ନୀତି ବିଳମ୍ବ ଯୋଗୁଁ ଉପାସରେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ନୀତିରେ ବିଳମ୍ବ ଯୋଗୁଁ ଉପାସରେ ରହିଛନ୍ତି ମହାପ୍ରଭୁ। ଅବକାଶ ନୀତି ଶେଷ ହୋଇଥିଲେ ମଧ୍ୟ ଗୋପାଳନ ବଲ୍ଲଭ ନୀତି ହୋଇପାରି ନାହିଁ। କାହିଁକି ନୀତିରେ ବିଳମ୍ବ ହେଲା ସେଇ ସ୍ପଷ୍ଟ କରିଛି...

ଶରଧାବାଲିରେ ଲାଗିଲା ତିନି ରଥ, କାଲି ହେବ ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ଶରଧାବାଲିରେ ଲାଗିଲା ୩ ରଥ। ମଙ୍ଗଳବାର କେବଳ ପ୍ରଭୁ ବଳଭଦ୍ରଙ୍କ ତଳାଧ୍ଵଜ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଥିବାବେଳେ ବଡଶଙ୍ଖଠାରେ ଦେବଦଳନ ରଥ ଓ ମାଉସୀମା...

ନନ୍ଦିଘୋଷ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦଉଡ଼ି ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସମୁଦ୍ର ପାଲଟିଥିବା ବଡ଼ଦାଣ୍ଡରେ ପହଞ୍ଚି ତିନିଠାକୁରଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ...

ଶ୍ରୀଗୁଣ୍ଡିଚା ଯାତ୍ରାବେଳେ ଅଘଟଣ, ବଡଦାଣ୍ଡର ମରିଚିକୋଟ ଛକ ନିକଟରେ ଦଳାଚକଟା ହୋଇ ୧୫ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରାବେଳେ ପୁରୀ ବଡ଼ଦାଣ୍ଡରେ ଅଘଟଣ ଦେଖିବାକୁ ମିଳିଛି। ପ୍ରଭୁ ବଳଭଦ୍ରଙ୍କ ତଳଧ୍ଵଜ ରଥ ଟଣାବେଳେ ମରିଚିକୋଟ ଛକ ନିକଟରେ ଦଳାଚକଟା ହୋଇ ୧୫ ଜଣ ଭକ୍ତ ଆହତ ହୋଇଛନ୍ତି। ସେମାନଙ୍କ...

ଗଡ଼ିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କର ଆଜି ହେଉଛି ଶ୍ରୀଗୁଣ୍ଡିଚା ଯାତ୍ରା। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାଉଛନ୍ତି ବଡ଼ଠାକୁର। ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଦଉଡ଼ି ଟାଣିବାକୁ...

ବଡ଼ଦାଣ୍ଡରେ ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଏବେ ବଡ଼ଦାଣ୍ଡରେ ଗଡ଼ିଛି ଦେବଦଳନ ରଥ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁମାନେ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ ଦେବଦଳନ ରଥ...

ବିଶ୍ଵପ୍ରସିଦ୍ଧ ରଥଯାତ୍ରା: ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ। ଶ୍ରୀମନ୍ଦିର ସେବାୟତ ଓ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତି ଭାବରେ ପ୍ରଭୁ ବଳଭଦ୍ରଙ୍କ ରଥକୁ ଟାଣି...

ସୁନା ଖଡ଼ିକା ଧରି ଛେରାପହଁରା କଲେ ଗଜପତି ମହାରାଜା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ପୁରୀ ଗଜପତି ମହାରାଜାଙ୍କ ଛେରାପହଁରା। ଆଜି ଏହି ନୀତି ସମାପନ କରିବାକୁ ରାଜନଅରରୁ ଆସିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତାମଯାନରେ...

ବିଶ୍ଵପ୍ରସିଦ୍ଧ ରଥଯାତ୍ରା: ପ୍ରବଳ ଖରା ଓ ଗୁଳୁଗୁଳିରେ ମଧ୍ୟ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼

 ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଜନସମୁଦ୍ର ପାଲଟିଛି ପୁରୀ ବଡ଼ଦାଣ୍ଡ। ମଙ୍ଗଳବାର ପୁରୀରେ ମାତ୍ରାଧିକ ଖରା ଓ ଗୁଳୁଗୁଳିର ସତ୍ତ୍ୱେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଗରମରେ ହଇରାଣ...

ବିଶ୍ଵପ୍ରସିଦ୍ଧ ରଥଯାତ୍ରା: ପହଣ୍ଡି ବିଜେ କରି ରଥକୁ ଗଲେ ଶ୍ରୀଜୀଉ, ଭାବପ୍ରବଣ ହୋଇ ବଡ଼ଠାକୁରଙ୍କୁ ଚାହିଁ ରହିଛନ୍ତି ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅବସରରେ ଭକ୍ତମୟ ହୋଇଛି ପୁରୀ। ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ସହ ସଂକୀର୍ତ୍ତନର ଧ୍ଵନିରେ କମ୍ପୁଛି ବଡ଼ଦାଣ୍ଡ। ସମସ୍ତେ ଭାବପ୍ରବଣ ହୋଇ ବଡ଼ ଠାକୁରଙ୍କୁ ଚାହିଁ ରହିଛନ୍ତି। ମଙ୍ଗଳବାର...