ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ, ଶୋକ ପ୍ରସ୍ତାବ ପରେ ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ...

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପରେ ଆସନ୍ତାକାଲି ଦିନ...

ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ୨୧ ଯାଏଁ ଖୋଲା ରହିବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘ଜନଜାତୀୟ ଗୌରବ ଦିବସ’ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ‘ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ’ (ଏସସିଏସଟିଆରଟିଆଇ) ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀର ଶୁଭାରମ୍ଭ ହୋଇଛି। ନଭେମ୍ବର...

ଅସହ୍ୟ ଦୁର୍ଗନ୍ଧରେ ଅଣନିଶ୍ଵାସୀ ସ୍ମାର୍ଟ ସିଟି ଭୁବନେଶ୍ଵର

ଓଡ଼ିଶାଲାଇଭ୍ ବ୍ୟୁରୋ ଗାଡ଼କଣ ଡମ୍ପିଂ ୟାର୍ଡ ଦୁର୍ଗନ୍ଧରେ କଲବଲ ହେଲେଣି ରାଜଧାନୀ ବାସିନ୍ଦା। କେବଳ ସ୍ଥାନୀୟ ବାସିନ୍ଦାଙ୍କୁ ନୁହେଁ ଭୁବନେଶ୍ଵର ସାରା ଏହି ଗୁର୍ଗନ୍ଧ ଅଣନିଶ୍ଵାସୀ କଲାଣି। ଭୁବନେଶ୍ୱର ଗାଡ଼କଣ ଡମ୍ପିଂ ୟାର୍ଡ ଦୁର୍ଗନ୍ଧକୁ ନେଇ...

ସୁରେଶ ଚନ୍ଦ୍ର ମହାପାତ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂଆ ମୁଖ୍ୟ ପରାମର୍ଶଦାତା

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ଵ। ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର...

ଧର୍ମ ଓ ସାହିତ୍ୟରେ ଭିନ୍ନକ୍ଷମତାର ଉପସ୍ଥିତି ସମ୍ପର୍କରେ ଆଲୋଚନା

କପିଳାସ ଭୂୟାଁ ଭିନ୍ନକ୍ଷମତା ଏକ ଶାରୀରିକ ଅବସ୍ଥା ଏବଂ କେତେକ ବ୍ୟକ୍ତି ସେଭଳି ଅବସ୍ଥାରେ ଜନ୍ମ ହୋଇଥିଲା ବେଳେ ଅନ୍ୟ କିଛି ବ୍ୟକ୍ତି ପରିସ୍ଥିତି କ୍ରମେ ସେହି ଅବସ୍ଥାରେ ପଡ଼ିଥାଆନ୍ତି। ଯୁଗ ଯୁଗ ଧରି ଧର୍ମ,...

ଉଦଘାଟନ ହେଲା ନନ୍ଦନକାନନ ରୋପଓ୍ଵେ

ଓଡ଼ିଶାଲାଇଭ୍ ବ୍ୟୁରୋ ଉଦଘାଟନ ହେଲା ବହୁ ପ୍ରତୀକ୍ଷିତ ନନ୍ଦନକାନନ ରୋପଓ୍ଵେ। ଶୁକ୍ରବାର ଦିନ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପଦୀପ...

ଟଙ୍କା ଦେଲେ ସରକାର, ନିର୍ମାଣ ସୌଦ୍ଧ କୋଠାବାଡ଼ି ମୁଖ୍ୟ ଯନ୍ତ୍ରୀଙ୍କ ଆସବାବପତ୍ର ନିଲାମ ଅଟକିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଠିକାଦାରଙ୍କ ୧୮ ଲକ୍ଷ ଟଙ୍କା ଦେଇନପାରିବାରୁ ଅଦାଲତଙ୍କ ନିର୍ଦ୍ଦେଶରେ ନିଲାମ ହେବାକୁ ଯାଉଥିଲା ନିର୍ମାଣ ସୌଦ୍ଧ କୋଠାବାଡ଼ି ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଆସବାବ ପତ୍ର। କିନ୍ତୁ ସରକାର ଟଙ୍କା ଦେବାରୁ ଆସବାବପତ୍ର...

ଆରମ୍ଭ ହେଲା ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନଠାରୁ ଆରମ୍ଭ ହୋଇଛି ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାମ। ପ୍ରତିଦିନ ସକାଳ ୬ରୁ ରାତି ୧୦ଟା ମଧ୍ୟରେ ମରାମତି କାମ କରାଯିବ। ବଡ଼ଠାକୁରଙ୍କ କେଉଁ ନୀତି ପରେ କେତେ...

‘ଜନଜାତୀୟ ଗୌରବ ଦିବସ’ କାର୍ଯ୍ୟକ୍ରମ ଅବସରରେ ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ଓ ପ୍ରଦର୍ଶନୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ...

କୃତ୍ରିମ ବୁଦ୍ଧିମତାର ସଠିକ୍ ବ୍ୟବହାର ପ୍ରତି ଗଣମାଧ୍ୟମ ଯତ୍ନବାନ ହେବା ଆବଶ୍ୟକ – ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ଓଡ଼ିଶାଲାଇଭ୍ ବ୍ୟୁରୋ “ଗଣତନ୍ତ୍ରକୁ ସୁଦୃଢ଼ ଓ ସକ୍ରିୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ଵପୂର୍ଣ୍ଣ। ବର୍ତ୍ତମାନ ସମୟରେ କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ସୁବକ୍ଷେତ୍ରରେ କରାଯାଉଛି। ଏହା ଯୋଗୁଁ କମ୍‌ ସମୟ ଏବଂ ସମ୍ବଳ ବ୍ୟବହାର କରି...