ରେଭେନ୍ସା ବିଶ୍ଵବିଦ୍ୟାଳୟକୁ ଏ++ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ରେଭେନ୍ସା ବିଶ୍ଵବିଦ୍ୟାଳୟକୁ ମିଳିଛି ଏ++ ମାନ୍ୟତା। ନାକ ଟିମ୍‌ର ପରିଦର୍ଶନ ପରେ ପ୍ରଥମ ଥର ଲାଗି ରେଭେନ୍ସାକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରେଡିଟେସନ କାଉନସିଲ (ନାକ୍) ରାଙ୍କରେଭେନ୍ସା...

ମାତ୍ର ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ମାତ୍ର ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୧ରୁ ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଥିଲା। କିନ୍ତୁ ୨୬ଟି କାର୍ଯ୍ୟ ଦିବସ ଥାଇ...

ଧବଳେଶ୍ଵର ମନ୍ଦିରରେ ତାଲା, ସକାଳ ୮ଟାରୁ ଧାଡ଼ିରେ ଛିଡ଼ାହୋଇ ନୟାନ୍ତ ହେଲେଣି ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଦର୍ଶନ ବ୍ୟବସ୍ଥାକୁ ନେଇ ପ୍ରଶାସନ ଏବଂ ପୂଜକ ମୁହାଁମୁହିଁ ହେବାରୁ ଆଠଗଡ଼ସ୍ଥିତ ବାବା ଧବଳେଶ୍ଵରଙ୍କ ପୀଠରେ ତାଲା ପଡ଼ିଛି। ଫଳରେ ସକାଳୁ ମନ୍ଦିର ଆସିଥିବା ଭକ୍ତ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ରହିଛନ୍ତି। କାର୍ତ୍ତିକ...

ଏସସିଏସଟିଆରଟିଆଇ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ...

ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ଚାଲିପାରୁନି ବିଧାନସଭା ଗୃହକାର୍ଯ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଆଗେଇ ପାରୁନି ବିଧାନସଭା ଶୀତ ଅଧିବେଶନ। ବିଧାନସଭା ଶୀତ ଅଧିବେଶନର ଗୁରୁବାର ହେଉଛି ତୃତୀୟ ଦିନ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଗୃହରେ ଜୋରଦାର ହଙ୍ଗାମା କରିବା...

ଆଜିଠୁ ଆରମ୍ଭ କାର୍ତ୍ତିକ ପଞ୍ଚକ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାରଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ପଞ୍ଚକ। ପଞ୍ଚକ ପାଇଁ ବଡ଼ଠାକୁରଙ୍କ ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମୁଛି। ପଞ୍ଚକ ପାଞ୍ଚ ଦିନ ଦାରୁ ଦିଅଁଙ୍କର ୫ଟି ସ୍ଵତନ୍ତ୍ର ବେଶ...

ଏସସିଏସଟିଆରଟିଆଇ ପକ୍ଷରୁ ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ କବିତା ମାଧ୍ୟମରେ ଆଦିବାସୀ ଜୀବନ, ସଂସ୍କୃତି ଓ ପରମ୍ପରାର ପ୍ରତିଛବି (ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ)...

ପୁରୀରେ ପଞ୍ଚକ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ଵତନ୍ତ୍ର ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚକ ସମୟରେ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିଶେଷ କରି ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ସହ ଶୃଙ୍ଖଳିତ...

କାର୍ତ୍ତିକ ଶୁକ୍ଳ ପକ୍ଷ ନବମୀ ତିଥିରେ କାହିଁକି ପାଳନ ହୁଏ ଅଁଳା ନବମୀ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର କାର୍ତ୍ତିକ ଶୁକ୍ଳପକ୍ଷ ନବମୀ ତିଥି ତଥା ଅଁଳା ନବମୀ। ପୁରୀ ଜିଲ୍ଲା ସାକ୍ଷୀଗୋପାଳସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ଭକ୍ତ ଦେବୀ ଶ୍ରୀରାଧାପାଦଙ୍କ ଦର୍ଶନ କରୁଛନ୍ତି। ବର୍ଷକରେ କେବଳ ଏହି ଗୋଟିଏ...

ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ, ଶୋକ ପ୍ରସ୍ତାବ ପରେ ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ...

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପରେ ଆସନ୍ତାକାଲି ଦିନ...