ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୋମବାର ଶ୍ରାବଣ ଶୁକ୍ଳ ପ୍ରତିପଦରେ ଶ୍ରୀଜୀଉଙ୍କ ଖସାପଡ଼ା ନୀତି କରିବାକୁ...

ୟୁସିସିଆଇଏଲ୍‌ ଲେଡିଜ୍ ଫୋରମର ପ୍ରତିଷ୍ଠା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଥନୈତିକ ଦୃଷ୍ଟିରୁ ମହିଳାମାନେ ସ୍ୱାବଲମ୍ବୀ ହେବା ଦରକାର – ଅପରାଜିତା ଷଡ଼ଙ୍ଗୀ (ଭୁବନେଶ୍ୱର): ‘‘ଆଜିର ସମୟରେ ମହିଳାମାନେ ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛନ୍ତି। ତେଣୁ ଅର୍ଥନୈତିକ ଦୃଷ୍ଟିରୁ ମହିଳାମାନେ ସ୍ୱାବଲମ୍ବୀ...

ସରଳ ଏବଂ ଅମାୟିକ ବ୍ୟକ୍ତିତ୍ଵ ଥିଲେ ପ୍ରଦୀପ ସାର୍

ଶିଶିର ଭଟ୍ଟମିଶ୍ର ପ୍ରଦୀପ ସାର୍ (ଡକ୍ଟର ପ୍ରଦୀପ ମହାପାତ୍ର) କହିଲେ ''ତମେ କ’ଣ ସାମ୍ବାଦିକ ହେବ କି ହେ? ୟୁନିଭର୍ସିଟିରେ ଆଉ ଦି ବର୍ଷ ରହି ଇଲେକ୍ସନ ଫିଲେକ୍ସନରେ ମାତିବ ଆଉ ମଉଜ ମସ୍ତି...

ଓଡ଼ିଶାର ବରିଷ୍ଠ ଗଣମାଧ୍ୟମ ଅଧ୍ୟାପକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ଗଣମାଧ୍ୟମ ଅଧ୍ୟାପକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ...

ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟରେ ଦକ୍ଷତା ବିକାଶ କର୍ମଶାଳା ‘କାର୍ଯ୍ୟକରମ’ ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟରେ ଦକ୍ଷତା ବିକାଶ କର୍ମଶାଳା ‘କାର୍ଯ୍ୟକରମ’ ଉଦଘାଟିତ ହୋଇଛି। ଏଲଟିଆଇମାଇଣ୍ଡଟ୍ରିର ସିଏସଆର କାର୍ଯ୍ୟକ୍ରମ ସହ ମିଳିତ ସହଭାଗିତାରେ ବିଶ୍ଵବିଦ୍ୟାଳୟ ପକ୍ଷରୁ ଏହାର ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଏଲଟିଆଇମାଇଣ୍ଡଟ୍ରି ପୂର୍ବ...

ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ଅଗଷ୍ଟ ମାସରେ ବର୍ତ୍ତମାନର ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାଳ ସରିବ। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ପରିଚାଳନା କମିଟିର ଗଠନ ତଥା ଏହାର ନବକଳେବର କରାଯିବ।...
arrested

ଗିରଫ ହେଲେ ଭୁବନେଶ୍ଵର ଅବକାରୀ ବିଭାଗ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ଭୁବନେଶ୍ଵର ଅବକାରୀ ବିଭାଗ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଭୁବନେଶ୍ଵର, ସୋନପୁର, ବରଗଡ଼, ବଲାଙ୍ଗିର...

ଗଣମାଧ୍ୟମ ଅଧ୍ୟାପକ ଡକ୍ଟର ପ୍ରଦୀପ ମହାପାତ୍ର ଅସୁସ୍ଥ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ଅଛନ୍ତି। ସେ ଏବେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ...

ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁର ୫ ଦିନ ପରେ ଆସିଲା ବ୍ୟବଚ୍ଛେଦ ରିପୋର୍ଟ। ଶରୀରରେ ଏକାଧିକ କ୍ଷତ ପାଇଁ ମଧୁମିତା ପରିଡ଼ାଙ୍କର ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି। ରିପୋର୍ଟରେ ଆହୁରି...

ୟୁସିସିଆଇଏଲ ଲେଡିଜ ଫୋରମ ପକ୍ଷରୁ ସ୍ଵଚ୍ଛକର୍ମୀଙ୍କୁ ରେନକୋଟ ପ୍ରଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍କଳ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ ଲିମିଟେଡ (ୟୁସିସିଆଇଏଲ) ଲେଡିଜ ଫୋରମ ପକ୍ଷରୁ ଭୁବନେଶ୍ଵର ମହାନଗର ନିଗମର ୬ ନମ୍ବର ଓ୍ଵାର୍ଡରେ କାର୍ଯ୍ୟରତ ସ୍ଵଚ୍ଛକର୍ମୀମାନଙ୍କୁ ରେନକୋଟ ପ୍ରଦାନ କରାଯାଇଛି। ସୋମବାର ଦିନ...