ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଆ ସାହିତ୍ୟର ବିଶିଷ୍ଟ ଭାଷାବିଜ୍ଞାନୀ ଓ ସାହିତ୍ୟ ସମାଲୋଚକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ‘ଶିକ୍ଷାଜୀବୀର କଥା’ ଓ ‘ପିଲାଦିନର କଥା’ ଶୀର୍ଷକ ତାଙ୍କର ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି।...

କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହେଲା ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହୋଇଛି ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି। ଅଲିମ୍ପିକ ସ୍ଵର୍ଣ୍ଣ ପଦକ ବିଜେତା ସୁଟର ଅଭିନବ...

‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମର ଶୁଭାରମ୍ଭ, ଏବେ ବର୍ଷ ସାରା ଚାଲିବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘ଥିଲେ ଦିଅ, ନଥିଲେ ନିଅ’ ଆନ୍ଦୋଳନର ପ୍ରବର୍ତ୍ତକ ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶ୍ରମିକନେତା ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ...
AIIMS-Bhubaneswar OPD

ଏମ୍ସ ଭୁବନେଶ୍ଵରର ସମ୍ପ୍ରସାରଣ: ୧୦୦ ଏକର ଜମି ଯୋଗାଇବେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଏମ୍ସ ଭୁବନେଶ୍ଵରର ସମ୍ପ୍ରସାରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ୧୦୦ ଏକର ଜମି ପ୍ରଦାନ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏମ୍ସକୁ ଜମି ପଟ୍ଟା ହସ୍ତାନ୍ତର କରାଯିବା ପରେ...

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି, ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ହେବ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ...

କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୋଧରେ ଜାରି ହେଲା ଜାମିନ ବିହୀନ ଗିରଫ ପରଓ୍ଵାନା

ଓଡ଼ିଶାଲାଇଭ୍ ବ୍ୟୁରୋ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ପାଇଁ ଅଡ଼ୁଆ ବଢ଼ିଲା। ସୌରୀନଙ୍କ ବିରୋଧରେ ଜାରି ହୋଇଛି ଏନବିଡବ୍ଲୁ ବା ଜାମିନ ବିହୀନ ଗିରଫ ପରଓ୍ଵାନା। ପୋଲିସର ଆବେଦନ ଉପରେ କଟକ ଏସଡିଜେଏମ କୋର୍ଟ ଏହି...

ଆସନ୍ତା ନୂଆବର୍ଷରୁ ପୁରୀ ଶ୍ରୀମନ୍ଦିରରେ କଡ଼ା ହେବ ନିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ନୂଆବର୍ଷରୁ ପୁରୀ ଶ୍ରୀମନ୍ଦିରରେ କଡ଼ାକଡ଼ି ପାଳନ ହେବ ନିୟମ। ଆସନ୍ତା ବର୍ଷଠାରୁ ଶ୍ରୀମନ୍ଦିର ପ୍ରବେଶ ବେଳେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡ଼ାକଡ଼ି ହେବ। ଏହା ସହ ଶ୍ରୀମନ୍ଦିର ଭିତରେ...

ବିଶିଷ୍ଟ କଥାଶିଳ୍ପୀ ସୁଶ୍ରୀ ଚିରଶ୍ରୀ ଇନ୍ଦ୍ରସିଂ ପାଇବେ ଚଳିତ ବର୍ଷର ‘ଅଖିଳ କଥା ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ ଅଖିଳ ମୋହନ ଫାଉଣ୍ଡେସନ ପକ୍ଷରୁ ଚଳିତ ବର୍ଷର ‘ଅଖିଳ କଥା ସମ୍ମାନ’ ଓ ‘ଜ୍ଞାନଦା କବିତା ସମ୍ମାନ’ ପାଇଁ ନାମ ଘୋଷଣା କରାଯାଇଛି। ବିଶିଷ୍ଟ କଥାଶିଳ୍ପୀ ସୁଶ୍ରୀ ଚିରଶ୍ରୀ ଇନ୍ଦ୍ରସିଂ ପାଇବେ...

ଆସନ୍ତା ଜାନୁଆରି ୧୭ ତାରିଖରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ଚିହ୍ନଟ ହେଲା ଯଜ୍ଞସ୍ଥଳ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ  ପ୍ରତୀକ୍ଷିତ ପୁରୀ ଶ୍ରୀମନ୍ଦିର ପରିକ୍ରମ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ୨୦୨୪ ମସିହା ଜାନୁଆରି ୧୭ ତାରିଖରେ ଅନୁଷ୍ଠିତ ହେବ। ଏହି ଅବସରରେ ମହାଯଜ୍ଞର ଆୟୋଜନ କରାଯିବ। ଏଥିପାଇଁ ଯଜ୍ଞସ୍ଥଳ...

ଦୟା ନଦୀର ପାଣିକୁ ପ୍ରଦୂଷଣ ମୁକ୍ତ ରଖିବା ପାଇଁ ନିର୍ମାଣ ହେବ ସିୱେଜ୍ ଟ୍ରିଟମେଣ୍ଟ ପ୍ଲାଣ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୟା ନଦୀର ଜଳକୁ ପ୍ରଦୂଷଣ ମୁକ୍ତ ରଖିବା ପାଇଁ ଏବେ ପଦକ୍ଷେପ ନିଆଯିବା ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ଉପକଣ୍ଠରେ ଦୟା ନଦୀ ଓ ଗଙ୍ଗୁଆ ନାଳର ସଂଯୋଗ ସ୍ଥଳରେ ଆଧୁନିକ...