ଲୋକ ଆହତ...
ରାଜଭବନ ଛକ ନିକଟ ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ରାଜଭବନ ଛକ ନିକଟରେ ଥିବା ଇଣ୍ଡିଆନ୍ ଅଏଲ୍ ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ। ବୁଧବାର ଦିନ ୧ଟା ସମୟରେ ପେଟ୍ରୋଲ ପମ୍ପରେ ଅଚାନକ ନିଆଁ ଲାଗିଯାଇଥିବା ସୂଚନା ମିଳିଛି।
ପେଟ୍ରୋଲ ପମ୍ପରେ...
କୋଣାର୍କକୁ ପଲିଥିନ୍ମୁକ୍ତ କରିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୋଣର୍କରୁ ଆଦିତ୍ୟ ବିଶ୍ଵାଳ): ପୁରୀ ଜିଲ୍ଲାର କୋଣାର୍କ ଅଞ୍ଚଳରେ ପଲିଥିନ୍ ବିକ୍ରି ଓ ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବା ପାଇଁ କୋଣାର୍କ ଏନ୍ଏସି କର୍ତ୍ତୃପକ୍ଷଙ୍କୁ...
କୋଭିଡ୍ କିଟ୍ ବିକ୍ରି କରି ଲ୍ୟାବ୍ ଟେକ୍ନିସିଆନ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୋଣାର୍କରୁ ଆଦିତ୍ୟ ବିଶ୍ଵାଳ): ଲୋକମାନଙ୍କ କରୋନା ଟେଷ୍ଟ ପାଇଁ ରାଜ୍ୟ ସରକାର ପ୍ରତ୍ୟେକ ମେଡିକାଲକୁ କୋଭିଡ୍ କିଟ୍ ଦେଉଛନ୍ତି। କିନ୍ତୁ ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ରତନପୁର ପ୍ରାଥମିକ...
ଶ୍ରୀମନ୍ଦିର ଖୋଲିବା ଦାବିରେ ସେବାୟତଙ୍କ ଧାରଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ଖୋଲିବା ଦାବି ନେଇ ସିଂହଦ୍ଵାର ସମ୍ମୁଖରେ ଧାରଣାରେ ବସିଲେ ପୂର୍ବତନ ସୁଆର ମହାସୁଆର ନିଯୋଗ ସଭାପତି ଦାମୋଦର ମହାସୁଆର। ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମୟରେ ଯଦି ଅନେକ...
ସଂଯୁକ୍ତା ମହାପାତ୍ରଙ୍କ ଉପନ୍ୟାସ ‘ରାଜନନ୍ଦିନୀ’ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁଲେଖିକା, ସଂପାଦିକା ଓ ସଂଗଠିକା ସଂଯୁକ୍ତା ମହାପାତ୍ରଙ୍କ ପ୍ରଥମ ଉପନ୍ୟାସ 'ରାଜନନ୍ଦିନୀ' ଉନ୍ମୋଚିତ ହୋଇଯାଇଛି। ମଙ୍ଗଳବାର ପୂର୍ବାହ୍ଣରେ ଅନୁଷ୍ଠିତ ଏହି ଉତ୍ସବରେ ବରିଷ୍ଠ ଅନୁବାଦିକା ଓ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର...
ଭୁବନେଶ୍ୱରରୁ ଆଜି ୩୬୫ ପଜିଟିଭ୍ ଚିହ୍ନଟ, ୩୨୯ ଆକ୍ରାନ୍ତ ସୁସ୍ଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରୁ ଆଜି ୩୬୫ ପଜିଟିଭ୍ ଚିହ୍ନଟ
୧୧୬ କ୍ୱାରେଣ୍ଟାଇନରୁ,୨୪୯ ସ୍ଥାନୀୟ ସଂକ୍ରମିତ
ସହରରେ ଏବେ ବି ୩୫୭୧ ଜଣ କୋଭିଡ୍ ରୋଗୀ ସକ୍ରିୟ
ଭୁବନେଶ୍ୱରରୁ ଆଜି ଚିହ୍ନଟ ହେଲେ ୩୬୫ ନୂଆ...




















