ଭୁବନେଶ୍ଵର: ନିର୍ବାଚନରେ ଭିନ୍ନକ୍ଷମ ଭୋଟରଙ୍କୁ ଭୋଟ୍ ଦେବାକୁ ଉତ୍ସାହିତ କରିବା ପାଇଁ ସଚେତନତା ଅଭିଯାନ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ଵାଭିମାନ ଏବଂ ଓଡିଶା ଷ୍ଟେଟ ଡିସାବିଲିଟି ନେଟୱାର୍କର ମିଳିତ ପ୍ରୟାସରେ ଭୁବନେଶ୍ୱରରେ ଏକାଧିକ ଛୋଟ ବଡ଼ ସଚେତନମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭିନ୍ନକ୍ଷମ ଭୋଟରମାନଙ୍କୁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସାମିଲ ହୋଇ...

ମଝି ଆକାଶରେ କୂଆ ପଥର ମାଡ଼: ଭୁବନେଶ୍ୱର ବିମାନବନ୍ଦରରେ ‘ଭିସ୍ତାରା’ ଏୟାରଲାଇନ୍ସ ବିମାନର ଜରୁରୀ ଅବତରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ମଝି ଆକାଶରେ କୂଆ ପଥର ମାଡ଼ ଯୋଗୁଁ ‘ଭିସ୍ତାରା’ ଏୟାରଲାଇନ୍ସର ଏକ ବିମାନର ଭୁବନେଶ୍ୱର ବିମାନବନ୍ଦରେ ଜରୁରୀକାଳୀନ ଅବତରଣ ହୋଇଛି। ବୁଧବାର ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ସମୟରେ କାଳବୈଶାଖୀ ପ୍ରଭାବରେ ବିମାନ...

ବଡ଼ ଲଢ଼େଇ ଦେଖିବ ରାଉରକେଲା: ମୁହାଁମୁହିଁ ହେବେ ଦିଲ୍ଲୀପ-ସାରଦା

ସରୋଜ କୁମାର ମହାପାତ୍ର ୨୦୧୪ ନିର୍ବାଚନ ପରେ ରାଉରକେଲା ବିଧାନସଭା ଆସନରେ ପୁଣିଥରେ ବିଜେଡି ପ୍ରାର୍ଥୀ ସାରଦା ପ୍ରସାଦ ନାୟକ ଏବଂ ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ଭିତରେ ହେବାକୁଯାଉଛି ବଡ଼ ଲଢ଼େଇ। ...

ଭୃଗୁ ବନାମ ପ୍ରଦୀପ: କିଏ ହାତେଇବ ବ୍ରହ୍ମପୁର ଲୋକସଭା ଆସନ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=Udf6TsmC2_U&t=8s ବ୍ରହ୍ମପୁର ଲୋକସଭା ଆସନ ହାତେଇବାକୁ ରାଜ୍ୟର ତିନି ପ୍ରମୁଖ ଦଳ ମଧ୍ୟରେ ଆରମ୍ଭ ହୋଇଛି କସରତ। କିଏ ମାରିବ ବ୍ରହ୍ମପୁର ବାଜି, ବିଜେପି, ବିଜେଡି ନା କଂଗ୍ରେସ, ତା’ ଉପରେ...

ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ମଙ୍ଗଳବାର ବଡ଼ ଶୋଭାଯାତ୍ରାରେ ଆସି ସେ ସମ୍ବଲପୁର ନିର୍ବାଚନ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ...

ବ୍ରହ୍ମପୁର: ସମ୍ ହସ୍ପିଟାଲ ଶୀତଳାପଲ୍ଲୀ କ୍ୟାମ୍ପସରେ ମାଗଣା ମଧୁମେହ ଚିକିତ୍ସା ଓ ସଚେତନତା ଶିବିର ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରହ୍ମପୁର ଶୀତଳାପଲ୍ଲୀ ସ୍ଥିତ ସମ୍ ହସ୍ପିଟାଲ କ୍ୟାମ୍ପସ୍‌ରେ ରବିବାର ମଧୁମେହ ରୋଗୀଙ୍କ ନିମନ୍ତେ ଏକ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ଓ ଆଖପାଖ ଅଞ୍ଚଳର ୧୫୦ରୁ...

ସିଙ୍ଗାପୁରରୁ ୬ ମାସିଆ ଇଣ୍ଟର୍ଣ୍ଣସିପ୍ ସାରି ଓଡ଼ିଶା ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ। ରବିବାର ସକାଳେ ଛାତ୍ରଛାତ୍ରୀମାନେ ସିଙ୍ଗାପୁର-ଭୁବନେଶ୍ୱର ସିଧାସଳଖ...

ଚଳିତ ନିର୍ବାଚନରେ ଓଡ଼ିଶାବାସୀ ରାଜ୍ୟରେ ବିଜେପି ସରକାର ଗଠନ କରିବେ – ଜେପି ନଡ୍ଡା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ରବିବାର ସେ ବ୍ରହ୍ମପୁରର ଆମ୍ବପୁଆଠାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଲୋକସଭା ଓ...

ପୁରୀ: ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିରରେ ଅକ୍ଷୟ ତୃତୀୟା ନୀତି ଚୂଡ଼ାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ମେ’ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଆରମ୍ଭ ହେବ। ଏହାସହ ମହାପ୍ରଭୁଙ୍କ ୨୧ ଦିନିଆ ଚନ୍ଦନ...

ବିଜେଡି ଛାଡ଼ିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ଵରୀ ପାଣିଗ୍ରାହୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ଵରୀ ପାଣିଗ୍ରାହୀ। ମଙ୍ଗଳବାର ସେ ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ...