ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ। ଏଏସ୍‌ଆଇ, ଶ୍ରୀମନ୍ଦିର ପ୍ରଶାସନ ଏବଂ ତଦାରଖ କମିଟି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ମରାମତି ହେବ। ପ୍ରଥମେ ଭିତର ଓ ପରେ ବାହାର ରତ୍ନଭଣ୍ଡାରର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ‘ଦୋ-ଛକିରେ ଗଣମାଧ୍ୟମ' ଏବଂ ‘ଡିଜିଟାଲ ଯୁଗରେ ଗଣମାଧ୍ୟମରେ ଆହ୍ୱାନ’ ସଂପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ...

ଭୁବନେଶ୍ଵର: ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ‘ଟାଇମ୍‍ପାସ୍‍’ ସାହିତ୍ୟ ପର୍ବ, ଉନ୍ମୋଚିତ ହେଲା ୧୨ଟି ନୂଆ ବହି

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଷଷ୍ଠ ରାଜ୍ୟ ପୁସ୍ତକ ମେଳାରେ ରବିବାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା 'ଟାଇମ୍‍ପାସ୍‍' ପକ୍ଷରୁ ଆୟୋଜିତ ହୋଇଛି ଏକ ଅଭିନବ ସାହିତ୍ୟ ପର୍ବ।...

ଆଜି ପବିତ୍ର ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଧନୁ ସଂକ୍ରାନ୍ତିରେ ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ...

ଡିସେମ୍ବର ୧୭ରୁ ରତ୍ନଭଣ୍ଡାର ମରାମତି କାମ: ସ୍ଥିର ହେଲା ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ରତ୍ନଭଣ୍ଡାର କାମ ଡିସେମ୍ବର ୧୭ ତାରିଖରୁ ଆରମ୍ଭ ହେବ। ଏହା ପୂର୍ବରୁ ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ...

୧୮ତମ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ଵେଷଣ ସମାରୋହ: ୩୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀ ପୁରସ୍କୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ଵେଷଣର (ୟ୍ୟାଟ୍‌ସ) ୧୮ତମ ସମାରୋହ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟୋରିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଡିସେମ୍ବର ୧୫ରେ ‘ଓସା’ ପକ୍ଷରୁ ଭୁବନେଶ୍ୱରରେ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୪’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଆମେରିକାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସଙ୍ଗଠନ ‘ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକାସ୍’ (ଓସା) ପକ୍ଷରୁ ଡିସେମ୍ବର ୧୫ ତାରିଖ, ରବିବାର ଦିନ ଭୁବନେଶ୍ୱରରେ ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୪...

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଆସାମ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ବ୍ୟାଡମିଣ୍ଟନ ଆସୋସିଏସନର ସଭାପତି ହିମନ୍ତ...

ଭୁବନେଶ୍ଵର: ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ସାମ୍ବାଦିକ ଉପେନ୍ଦ୍ର ପ୍ରସାଦ ମହଲାଙ୍କ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରର ପ୍ରଦର୍ଶନୀ ପଡ଼ିଆରେ ଚାଲିଛି ରାଜ୍ୟସ୍ତରୀୟ ପୁସ୍ତକ ମେଳା। ମେଳାର ପଞ୍ଚମ ସନ୍ଧ୍ୟାରେ ଉନ୍ମୋଚିତ ହୋଇଛି ସାମ୍ବାଦିକ ଉପେନ୍ଦ୍ର ପ୍ରସାଦ ମହଲାଙ୍କ ରଚିତ ପୁସ୍ତକ ‘ଇନୋଭଟିଭ ନ୍ୟଜୁମେକର୍ସ ବ୍ଲୁ ପ୍ରିଣ୍ଟ ଫର...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଗୁରୁବାର ମାର୍ଗଶିର ଶୁକ୍ଳ ଦ୍ଵାଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...