ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ପୁରୀ): ରାଜ୍ୟ ସରକାର, ୟୁନିସେଫ ଓ ଆକ୍ସନ ଏଡର ମିଳିତ ସହଯୋଗରେ ପୁରୀଠାରେ ଆୟୋଜିତ ଦୁଇ ଦିନିଆ ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ୟୁନିସେଫ...

ରାଉରକେଲାରେ ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୧୦୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ରାଉରକେଲା ଆଇଜିଏଚ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଶନିବାର...

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ନେବା ବାରଣ, କଡ଼ାକଡ଼ି ହେବ ନିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ନେଇ ହେବନି ପଲିଥିନ ବ୍ୟାଗ। ଶ୍ରୀମନ୍ଦିରକୁ ପଲିଥିନ ମୁକ୍ତ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ, ଖର୍ଚ୍ଚ ହେବ ୧୪ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ। ଏହି ୭ଟି ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଶନିବାର...

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଏହାସହ ଆଜି ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ ମଧ୍ୟ...

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୭ଟି ପ୍ରସ୍ତାବ ଗୃହୀତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଗୁରୁବାର ଦିନ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ଵରସ୍ଥିତ ଶଙ୍ଖ ଭବନଠାରେ ଅନୁଷ୍ଠିତ ବୈଠକରେ...

ଓଡ଼ିଶାରେ ଜାରି ରହିଛି ଶୀତଲହରୀ, ୧୫ ଡିଗ୍ରୀ ତଳେ ଅଧିକାଂଶ ସହରର ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଜାରି ରହିଛି ଶୀତଲହରୀ। ରାଜ୍ୟର ବିଭିନ୍ନ ସ୍ଥାନରେ ପରାଦ ତଳମୁହାଁ ହେବାସହ ପ୍ରବଳ ଥଣ୍ଡା ହେଉଛି। ବୁଧବାର ରାତିରେ ଅଧିକାଂଶ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା।...

ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ଏଚପିସି, ଟାଟା ଷ୍ଟିଲ୍‌ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ହାଇ ପରଫରମାନ୍ସ ସେଣ୍ଟର (ଏଚପିସି)। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡ଼ିଶା ସରକାର ଓ ଟାଟା ଷ୍ଟିଲ୍‌ ମଧ୍ୟରେ ବୁଝାମଣା...

କଟକରେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ‘ଓଡ଼ିଶା ମାଷ୍ଟର୍ସ’, ୨୭ ଦେଶର ୩୨୪ ଖେଳାଳି କରୁଛନ୍ତି ପ୍ରତିଦ୍ଵନ୍ଦ୍ଵିତା

ଓଡ଼ିଶାଲାଇଭ୍ ବ୍ୟୁରୋ କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଛି 'ଓଡ଼ିଶା ମାଷ୍ଟର୍ସ' ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ। ଏଥିରେ ୨୭ଟି ଦେଶର ୩୨୦ରୁ ଅଧିକ ପ୍ରତିଯୋଗୀ ବିଭିନ୍ନ ବର୍ଗରେ ପ୍ରତିଦ୍ଵନ୍ଦ୍ଵିତା...

କୁକୁର କାମୁଡ଼ାରେ ଶିଶୁର ମୃତ୍ୟୁ ମାମଲା: ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପୁରୀ ପୌରପାଳିକାକୁ ନିର୍ଦ୍ଦେଶ ଦେଲେ...

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ କୁକୁର କାମୁଡ଼ାରେ ଜଣେ ଶିଶୁର ମୃତ୍ୟୁ ହୋଇଥିଲା। ଏହି ମାମଲାରେ ପୁରୀ ପୌରପାଳିକାକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଏହି ଟଙ୍କା...