ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ ସୋ’: ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ଶୁକ୍ରବାର ଦିନ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’କୁ ଦୃଷ୍ଟିରେ ରଖି ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଶେଷ କରି...
ବିଜେଡିର ନିର୍ବାଚନୀ ଇସ୍ତାହାର: ରାଜ୍ୟବାସୀଙ୍କୁ ୧୦୦ ୟୁନିଟ୍ ମାଗଣା ବିଜୁଳି ଦେବାକୁ ପ୍ରତିଶ୍ରୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜୁ ଜନତା ଦଳ ପକ୍ଷରୁ ଗୁରୁବାର ନିର୍ବାଚନୀ ଇସ୍ତାହାର ଜାରି କରାଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଦଳର ଇସ୍ତାହାର ଘୋଷଣା କରିଛନ୍ତି। ଏହାର ନାମ...
ଆଗାମୀ ୫ ବର୍ଷରେ ଓଡ଼ିଶାରେ ନିର୍ମାଣ ହେବ ଅନେକ ପରିବହନ ଓ ଭିତ୍ତିଭୂମି ପ୍ରକଳ୍ପ – ନିତିନ ଗଡ଼କରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଛନ୍ତି ବରିଷ୍ଠ ବିଜେପି ନେତା ନିତିନ ଗଡ଼କରୀ। ଗୁରୁବାର ସେ ପୁରୀରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଲୋକସଭା ଓ ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀଙ୍କ...
କାଲି ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଦିନ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁକ୍ରବାର ରାତି ୮ଟାରେ ନରେନ୍ଦ୍ର ମୋଦୀଙ୍କର ଭୁବନେଶ୍ଵରଠାରେ ବିଶାଳ ରୋଡ ସୋ’ କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’...
ତେଜିବାରେ ଲାଗିଛି ବ୍ରହ୍ମପୁର ନାବାଳିକା ଗଣଦୁଷ୍କର୍ମ ମାମଲା: ଏସପିଙ୍କ କାର୍ଯ୍ୟାଳୟ ଘେରିଲା ବିଜେପି ମହିଳା ମୋର୍ଚ୍ଚା
ଓଡ଼ିଶାଲାଇଭ୍ ବ୍ୟୁରୋ
ତେଜିବାରେ ଲାଗିଛି ବ୍ରହ୍ମପୁର ନାବାଳିକା ଗଣଦୁଷ୍କର୍ମ ମାମଲା। ଏହି ମାମଲାରେ ପୋଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ଆଉ ୩ ଜଣଙ୍କୁ ଗିରଫ କରାଯାଇନାହିଁ।
ତୁରନ୍ତ ୩ ଅଭିଯୁକ୍ତଙ୍କୁ...
ଓଡ଼ିଶାର ସମକାଳୀନ କାର୍ଟୁନିଷ୍ଟଙ୍କୁ ନେଇ ପରିଚିତି ପୁସ୍ତିକା ‘ସ୍କେଚିଂ ସାଟାୟାର’ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ସମକାଳୀନ କାର୍ଟୁନିଷ୍ଟଙ୍କୁ ନେଇ ପ୍ରସ୍ତୁତ ପରିଚିତି ପୁସ୍ତିକା ‘ସ୍କେଚିଂ ସାଟାୟାର’ ଉନ୍ମୋଚିତ ହୋଇଛି। ମଙ୍ଗଳବାର ଭୁବନେଶ୍ଵର ରୋଟାରୀ ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପୁସ୍ତିକାଟି ଉନ୍ମୋଚିତ ହୋଇଥିଲା। ଓଡ଼ିଶା କାର୍ଟୁନ୍ ଏକାଡେମୀ...
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୬ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୬ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗର ସମାବର୍ତ୍ତନ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ପରିସରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗର ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମରେ...
ମେ’ ୧୦ରେ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ଆସନ୍ତା ମେ’ ୧୦ ତାରିଖ ସନ୍ଧ୍ୟା ୬ଟାରୁ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ଆରମ୍ଭ ହେବ। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ବାଣୀବିହାର ଛକ...
ଓଡ଼ିଶାରେ ପ୍ରଥମ ଥର ଚାଲିବ ଡବଲ ଇଞ୍ଜିନ ସରକାର – ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଭୋଟ ପଡ଼ିନି କି ଫଳାଫଳ ଆସିନି, ହେଲେ ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଚାଲିବ ବୋଲି ଦମ୍ଭୋକ୍ତି ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
“ଓଡ଼ିଶାରେ ଅସ୍ତ ହେଉଛି...





















