ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଏହା ୨୩ ତାରିଖ ଯାଏଁ ୩ ଦିନ ଧରି ଚାଲିବ। ଏଥିପାଇଁ ବୁଧବାର ଦିନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ ସରିବା...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ରାସ୍ତାରେ ଦୁର୍ବ୍ୟବହାର କରିବା ଅଭିଯୋଗରେ ୭ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ରାସ୍ତାରେ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ୭ ଜଣଙ୍କୁ ଧରିଛି କମିଶନରେଟ ପୋଲିସ। ସିସିଟିଭି ଫୁଟେଜ ଆଧାରରେ ଘଟଣାର ୫ ଦିନ...

ଭରତପୁର ଥାନାରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ବିବାଦ ତେଜିବାରେ ଲାଗିଛି। ମାମଲାକୁ ନେଇ ବିରୋଧୀ ଦଳମାନେ ସରକାରଙ୍କୁ ସମାଲୋଚନା କରିଛନ୍ତି।...

ସେପ୍ଟେମ୍ବର ୨୧ରୁ ୨୩ ଯାଏଁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ସେପ୍ଟେମ୍ବର ୨୧ରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଏହା ୨୩ ତାରିଖ ଯାଏଁ ୩ ଦିନ ଧରି ଚାଲିବ। ଏଥିପାଇଁ ବୁଧବାର ଦିନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ...

ଓଡ଼ିଶାରେ ବିଜେପିର ନୂଆ ସରକାରକୁ ପୂରିଲା ୧୦୦ ଦିନ: ଜନତାଙ୍କ ଆଗରେ ରିପୋର୍ଟ କାର୍ଡ ରଖିବେ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶାରେ ବିଜେପିର ନୂଆ ସରକାରକୁ ପୂରିଲା ୧୦୦ ଦିନ। ଏହି ଅବସରରେ ଜନତାଙ୍କ ଆଗରେ ନିଜ ରିପୋର୍ଟ କାର୍ଡ ରଖିବେ ସରକାର। ଏନେଇ ଗୁରୁବାର ପୁରୀରେ ବିଶାଳ ସମାବେଶ ଓ...

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ: ୫ ଜଣ ପୋଲିସ କର୍ମଚାରୀ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ...

ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ଯାଞ୍ଚ: ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପୁଣି ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର। ଭାରତୀୟ ପ୍ରତ୍ନତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଥିପାଇଁ ବୁଧବାର ଦିନ ୧ଟାରୁ ନିରୀକ୍ଷଣ...

ଡବଲ ଇଞ୍ଜନ ସରକାରରେ ଓଡ଼ିଶାର ଦ୍ରୁତ ବିକାଶ ହେବ – ନରେନ୍ଦ୍ର ମୋଦୀ

ମିନତି ମିଶ୍ର ଓଡ଼ିଶାରେ ୭୪ତମ ଜନ୍ମଦିନ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଖିରି ଖାଇଲେ, ଲୋକଙ୍କ ସହ ଆଲୋଚନା କଲେ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ପିଏମ ଆବାସ ଯୋଜନାର କିସ୍ତି ବାଣ୍ଟିଲେ ନରେନ୍ଦ୍ର...

ମହିଳାଙ୍କ ଉନ୍ନତି ଓଡ଼ିଶା ବିକାଶର ମୂଳମନ୍ତ୍ର ହେବ – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ "ମହିଳାଙ୍କ ଉନ୍ନତି ଓଡ଼ିଶା ବିକାଶର ମୂଳମନ୍ତ୍ର ହେବ", ଭୁବନେଶ୍ଵର ଜନତା ମଇଦାନଠାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବା ଅବସରରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜୟ ଜଗନ୍ନାଥରୁ ନିଜର ଅଭିଭାଷଣ ଆରମ୍ଭ...

ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ବଟନ ଟିପି ‘ସୁଭଦ୍ରା’ ଯୋଜନାର...