ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ଟ୍ରେନିଂ ଅଫ୍ ଟ୍ରେନର୍ସ’ କାର୍ଯ୍ୟକ୍ରମ: ବିହାରର ବିଭିନ୍ନ ସରକାରୀ ଆଇଟିଆଇର ୩୪ ଜଣ ପ୍ରଶିକ୍ଷକଙ୍କୁ...
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ରାଜ୍ୟ ସରକାରଙ୍କ ଦ୍ୱାରା ଭୁବନେଶ୍ୱରଠାରେ ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ‘ଟ୍ରେନିଂ ଅଫ୍ ଟ୍ରେନର୍ସ (ଟିଓଟି) କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରର ଏକାଡେମୀ ପକ୍ଷରୁ ଆୟୋଜିତ ଏହି...
ଭୁବନେଶ୍ଵରରେ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗ ଦେଲେ, ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ରାହୁଲ ଗାନ୍ଧୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଆସିଲେ, ଭୁବନେଶ୍ଵରରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗ ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀର ଦଳର ନେତା ରାହୁଲ ଗାନ୍ଧୀ। ରଥଯାତ୍ରା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ...
ଆସନ୍ତାକାଲି ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ଭୁବନେଶ୍ଵର ପାଇଁ ଟ୍ରାଫିକ ନିୟମ ଜାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ରାହୁଲ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ କଂଗ୍ରେସର ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ଭୁବନେଶ୍ଵର ବରମୁଣ୍ଡା...
ପରିବେଶ ସୁରକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି ଯୁବପିଢ଼ି: ଅଗଷ୍ଟ ୧୦ରୁ ‘ଓଡ଼ିଶା କନଫରେନ୍ସ ଅଫ୍ ୟୁଥ୍-୨୦୨୫’
ଓଡ଼ିଶାଲାଇଭ୍ ବ୍ୟୁରୋ
ଜଳବାୟୁ ପରିବର୍ତ୍ତନ ଆଜି ସାରା ବିଶ୍ୱ ପାଇଁ ଏକ ବଡ଼ ଆହ୍ୱାନ ସୃଷ୍ଟି କରିଛି। ଏହାର ମୁକାବିଲା କରିବା ସହ ଏକ ସୁସ୍ଥ ଏବଂ ସୁନ୍ଦର ଭବିଷ୍ୟତ ଗଠନ ପାଇଁ ଯୁବପିଢ଼ି...
ଆପଣ ଜାଣନ୍ତି, କେମିତି ପ୍ରସ୍ତୁତ ହୁଏ ମହାପ୍ରଭୁଙ୍କ ଅଧରପଣା?
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନାବେଶ ପରଦିନ ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ଅଧରପଣା ନୀତି। ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଲାଗି ହୋଇଥାଏ ଅଧରପଣା। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ।
ଅଧରପଣା...
ବଡ଼ଦାଣ୍ଡରେ ବିଭୋର ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=-Ev5vAbAMl4
ଭାବ ଓ ଭକ୍ତିର ଜୀବନ୍ତ ଉତ୍ସବ ରଥଯାତ୍ରା। ପ୍ରତିବର୍ଷ ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନବେଦୀ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିଥାନ୍ତି ମହାବାହୁ। ପ୍ରଭୁ...
ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ତାଳଧ୍ଵଜ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥକୁ ଭକ୍ତମାନେ...
ଆଜି ବାହୁଡ଼ା ଯାତ୍ରା – ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ସକାଳ ୧୦ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇଛି। ରଥ ଉପରେ ସବୁ...
ରଥ ନିର୍ମାଣର ପୂରା କାହାଣୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=HnLICiA2cRI&t=160s
ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା। ଯେତିକି ଭବ୍ୟ, ସେତିକି ବିଶାଳ ଏହି ଯାତ୍ରା। ନିଆରା ଏହାର ପରମ୍ପରା ଓ ସ୍ଵତନ୍ତ୍ର ଏହାର ରୀତିନୀତି। ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ବର୍ଷକୁ ଥରେ ଶ୍ରୀମନ୍ଦିରର...
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ଏବେ ରାଜ୍ୟ ରାଜନୈତିକ ମହଲରେ ଝଡ଼ ସୃଷ୍ଟି କରିଛି। ଏହି ଘଟଣାରେ ଶେଷରେ ଗିରଫ ହୋଇଛନ୍ତି ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ।
ବିଏମସି ଅତିରିକ୍ତ...





















