ଭୁବନେଶ୍ୱରରେ ଅନ୍ତର୍ଜାତୀୟ ପ୍ରୋସ୍ଥେଟିକ୍ସ ଓ ଅର୍ଥୋଟିକ୍ସ ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=J3CDNfcW9es ଭୁବନେଶ୍ୱରରେ ପାଳିତ ହୋଇଯାଇଛି ଅନ୍ତର୍ଜାତୀୟ ପ୍ରୋସ୍ଥେଟିକ୍ସ ଓ ଅର୍ଥୋଟିକ୍ସ ଦିବସ। ମଙ୍ଗଳବାର ଏହି ଅବସରରେ ସ୍ଥାନୀୟ ଜୟଦେବ ଭବନରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା...

ଭୁବନେଶ୍ୱରରେ ନଭେମ୍ବର ୧୦ରୁ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=jSxmp9D2_CA ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ’। ଭୁବନେଶ୍ୱରରେ ନଭେମ୍ବର ୧୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ...

ଆଗାମୀକାଲିର ଶିଳ୍ପ ପାଇଁ ଦକ୍ଷ ଯୁବ ମାନବ ସମ୍ବଳ ପ୍ରସ୍ତୁତ କରୁଛି ଓଡ଼ିଶା – ଡକ୍ଟର ବିନୋଦ ଆର୍...

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁଜରାଟର ଶ୍ରମ, କୌଶଳ ବିକାଶ ଓ ନିୟୋଜନ ବିଭାଗର ସଚିବଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ (ଭୁବନେଶ୍ୱର): ଗୁଜରାଟ ସରକାରଙ୍କ ଶ୍ରମ, କୌଶଳ ବିକାଶ ଓ ନିୟୋଜନ ବିଭାଗର ସଚିବ ଡକ୍ଟର ବିନୋଦ...

ମନରେ ଆତ୍ମବିଶ୍ଵାସ ଥିଲେ ସଫଳତା ନିଶ୍ଚୟ ମିଳିବ – ପ୍ରଜ୍ଞା ପାରଙ୍ଗମା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=IAapPN5Dnj0 ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ) ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ଭୁବନେଶ୍ଵରର ପ୍ରଜ୍ଞା ପାରଙ୍ଗମା। ଦ୍ଵିତୀୟ ଚେଷ୍ଟାରେ ତାଙ୍କୁ ଏହି ସଫଳତା ମିଳିଛି। ୨୦୨୨ ମସିହା ଓସିଏସ ପରୀକ୍ଷାରେ ୪ ନମ୍ବର...

ଓଡ଼ିଶାରେ ଖୋଲିବ ନାସନାଲ ସ୍କୁଲ ଅଫ୍ ଡ୍ରାମାର ଆଞ୍ଚଳିକ ଶାଖା – ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଖୋଲିବ ନାସନାଲ ସ୍କୁଲ ଅଫ୍ ଡ୍ରାମାର (ଏନଏସଡି) ଆଞ୍ଚଳିକ ଶାଖା। ଭୁବନେଶ୍ୱରରେ ଏହାର ନୂଆ କ୍ୟାମ୍ପସ୍‌ ସ୍ଥାପନ ହେବ। ଆସନ୍ତା ଶିକ୍ଷା ବର୍ଷରୁ ଏଠାରେ ପାଠ୍ୟକ୍ରମ ଆରମ୍ଭ ହେବ। ଏନେଇ ସୂଚନା...

ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ ସୁଡ଼ଙ୍ଗ ନାହିଁ – ଆଇନ ମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ରହିଥିବା ନେଇ ଚର୍ଚ୍ଚା ହେଉଥିବାବେଳେ ଏହାକୁ ନେଇ ଶୁକ୍ରବାର ଦିନ ଏକ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ରତ୍ନଭଣ୍ଡାର...

ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ଦୀପାବଳି ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପୁରୀ ଶ୍ରୀମନ୍ଦିରରେ ପାଳିତ ହେଉଛି ଦୀପାବଳି ନୀତି। ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ ଡାକିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି। ଗତକାଲି ସାରା...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର କାର୍ତ୍ତିକ କୃଷ୍ଣ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଭୁବନେଶ୍ଵର: ଦୀପାବଳିରେ ବାଣ ବିକ୍ରି ପାଇଁ ଆସିଲା ଗାଇଡଲାଇନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀପାବଳିରେ ଭୁବନେଶ୍ଵରରେ ବାଣ ବିକ୍ରି ପାଇଁ ଗାଇଡଲାଇନ ଜାରି ହୋଇଛି। ଏଥର ସହରର ୨୫ଟି ସ୍ଥାନରେ ଅସ୍ଥାୟୀ ବାଣ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି। ଏନେଇ ସୋମବାର ଭୁବନେଶ୍ୱର ଡିସିପି...

ଦୁର୍ନୀତିକୁ ବରଦାସ୍ତ କରିବେନି ରାଜ୍ୟ ସରକାର – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ଶୁଭାରମ୍ଭ ହୋଇଛି। ସୋମବାର ଭୁବନେଶ୍ଵର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟର...