ପୁରୀରେ ଭାରତୀୟ ନୌସେନା ଦିବସ: ପରାକ୍ରମ ଦେଖାଇବେ ଦେଶର ନୌସୈନିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଭାରତୀୟ ନୌସେନା ଦିବସ। ଦେଶର ନୌସୈନିକମାନେ ପୁରୀରେ ପରାକ୍ରମ ଦେଖାଇବେ। ସ୍ଥାନୀୟ ବ୍ଲୁ ଫ୍ଲାଗ ବେଳାଭୂମିରେ ଭାରତୀୟ ନୌସେନା ଦିବସ ସମାରୋହ ପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ଏହି ସମାରୋହରେ...
ପୁରୀ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କଲେ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପୁରୀ ଗସ୍ତରେ ରହିଛନ୍ତି। ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ...
ଭୁବନେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଙ୍ଗଳବାର ଭୁବନେଶ୍ଵର ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ସେ ଡିସେମ୍ବର ୭ ତାରିଖ ଯାଏଁ ୫ ଦିନିଆ ଓଡ଼ିଶା ଗସ୍ତରେ ରହିବେ।...
ଟାଇମ୍ପାସ୍ ବହିବର୍ଷାର ଦ୍ୱିତୀୟ ସଂସ୍କରଣରେ ପ୍ରକାଶିତ ହେଲା ୨୪ଟି ନୂତନ ପୁସ୍ତକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଭୁବନେଶ୍ଵରସ୍ଥିତ ବୁଦ୍ଧମନ୍ଦିର ପରିସରରେ ‘ଟାଇମ୍ପାସ୍ ବହିବର୍ଷା’ର ଦ୍ୱିତୀୟ ସଂସ୍କରଣରେ ପ୍ରକାଶିତ ହୋଇଛି ୨୪ଟି ନୂତନ ପୁସ୍ତକ। ପ୍ରକାଶନ ସଂସ୍ଥା ଟାଇମପାସ୍ ପକ୍ଷରୁ ଆୟୋଜିତ ପୁସ୍ତକ ପ୍ରକାଶନ...
ଡିଜିପି ସମ୍ମିଳନୀରେ ପୋଲିସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ – “ସ୍ମାର୍ଟ ହୁଅ, ଲୋକଙ୍କ ବିଶ୍ୱାସ ଜିଣ”
ମିନତି ମିଶ୍ର
ଭୁବନେଶ୍ଵରରେ ତିନି ଦିନ ଧରି ଚାଲିଥିବା ୫୯ତମ ସର୍ବଭାରତୀୟ ଡିଜିପି ସମ୍ମିଳନୀ ରବିବାର ଉଦଯାପିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଯାପନୀ ଦିବସରେ ଯୋଗ ଦେଇ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଏହି...
ନୌସେନା ଦିବସ ସମାରୋହ ପାଇଁ ପୁରୀରେ ଜୋରଦାର ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀରେ ଭାରତୀୟ ନୌସେନା ଦିବସ ସମାରୋହ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ତିନି ସେନାବାହିନୀର ମୁଖ୍ୟ ଯୋଗଦେବେ। ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...
୨୦୨୭ ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ ୨୦୨୭ ସୁଦ୍ଧା ସରିବ। ଏଥିରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୂଳିଆ ଯାଏଁ ୨୬ କିଲୋମିଟରରେ ୨୦ଟି ଷ୍ଟେସନ ରହିବ। ଶନିବାର ଏହି ମେଟ୍ରୋ ପ୍ରକଳ୍ପର...
ପୁଣି ଭୁବନେଶ୍ଵରକୁ ଖାଲିସ୍ତାନୀ ଆତଙ୍କବାଦୀଙ୍କ ଟାର୍ଗେଟ: ଆସିଲା ଧମକପୂର୍ଣ୍ଣ ଇମେଲ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଆୟୋଜିତ ହେଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩-ଦିନିଆ ଓଡ଼ିଶା ଗସ୍ତରେ ରହିଛନ୍ତି। ଏହାରି ମଧ୍ୟରେ ରାଜ୍ୟକୁ ମିଳୁଛି ଖାଲିସ୍ତାନୀ ଆତଙ୍କବାଦୀଙ୍କ ଧମକ।...
ବାଲେଶ୍ୱର: କେନ୍ଦ୍ର ସାହିତ୍ୟ ଅକାଦେମିର ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ଆୟୋଜିତ ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ ହୋଇଯାଇଛି।
ଭୁବନେଶ୍ଵର ସ୍ଥିତ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏହି ଆଲୋଚନାଚକ୍ରର ଦ୍ଵିତୀୟ...
ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି: ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ହେବ ଦେବ ଦୀପାବଳି। ମାର୍ଗଶିର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ୩ ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ...





















