ପ୍ରତ୍ୟାହାର ହେଲା ବସ ଧର୍ମଘଟ ନିଷ୍ପତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବସ୍ ଧର୍ମଘଟ ନିଷ୍ପତ୍ତି ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ। ବୁଧବାର ଦିନ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ବୈଠକ ପରେ ବସ୍ ଧର୍ମଘଟ ନିଷ୍ପତ୍ତି ପ୍ରତ୍ୟାହାର କରାଯାଇଛି।...
ବନକଲାଗି ନୀତି: ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଡ଼ ଠାକୁରଙ୍କ ବନକଲାଗି ନୀତି। ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।...
ନଭେମ୍ବର ୩୦ରେ ଅବପାତର ରୂପ ନେବ ଲଘୁଚାପ, ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା!
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରର ଆଣ୍ଡାମାନ ନିକୋବର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଘନୀଭୂତ ହେଉଛି। ଏହା ନଭେମ୍ବର ୩୦ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରେ ଉତ୍ତରପଶ୍ଚିମ ଆଡ଼କୁ ଯାଇ...
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଆରମ୍ଭ ହେଲା ଲେଜର ସ୍କାନିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ ହୋଇଛି। ମଙ୍ଗଳବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ୧୫ ଜଣିଆ ଟିମ୍ ଲେଜର ସ୍କାନିଂ ଆରମ୍ଭ କରିଛନ୍ତି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି...
ସରିଲା କାର୍ତ୍ତିକ ମାସ, ଆଜି ଛାଡ଼ଖାଇରେ ଲୋକେ ଆମିଷ ବଜାର ମୁହାଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ସରିଛି କାର୍ତ୍ତିକ ମାସ। ଆଜି ହେଉଛି ଛାଡ଼ଖାଇ। ଯେଉଁମାନେ କାର୍ତ୍ତିକ ମାସକ ଯାକ ଆମିଷ ନ ଖାଇ ରହିଥିଲେ, ସେମାନେ ଆଜି ମାଛ, ମାଂସ ଦୋକାନ ମୁହାଁ ହୋଇଛନ୍ତି। ସମସ୍ତେ ନିଜ ମନ ମୁତାବକ...
ଆସନ୍ତାକାଲିଠାରୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଏଥିପାଇଁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) କୁ ଅନୁମତି ଦିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ରତ୍ନଭଣ୍ଡାରର ବାହାର କାନ୍ଥର...
ଆଜିଠୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ସୋମବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଐତିହାସିକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦଘାଟିତ ହେବ।
ଐତିହାସିକ ବାଲିଯାତ୍ରାକୁ ଜାକଜମକରେ ପାଳନ କରିବା...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆସୁଛି ବାତ୍ୟା!
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହା ନଭେମ୍ବର ୨୯ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଅବପାତଟି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର...
ବିଜେଡିରେ ଯୋଗ ଦେଲେ ଭି.କେ ପାଣ୍ଡିଆନ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିରେ ସାମିଲ ହେଲେ '୫-ଟି' ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ସୋମବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି। ସେ ନବୀନ ନିବସରେ...
ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର/ନୂଆଦିଲ୍ଲୀ): ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ। ଏହା ସ୍ୱାସ୍ଥ୍ୟ ପାଇଁ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର ଭଲ ଚାହିଦା ରହିଛି। ତେଣୁ ଏହି...




















