ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଚୈତ୍ର କୃଷ୍ଣ ଦ୍ୱିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...
ଭୁବନେଶ୍ୱରରେ ଖୋଲିଲା ଓଭୋ ଫାର୍ମର ଦ୍ଵିତୀୟ ଅଣ୍ଡା ରିଟେଲ୍ ଷ୍ଟୋର୍ ‘କେନକୋ ଏଗ୍-ଷ୍ଟ୍ରା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଭୋ ଫାର୍ମ ପକ୍ଷରୁ ଭୁବନେଶ୍ୱରରେ ଖୋଲିଲା ଦ୍ଵିତୀୟ ଅଣ୍ଡା ରିଟେଲ୍ ଷ୍ଟୋର୍ କେନକୋ ‘ଏଗ୍-ଷ୍ଟ୍ରା’। ଭୁବନେଶ୍ୱରସ୍ଥିତ ସୂର୍ଯ୍ୟନଗରରେ ଏହି ରିଟେଲ୍ ଆଉଟଲେଟର ଶୁଭାରମ୍ଭ ହୋଇଛି। ଶନିବାର ଓଭୋ ଫାର୍ମର ପ୍ରତିଷ୍ଠାତା ସୌମେନ୍ଦ୍ର...
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ତିନି ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ପୁରୀରେ ଲାଗିଛି ଭକ୍ତଙ୍କ ଭିଡ଼।
ଦୋଳ ପୂର୍ଣ୍ଣିମା ଏବଂ ବଡ଼ ଠାକୁରଙ୍କ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ମାର୍ଚ୍ଚ ୨୭ରୁ ‘ସ୍ପଟ୍ ନାମଲେଖା’
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍ ନାମଲେଖା କରାଯିବ। ଏହି ପ୍ରକ୍ରିୟା ମାର୍ଚ୍ଚ ୨୭ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ। ଓଡ଼ିଶାର...
ଭୁବନେଶ୍ୱର ଏଞ୍ଜେଲ୍ସ ଓ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ‘ଏଚଏନଆଇ ମିଟ୍’, ବିଭିନ୍ନ ଷ୍ଟାର୍ଟଅପରେ ପୁଞ୍ଜି ନିବେଶ ପାଇଁ ଉଚ୍ଚ...
ଅଭିଷେକ ରାୟ
(ଭୁବନେଶ୍ୱର): ଓଡ଼ିଶାର ଷ୍ଟାର୍ଟଅପ୍ ଶିଳ୍ପ କ୍ଷେତ୍ରରେ ଆଜି ଅନେକ ସମ୍ଭାବନା ଦେଖିବାକୁ ମିଳୁଛି। ବିଶେଷକରି ଯୁବପିଢ଼ି ଉଦ୍ୟୋଗ ଜଗତରେ ପାଦ ଦେବାକୁ ଆଗେଇ ଆସିବା ସହ ବିଭିନ୍ନ ଅଭିନବ ଷ୍ଟାର୍ଟଅପ୍ ପ୍ରତିଷ୍ଠା...
ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ...
ବ୍ରେନ୍ ଷ୍ଟ୍ରୋକ୍ ପରେ ନୂଆ ଜୀବନ ପାଇଲେ ଭୁବନେଶ୍ୱରର ମଞ୍ଜୁଲତା ବାହିନୀପତି
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=cMA1TdCZ7Is
ବ୍ରେନ୍ ଷ୍ଟ୍ରୋକ ବା ମସ୍ତିଷ୍କାଘାତରୁ ସୁସ୍ଥ ହୋଇ ନୂଆ ଜୀବନ ପାଇଛନ୍ତି ଭୁବନେଶ୍ୱରର ମଞ୍ଜୁଲତା ବାହିନୀପତି।
ଷ୍ଟ୍ରୋକ୍ ଜଣେ ମଣିଷର ସ୍ଵପ୍ନକୁ ଧୂଳିସାତ କରିଦିଏ। ଏହା ଯୋଗୁଁ କିଏ ପ୍ରାଣ ହରାଏ ତ...
ଲାଗିଲା କଟକଣା: ଭିସୁଟକୁ ସର୍ଟ ଡ୍ରେସ ମନା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୋଷାକ ପରିଧାନକୁ ନେଇ ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜି (ଭିସୁଟ) ପକ୍ଷରୁ ଲାଗିଲା କଟକଣା। ଆଗାମୀ ଟେକ୍ନୋ କଲଚରାଲ ଫେଷ୍ଟିଭାଲ ୨୦୨୪ରେ ଛାତ୍ରଛାତ୍ରୀମାନେ ପାରମ୍ପରିକ ପୋଷାକ ପରିଧାନ...
ତାରକସି କାମକୁ ଜିଆଇ ଟ୍ୟାଗ – କଟକକୁ ମିଳିଲା ନୂଆ ପରିଚୟ
ଭାସ୍କର ପରିଚ୍ଛା
ନିକଟରେ କଟକର ରୁପା ତାରକସି କାମକୁ ଭାରତ ସରକାର ଭୌଗୋଳିକ ସୂଚକ ଚିହ୍ନରେ ପଞ୍ଜିକୃତ କରିଛନ୍ତି। ଉତ୍କଳର ଗୌରବାବହ ଅତୀତରେ ଆମ ରାଜ୍ୟର ସାଧବମାନେ ବୋଇତ ଧରି ହସ୍ତକଳା ଚାରୁଶିଳ୍ପ ଆଦି...
ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ। ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଦାମୋଦର ରାଉତଙ୍କର ହୃଦସ୍ପନ୍ଦନ ଚାଲିଛି, କିନ୍ତୁ ତାଙ୍କର ମସ୍ତିସ୍କ...




















