ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ: ‘ଷ୍ଟ୍ରୋକ୍କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବ୍ରହ୍ମପୁର): ‘ବ୍ରେନ୍ ଷ୍ଟ୍ରୋକ୍’ ବା ‘ମସ୍ତିଷ୍କାଘାତ’ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଛି। ତେଣୁ, ଏ ବିଷୟରେ ଯୁବପିଢ଼ିଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ରହ୍ମପୁର...
ଅବନୀ ବରାଳ ଫାଉଣ୍ଡେସନ ପକ୍ଷରୁ ‘ଶ୍ରଦ୍ଧାଦିବସ’ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଧ୍ୟାପକ କ୍ଷୀରୋଦ ଚନ୍ଦ୍ର ବେହେରାଙ୍କୁ ‘ଅବନୀ ବରାଳ ସାହିତ୍ୟ ସମ୍ମାନ’
ଅଭିନେତ୍ରୀ ସରସ୍ଵତୀ ଦେବୀ ପାଇଲେ ‘ଆଦରମଣି ମଞ୍ଚ କଳା ସମ୍ମାନ’
ମଞ୍ଚସ୍ଥ ହେଲା ନାଟକ ‘ମଞ୍ଚକନ୍ୟାର କାହାଣୀ’
ଭୁବନେଶ୍ୱରସ୍ଥିତ ଭଞ୍ଜକଳା ମଣ୍ଡପଠାରେ ଅବନୀ ବରାଳ...
ଭୁବନେଶ୍ୱର: ପାଳନ ହେଲା ଏକ୍ସଆଇଏମ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ପୁରୁଣା କ୍ୟାମ୍ପସରେ ବହୁ ଆଡ଼ମ୍ବର ସହକାରେ ଜାଭିୟର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ (ଏକ୍ସଆଇଏମ) ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ କରାଯାଇଛି।
ଏହି ଅବସରରେ ଆମ୍ବୁଜା ନିଓଟିଆ ଗ୍ରୁପର ଚେୟାରମ୍ୟାନ ପଦ୍ମଶ୍ରୀ ହର୍ଷବର୍ଦ୍ଧନ...
ଭୁବନେଶ୍ଵରରେ ଆରମ୍ଭ ହେଲା ଇଣ୍ଡିଆନ ରୋଡସ୍ କଂଗ୍ରେସ ମେଗା ସମ୍ମିଳନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରମ୍ଭ ହେଲା ଇଣ୍ଡିଆନ ରୋଡସ୍ କଂଗ୍ରେସ (ଆଇଆରସି) ମହାକୁମ୍ଭ। ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ୮୪ତମ ରୋଡସ୍ କଂଗ୍ରେସ ସମାବେଶକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ...
କଟକ ଐତିହାସିକ ବାଲିଯାତ୍ରାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(କଟକ): କଟକର ଐତିହାସିକ ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ ହୋଇଯାଇଛି। ଲୋକଙ୍କୁ ସୁଲଭ ମୂଲ୍ୟରେ ବସ୍ତ୍ର ଯୋଗାଇ ଦେବା ଲକ୍ଷ୍ୟରେ ବାଲିଯାତ୍ରାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳାର...
ଭୁବନେଶ୍ୱର: ନାଲକୋ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): କେନ୍ଦ୍ର ଖଣି ମନ୍ତ୍ରାଳୟ ଅଧୀନସ୍ଥ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ କମ୍ପାନି ଲିମିଟେଡ୍ (ନାଲକୋ) ପକ୍ଷରୁ ସତର୍କତା ସଚେତନତା ସପ୍ତାହ- ୨୦୨୫ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନିର ସମସ୍ତ...
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଶ୍ରୀମନ୍ଦିର ରତ୍ନ ସିଂହାସନରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର ପୁରୀ। ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ରାଜରାଜେଶ୍ଵର ବା ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ବଡ଼ଠାକୁରଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ...
ନଭେମ୍ବର ପହିଲାରୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା-୨୦୨୫
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ନଭେମ୍ବର ପହିଲାରୁ ଆରମ୍ଭ ହେବ ‘ସୁଭଦ୍ରା ଶକ୍ତି ମେଳା-୨୦୨୫’। ଭୁବନେଶ୍ୱରର ୟୁନିଟ୍ ୩ ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଏହି ମେଳା ନଭେମ୍ବର ୧୨ ତାରିଖ...
ଗୃହ ନିର୍ମାଣ ପ୍ଲାନ ଅନୁମୋଦନ ପାଇଁ ବିଏମ୍ସିର ନୂଆ ପଦକ୍ଷେପ: ମାସର ପ୍ରଥମ ଶନିବାରରେ ହେବ ସ୍ୱତନ୍ତ୍ର ଅଭିଯୋଗ...
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଗୃହ ନିର୍ମାଣ, ଲେଆଉଟ ପ୍ଲାନ ଅନୁମୋଦନ ସମ୍ପର୍କିତ ସମସ୍ତ ସମସ୍ୟାର ସମାଧାନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ନୂଆ ପଦକ୍ଷେପ। ଏଣିକି ପ୍ରତି ମାସର ପ୍ରଥମ ଶନିବାର ଦିନ...
କଟକରୁ ହଟିଲା କର୍ଫ୍ୟୁ, ମୁତୟନ ରହିବେ ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ସହରରୁ ହଟିଲା କର୍ଫ୍ୟୁ। କିନ୍ତୁ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ପୋଲିସ ମୁତୟନ ରହିବେ। ମଙ୍ଗଳବାର ରାତି ୭ଟା ଯାଏଁ ଇଣ୍ଟରନେଟ ଏବଂ ସୋସିଆଲ ମେଡିଆ ଉପରେ କଟକଣା ଜାରି ରହିବ। ଏନେଇ...





















