ଭୁବନେଶ୍ୱରରେ ୨୦୨୪ ଫେବ୍ରୁଆରିରେ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୪ ମସିହା ଫେବ୍ରୁଆରି ମାସରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ହେବ। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକରେ...

ରାଉରକେଲାରେ ଝାଡ଼ାବାନ୍ତି ମୃତ୍ୟୁ ପଛରେ କଲେରା ଜୀବାଣୁ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ମାର୍ଟସିଟି ରାଉରକେଲାରେ ଝାଡ଼ାବାନ୍ତି ସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଇଛି। ଏଠାରେ ଝାଡ଼ାବାନ୍ତିରେ ମୃତ୍ୟୁ ପଛରେ କଲେରା ଜୀବାଣୁ ଥିବା ସ୍ପଷ୍ଟ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଉରକେଲା ଆଇଜିଏଚ ସୁପରିଟେଣ୍ଡେଣ୍ଟ ସୁଧା...

ରାଉରକେଲାରେ ଥମୁନି ଝାଡ଼ାବାନ୍ତି, ମୃତକଙ୍କ ସଂଖ୍ୟା ୯କୁ ବଢ଼ିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ବ୍ୟାପିଥିବା ଝାଡ଼ାବାନ୍ତି ଥମିବାର ନାଁ ଧରୁନି। ସୋମବାର ଏଥିରେ ଆକ୍ରାନ୍ତ ହୋଇ ପୁଣି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଗତ ୪ ଦିନ ମଧ୍ୟରେ ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଲାଣି।...

ଆଜି ଓଢ଼ଣ ଷଷ୍ଠୀ, ଶ୍ରୀମନ୍ଦିରରେ ଘୋଡ଼ଲାଗି ହେଲେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଢ଼ଣ ଷଷ୍ଠୀ। ଶ୍ରୀମନ୍ଦିରରେ ଆଜିଠୁ ଘୋଡ଼ଲାଗି ହୋଇଛନ୍ତି ମହାପ୍ରଭୁ। ଶୀତରୁ ରକ୍ଷା ପାଇବା ପାଇଁ ଦରଜି ସେବକଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥିବା ଘୋଡ଼ ବା ଶୀତବସ୍ତ୍ର ମହାପ୍ରଭୁ ପରିଧାନ କରିଛନ୍ତି।...

ରାଉରକେଲାରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି। ଶନିବାର ସୁଦ୍ଧା ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ଜୀବନହାନି ହୋଇଛି। ଏହାସହ ସହରର ବିଭିନ୍ନ ଡାକ୍ତରଖାନାରେ...

ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ପୁରୀ): ରାଜ୍ୟ ସରକାର, ୟୁନିସେଫ ଓ ଆକ୍ସନ ଏଡର ମିଳିତ ସହଯୋଗରେ ପୁରୀଠାରେ ଆୟୋଜିତ ଦୁଇ ଦିନିଆ ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ୟୁନିସେଫ...

ରାଉରକେଲାରେ ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୧୦୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ରାଉରକେଲା ଆଇଜିଏଚ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଶନିବାର...

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ନେବା ବାରଣ, କଡ଼ାକଡ଼ି ହେବ ନିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ନେଇ ହେବନି ପଲିଥିନ ବ୍ୟାଗ। ଶ୍ରୀମନ୍ଦିରକୁ ପଲିଥିନ ମୁକ୍ତ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ, ଖର୍ଚ୍ଚ ହେବ ୧୪ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ। ଏହି ୭ଟି ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଶନିବାର...

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଏହାସହ ଆଜି ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ ମଧ୍ୟ...