ସ୍ୱାକ୍ଷର ହେଲା ବୁଝାମଣାପତ୍ର, ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ ‘ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’ କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି...
ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ ଲୋକାର୍ପଣ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକାର୍ପିତ ହେଲା ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ। ଭୁବନେଶ୍ଵରସ୍ଥିତ ବରମୁଣ୍ଡାଠାରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଶୁକ୍ରବାର ଦିନ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପ୍ରାୟ ୨୧୧ କୋଟି ଟଙ୍କା...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶୁକ୍ରବାର ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଠାରେ ସେ...
ଭାରି ସୁଆଦିଆ କଟକ ଦହିବରା
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=aaC9hy6hynw
ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକ। ପରମ୍ପରା, ଐତିହ୍ୟଠୁ ଆରମ୍ଭ କରି ଖାନା ଖଜାନା ପର୍ଯ୍ୟନ୍ତ ଏଠି ସବୁଥିରେ ଦେଖିବାକୁ ମିଳେ କିଛି ନା କିଛି ସ୍ୱତନ୍ତ୍ରତା। ସେଥିମଧ୍ୟରୁ ଚଟପଟି ଖାଦ୍ୟ ମଧ୍ୟରେ...
ଆଜି ଦହିବରା ଆଳୁଦମ୍ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଦହିବରା ଆଳୁଦମ୍ ଦିବସ। ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ।...
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ୮ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସହ ଜଳସମ୍ପଦ, ମହିଳା...
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର କାନ୍ଥରେ ଫାଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଉତ୍ତର ପାର୍ଶ୍ଵରେ ଫାଟ ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) ପକ୍ଷରୁ କରାଯାଇଥିବା ଲେଜର ସ୍କାନିଂରୁ ଏହା ସ୍ପଷ୍ଟ ହୋଇଛି। ଏହାର ମରାମତି କରିବାକୁ ଶ୍ରୀମନ୍ଦିର...
ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଗଠନ ହୋଇଛି ଉଚ୍ଚସ୍ତରୀୟ କମିଟି। ରତ୍ନଭଣ୍ଡାର ସୁରକ୍ଷା ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ...
କୃଷି ଭବନ ପରିଦର୍ଶନ କଲେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ବୁଧବାର ଦିନ କୃଷି ଭବନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ବିଭାଗରେ ଚାଲିଥିବା...
ଭୁବନେଶ୍ଵରରେ ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟ୍ସ, ବସ୍ତି ପରିଦର୍ଶନ କରି ଦେଖିଲେ ଲୋକଙ୍କ ଜୀବନଶୈଳୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟ୍ସ। ବୁଧବାର ସେ ଭୁବନେଶ୍ଵରର ଏକ ବସ୍ତି ବୁଲି ଦେଖିଛନ୍ତି। ଏହାପରେ ସେ ଓଡ଼ିଶା କୃଷି ଭବନ ପରିଦର୍ଶନ କରିବା ସହ ରାଜ୍ୟରେ ବିଲ୍...




















