କିଟ୍ ବିଶ୍ଵବିଦ୍ୟାଳୟରେ ‘ବ୍ଲୁ ଇକୋନୋମି ନାସନାଲ କନଫରେନ୍ସ’: ସମୁଦ୍ରକୁ ନେଇ ଅର୍ଥନୈତିକ ଅଭିବୃଦ୍ଧି ଉପରେ ହେଲା ମାନସମନ୍ଥନ

ଅଭିଷେକ ରାୟ ଭୁବନେଶ୍ଵର ସ୍ଥିତ କିଟ୍ ବିଶ୍ଵବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ‘ବ୍ଲୁ ଇକୋନୋମି ନାସନାଲ କନଫରେନ୍ସ’। ଏହି ଦୁଇଦିନିଆ ସମ୍ମିଳନୀରେ ସମୁଦ୍ରକୁ ନେଇ ଅର୍ଥନୈତିକ ଅଭିବୃଦ୍ଧି ଉପରେ ବିଭିନ୍ନ ଆଲୋଚନା କରାଯାଇଥିଲା। ଓଡ଼ିଶା ବିଜ୍ଞାନ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୩ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାଘ ଶୁକ୍ଳ ଦ୍ଵାଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଭୁବନେଶ୍ୱରରେ ଦୁଇଦିନିଆ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’: ରାଜ୍ୟର ଦ୍ରୁତ ଅଭିବୃଦ୍ଧି, ନିବେଶ ସମ୍ଭାବନା,...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଭିନ୍ନ କ୍ଷେତ୍ରରେ ଲଗାତାର ଅଭିବୃଦ୍ଧି ସହ ଓଡ଼ିଶାରେ ଆଜି ରୂପାନ୍ତରଣର ଏକ ନୂଆ ଚିତ୍ର ସ୍ପଷ୍ଟ ହୋଇପାରିଛି। ରାଜ୍ୟରେ ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ସହ...

ଶ୍ରୀକ୍ଷେତ୍ର ପୁରୀରୁ କୋଣାର୍କକୁ ଗଡ଼ିବ ଟ୍ରେନ – ରେଳମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ “ଶ୍ରୀକ୍ଷେତ୍ର ପୁରୀରୁ ଅର୍କକ୍ଷେତ୍ର କୋଣାର୍କକୁ ଗଡ଼ିବ ଟ୍ରେନ। ଏଥିଲାଗି ନୂଆ ରେଳ ଲାଇନ୍‌ ନିର୍ମାଣ ହେବ। ନୂଆ ଟ୍ରକରେ ଚାଲିବ ଭିଷ୍ଟାଡୋମ୍‌ ଟ୍ରେନ୍‌। ଫଳରେ ଟ୍ରେନ ଭିତରୁ ପର୍ଯ୍ୟଟକମାନେ ବାହାରର ସମସ୍ତ...

ଭବିଷ୍ୟତ ଲାଗି ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବାକୁ ହେବ – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଦୁଇଦିନିଆ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ' (ଭୁବନେଶ୍ୱର): ରାଜ୍ୟ ସରକାରଙ୍କ 'ନୂଆ ଓଡ଼ିଶା' କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ 'ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି...

ବଦଳିଲା ଆଞ୍ଚଳିକ ପାସପୋର୍ଟ ଅଫିସ ଠିକଣା: ରସୁଲଗଡ଼ସ୍ଥିତ ଓଡ଼ିଶା ବିଜନେସ ସେଣ୍ଟରରେ ଚାଲିବ କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲା ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାସପୋର୍ଟ ଅଫିସର ଠିକଣା। ଏଣିକି ରସୁଲଗଡ଼ ସ୍ଥିତ ଓଡ଼ିଶା ବିଜନେସ ସେଣ୍ଟରରେ କାମ ଚାଲିବ। ନୂତନ ଠିକଣା ହେଉଛି ଗ୍ରାଉଣ୍ଡ ଫ୍ଲୋର, ଓଡ଼ିଶା ବିଜନେସ ସେଣ୍ଟର ପ୍ଲଟ...

ଭୁବନେଶ୍ୱରରେ ଦୁଇଦିନିଆ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ରାଜ୍ୟ ସରକାରଙ୍କ 'ନୂଆ ଓଡ଼ିଶା' କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆରମ୍ଭ ହୋଇଛି ଦୁଇଦିନିଆ 'ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ'। ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ୱ, ଦକ୍ଷତା...

୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ – ରାଜୀବ କୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ “୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛୁ”, ଓଡ଼ିଶାରେ ନିର୍ବାଚନ ସମୀକ୍ଷା ପରେ ଏଭଳି କହିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ପାଖେଇ ଆସୁଛି ନିର୍ବାଚନ ସମୟ। ଓଡ଼ିଶାରେ ଲୋକସଭା...

କ୍ୟାବିନେଟ ବୈଠକ: ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଠାରେ ଏସଏଚଜି ମହିଳାଙ୍କୁ ୟୁନିଫର୍ମ ବାବଦରେ...

ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର: ୪ ସପ୍ତାହ ମଧ୍ୟରେ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ନିଯୁକ୍ତି କରିବାକୁ ହାଇକୋର୍ଟଙ୍କ ନିର୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଲାଗି ବାଟ ଫିଟିବାକୁ ଯାଉଛି। ରତ୍ନଭଣ୍ଡାର ଖୋଲି ଏଠାରେ ଗଚ୍ଛିତ ଥିବା ଅଳଙ୍କାରର ହିସାବ କରିବା ପାଇଁ ୪ ସପ୍ତାହ ମଧ୍ୟରେ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ...