ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୂର୍ବପ୍ରସ୍ତୁତି: ଆଜି ରାତି ୧୨ଟାରୁ ୧୧ଘଣ୍ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ଗୁରୁବାର ରାତି ୧୨ଟାରୁ ଶୁକ୍ରବାର ସକାଳ ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦେବସ୍ନାନ ପୂର୍ଣ୍ଣିମା...

ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ସମୀକ୍ଷା କରିଛନ୍ତି। ଏନେଇ ରାଜ୍ୟ ଅତିଥି ଭବନରେ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର...

ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୮ ତାରିଖରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ମହାପ୍ରଭୁଙ୍କ ରଥଯାତ୍ରାର ପରଦିନ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ବୁଧବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ସୁପରିଟେଡେଣ୍ଟ ଡି ବି ଗଡ଼ନାୟକ ସୂଚନା...

ଶ୍ରୀମନ୍ଦିରରେ ସେବାୟତଙ୍କ ମଧ୍ୟରେ ବିବାଦ, ମହାପ୍ରଭୁଙ୍କ ନୀତି ବିଳମ୍ବ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ ହୋଇଛି। ମଙ୍ଗଳବାର ରାତିରେ ସେବାୟତଙ୍କ ଭିତରେ ବିବାଦ ଯୋଗୁଁ ନୀତିକାନ୍ତି ବିଳମ୍ବରେ ଚାଲିଛି। ଫଳରେ ବୁଧବାର ସକାଳେ ମଙ୍ଗଳ ଆଳତି ନୀତି ୪ ଘଣ୍ଟା ବିଳମ୍ବରେ...

ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ମିଡିଆ ମହାନାୟକ ରାମୋଜୀ ରାଓଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଗଣମାଧ୍ୟମ ଓ ମନୋରଞ୍ଜନ ଜଗତକୁ ନୂଆ ଦିଗ ଦେଖାଇଥିବା ରାମୋଜୀ ରାଓଙ୍କୁ ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ମଙ୍ଗଳବାର ଏକାଦଶାହ ଅବସରରେ ଭୁବନେଶ୍ୱର ଜୟଦେବ ଭବନଠାରେ...

୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀଙ୍କ ଭିତରୁ ପ୍ରତିବର୍ଷ ୨୪ ଜଣଙ୍କୁ ବଛାଯାଇ ‘ଷ୍ଟୁଡେଣ୍ଟ ଇଣ୍ଟର୍ଣ୍ଣସିପ୍’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ଏହି କ୍ରମରେ ...

କାଳ ହେଲା ଭୁବନେଶ୍ଵରର ମୁକୁଳା ଡ୍ରେନ: ନାଳରେ ଭାସିଯାଇ ନାବାଳକର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ କାଳ ହେଲା ମୁକୁଳା ଡ୍ରେନ। ବର୍ଷା ପାଣିରେ ଭାସିଯାଇ ପ୍ରାଣ ହରାଇଲେ ୧୦ ବର୍ଷର ନାବାଳକ। ଏହି ଅଭାବନୀୟ ଘଟିଣା ଘଟିଛି ରାଜଧାନୀ ଭୁବନେଶ୍ଵରରେ। ମୃତ ନାବାଳକ ହେଉଛନ୍ତି ୟୁନିଟ-୩ ମସଜିଦ...

ଭିଜୁଛି ଓଡ଼ିଶା: ଜୁନ ୨୩ ଯାଏଁ ଆହୁରି ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲାରେ ମଙ୍ଗଳବାର ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ଅହସ୍ୟ ଗରମ ଏବଂ ଗୁଳୁଗୁଳିରୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ଜୁନ ୨୩...

ଓଡ଼ିଶା ବିଧାନସଭାରେ ଶପଥ ନେଲେ ନବନିର୍ବାଚିତ ବିଧାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ। ଏହି ଅଧିବେଶନ ତିନିଦିନ ଧରି ଚାଲିବ। ମଙ୍ଗଳବାର ଦିନଠାରୁ ବିଧାନସଭାରେ ନବନିର୍ବାଚିତ ବିଧାୟକମାନଙ୍କର ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହୋଇଛି। ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ...

ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ଶ୍ରୀମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଦିନଠାରୁ ବଡ଼ଠାକୁରଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କର ପ୍ରବଳ ଭିଡ଼ ଜମୁଛି। ସିଂହଦ୍ଵାର ସମ୍ମୁଖରେ ପୂର୍ବଭଳି ଭିଡ଼ ନଥିଲେ ମଧ୍ୟ ଶ୍ରୀମନ୍ଦିର ଭିତରେ ଭିଡ଼ ଲାଗି...