ପୁରୀ: ରଥଯାତ୍ରା ପାଇଁ କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ ୧୮୦ ପ୍ଲାଟୁନ ଫୋର୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରା ପାଖେଇ ଆସୁଥିବାବେଳେ ଏହାକୁ ନେଇ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରା ସମୟରେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ।...
ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟରେ ଆୟୁଷ ପ୍ରାୟୋଜିତ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଓ କର୍ମଶାଳା ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟରେ ଆୟୁଷ ପ୍ରଯୋଜିତ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଓ କର୍ମଶାଳା ଆୟୋଜିତ ହୋଇଯାଇଛି। ଏହାର ବିଷୟବସ୍ତୁ ଥିଲା ‘ଆଡଭାନ୍ସମେଣ୍ଟ ଇନ ଆନିମଲ ହାଣ୍ଡେଲିଂ ଆଣ୍ଡ ଜେନେରେଟିଭ୍ ଏଆଇ ଫର...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ‘ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍’ ବିଷୟରେ ତାଲିମ ପାଠ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍’ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନଲାଇନ ଆବେଦନର ଶେଷ ତାରିଖ ଅଗଷ୍ଟ ୩୦।
ଦେଶ ବିଦେଶରେ ‘ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍’ କ୍ଷେତ୍ରରେ ରହିଛି ଆକର୍ଷଣୀୟ କ୍ୟାରିୟର ସୁଯୋଗ।...
ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗରେ ନାମଲେଖା ଲାଗି ଜୁନ୍ ୩୦ରୁ ଅନଲାଇନ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବର୍ତ୍ତମାନ ସମୟରେ ଦେଶ ବିଦେଶରେ ବ୍ୟୁଟି ଥେରାପି ଏବଂ ହେୟାର ଡ୍ରେସିଂ କ୍ଷେତ୍ରରେ ଭଲ ଚାହିଦା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍...
ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରମ୍ପରା
ଭାସ୍କର ମିଶ୍ର
ଶ୍ରୀ ଜଗନ୍ନାଥଙ୍କ ମନ୍ଦିରରେ ପାଳିତ ସମସ୍ତ ପର୍ବ, ଯାନିଯାତ୍ରା, ଉତ୍ସବ ମଧ୍ୟରେ ଶ୍ରୀଜୀଉମାନଙ୍କ ରଥଯାତ୍ରା ପ୍ରଧାନ ଓ ମୁଖ୍ୟ ଉତ୍ସବ।
ଆଷାଢ଼ ମାସ ଶୁକ୍ଳ ଦ୍ୱିତୀୟାଠାରୁ ଦଶମୀ ତିଥି ପର୍ଯ୍ୟନ୍ତ ନବଦିନବ୍ୟାପି ଏହି ଯାତ୍ରା ମହାସମାରୋହରେ ପାଳିତ ହୋଇଥାଏ। ବର୍ଷକରେ ଏହି ଦିନ ଲକ୍ଷାଧିକ ଭକ୍ତ ତଥା ଦର୍ଶନାର୍ଥୀ ଏହି ମହୋତ୍ସବରେ ସଂଶ୍ଳିଷ୍ଟ ହୋଇଥାନ୍ତି।
ଶ୍ରୀମନ୍ଦିରରେ ଅନୁଷ୍ଠିତ ଦ୍ୱାଦଶ ଯାତ୍ରା ମଧ୍ୟରେ ରଥଯାତ୍ରା ଅନ୍ୟତମ। କେଉଁ ପ୍ରାଚୀନ ସମୟରୁ ଏହି ରଥଯାତ୍ରା ପୁରୁଷୋତ୍ତମ କ୍ଷେତ୍ରରେ ପାଳିତ ହେଉଛି, ତାହାର ସଠିକ ସମୟ ଅଦ୍ୟାବଧି...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ‘ମେକାଟ୍ରୋନିକ୍ସ’ ବିଷୟରେ ତାଲିମ ପାଠ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ମେକାଟ୍ରୋନିକ୍ସ’ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନଲାଇନ ଆବେଦନର ଶେଷ ତାରିଖ ଅଗଷ୍ଟ ୩୦।
ଦେଶ ବିଦେଶରେ ‘ମେକାଟ୍ରୋନିକ୍ସ’ କ୍ଷେତ୍ରରେ ରହିଛି ଆକର୍ଷଣୀୟ କ୍ୟାରିୟର ସୁଯୋଗ। ତେଣୁ ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ଭୁବନେଶ୍ୱରସ୍ଥିତ ବିଶ୍ୱ...
ଭିନ୍ନ ସ୍ୱାଦର ମଞ୍ଚ ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=FL9sjXXrIQw
ଭିନ୍ନ ସ୍ୱାଦର ମଞ୍ଚ ନାଟକ 'ସେପ୍ଟେମ୍ବରର ତିରିଶ ଦିନ’। ଶିଶୁ ଯୌନ ନିର୍ଯାତନା ଭଳି ଏକ ସମ୍ବେଦନଶୀଳ ବିଷୟ ଉପରେ ପ୍ରସ୍ତୁତ ମଞ୍ଚ ନାଟକ 'ସେପ୍ଟେମ୍ବରର ତିରିଶ ଦିନ'।
ଆଜିର ଦୁନିଆରେ ଅନେକ...
ରଥଯାତ୍ରା ସମୟରେ ପୁରୀକୁ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରା ସମୟରେ ଭକ୍ତଙ୍କ ସୁବିଧା ପାଇଁ ପୁରୀକୁ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଜୁଲାଇ ୬ରୁ ୧୯ ତାରିଖ ମଧ୍ୟରେ ପୁରୀକୁ ଓଡ଼ିଶାର ବିଭିନ୍ନ ସ୍ଥାନ ସହ ପଡ଼ୋଶୀ ରାଜ୍ୟରୁ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ ବିଷୟରେ ତାଲିମ ପାଠ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନଲାଇନ ଆବେଦନର ଶେଷ ତାରିଖ ଅଗଷ୍ଟ ୩୦।
ଦେଶ ବିଦେଶରେ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ କ୍ଷେତ୍ରରେ ରହିଛି ଆକର୍ଷଣୀୟ କ୍ୟାରିୟର ସୁଯୋଗ। ତେଣୁ ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ...
ଭୁବନେଶ୍ୱର ମଣିପାଲ ହସ୍ପିଟାଲରେ ବିରଳ ହୃଦ ରୋଗର ଚିକିତ୍ସା: ସୁସ୍ଥ ହେଲା ୭ ଦିନର ନବଜାତ ଶିଶୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରର ମଣିପାଲ ହସ୍ପିଟାଲରେ ଏକ ବିରଳ ହୃଦ ରୋଗର ଚିକିତ୍ସା ହୋଇଛି। ଏଠାରେ ସଫଳ ଅସ୍ତ୍ରୋପଚାର ପରେ ୭ ଦିନର ନବଜାତ ଶିଶୁ ପାଇଛି ନୂଆ ଜୀବନ। ହାଇପୋପ୍ଲାଷ୍ଟିକ୍ ରାଇଟ୍ ହାର୍ଟ...




















