ଆଜି ଶ୍ରୀମନ୍ଦିରରେ ଚିତା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ଚିତାଲାଗି ଅମାବାସ୍ୟା। ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ପ୍ରଥମ ଭୋଗ ମଣ୍ଡପ ସରିବା ଏହି ନୀତି ସମ୍ପନ୍ନ ହେବ। ଦଇତା ସେବକମାନେ ତିନି...

ଆପଣ ଜାଣନ୍ତି, କେମିତି ପ୍ରସ୍ତୁତ ହୁଏ ମହାପ୍ରଭୁଙ୍କ ଅଧରପଣା?

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନାବେଶ ପରଦିନ ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ଅଧରପଣା ନୀତି। ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଲାଗି ହୋଇଥାଏ ଅଧରପଣା। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ଅଧରପଣା...

ବଡ଼ଦାଣ୍ଡରେ ବିଭୋର ଭକ୍ତ 

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=-Ev5vAbAMl4 ଭାବ ଓ ଭକ୍ତିର ଜୀବନ୍ତ ଉତ୍ସବ ରଥଯାତ୍ରା। ପ୍ରତିବର୍ଷ ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନବେଦୀ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିଥାନ୍ତି ମହାବାହୁ। ପ୍ରଭୁ...

ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ତାଳଧ୍ଵଜ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥକୁ ଭକ୍ତମାନେ...

ଆଜି ବାହୁଡ଼ା ଯାତ୍ରା – ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ସକାଳ ୧୦ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇଛି। ରଥ ଉପରେ ସବୁ...

ରଥ ନିର୍ମାଣର ପୂରା କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=HnLICiA2cRI&t=160s ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା। ଯେତିକି ଭବ୍ୟ, ସେତିକି ବିଶାଳ ଏହି ଯାତ୍ରା। ନିଆରା ଏହାର ପରମ୍ପରା ଓ ସ୍ଵତନ୍ତ୍ର ଏହାର ରୀତିନୀତି। ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ବର୍ଷକୁ ଥରେ ଶ୍ରୀମନ୍ଦିରର...

ଆଜି ହେରାପଞ୍ଚମୀ – ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମହାଲକ୍ଷ୍ମୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/_OECKLHxGd0 ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଶେଷ ହୋଇଥିବାବେଳେ ଆଜି ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। କାଳିଆ ସାଆନ୍ତଙ୍କ ଉପରେ ଅଭିମାନ କରି ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମା’ ଲକ୍ଷ୍ମୀ। ବଡ଼...

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରମ୍ପରା

ଭାସ୍କର ମିଶ୍ର ଶ୍ରୀ ଜଗନ୍ନାଥଙ୍କ ମନ୍ଦିରରେ ପାଳିତ ସମସ୍ତ ପର୍ବ, ଯାନିଯାତ୍ରା, ଉତ୍ସବ ମଧ୍ୟରେ ଶ୍ରୀଜୀଉମାନଙ୍କ ରଥଯାତ୍ରା ପ୍ରଧାନ ଓ ମୁଖ୍ୟ ଉତ୍ସବ। ଆଷାଢ଼ ମାସ ଶୁକ୍ଳ ଦ୍ୱିତୀୟାଠାରୁ ଦଶମୀ ତିଥି ପର୍ଯ୍ୟନ୍ତ ନବଦିନବ୍ୟାପି ଏହି...
Bahuda Yatra

ଶରଧାବାଲିରେ ଲାଗିଲା ତିନି ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ଶରଧାବାଲିରେ ଲାଗିଲା ୩ ରଥ। ଭକ୍ତମାନେ ୩ ରଥକୁ ଟାଣି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚାଇଛନ୍ତି। ଶୁକ୍ରବାର ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକି ଯାଇଥିଲେ...

ସିଂହଦ୍ଵାରରୁ ଅଳ୍ପ ବାଟ ଯାଇ ଅଟକିଲା ନନ୍ଦିଘୋଷ ରଥ, କାଲି ମାଉସୀ ମା’ ଘର ଯିବେ କାଳିଆ ସାଆନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ବଡ଼ଠାକୁର। ଆଗେ ଆଗେ ଚାଲିଛନ୍ତି ଭାଇଭଉଣୀ ପଛରେ ନନ୍ଦିଘୋଷ ରଥରେ ବସି ଯାଉନ୍ତି କାଳିଆ...