ନିଲାମ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହୀତ ଅର୍ପଣ ଚାଉଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଲାମ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୟରେ ସଂଗ୍ରହ କରାଯାଇଥିବା ଅର୍ପଣ ଚାଉଳ। ସମୁଦାୟ ୧୦ ହଜାର ୩୨୨ କୁଇଣ୍ଟାଲ ଅର୍ପଣ ଚାଉଳ ୨ କୋଟି ୮୬ ଲକ୍ଷ ଟଙ୍କାରେ...
ପୁରୀରେ ହବିଷ୍ୟାଳୀମାନଙ୍କ ସୁବିଧା ପାଇଁ ୨ କୋଟି ୫୭ ଲକ୍ଷ ଟଙ୍କା ଅନୁମୋଦନ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ କିଛି ଦିନ ପରେ ଆରମ୍ଭ ହେବ ପବିତ୍ର କାର୍ତ୍ତିକ ମାସ। ଏହି ସମୟରେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ହବିଷ୍ୟାଳୀମାନଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ହବିଷ୍ୟାଳୀମାନଙ୍କ...
ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଏହା ୨୩ ତାରିଖ ଯାଏଁ ୩ ଦିନ ଧରି ଚାଲିବ। ଏଥିପାଇଁ ବୁଧବାର ଦିନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ ସରିବା...
ସେପ୍ଟେମ୍ବର ୨୧ରୁ ୨୩ ଯାଏଁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ସେପ୍ଟେମ୍ବର ୨୧ରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଏହା ୨୩ ତାରିଖ ଯାଏଁ ୩ ଦିନ ଧରି ଚାଲିବ। ଏଥିପାଇଁ ବୁଧବାର ଦିନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ...
ଓଡ଼ିଶାରେ ବିଜେପିର ନୂଆ ସରକାରକୁ ପୂରିଲା ୧୦୦ ଦିନ: ଜନତାଙ୍କ ଆଗରେ ରିପୋର୍ଟ କାର୍ଡ ରଖିବେ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଓଡ଼ିଶାରେ ବିଜେପିର ନୂଆ ସରକାରକୁ ପୂରିଲା ୧୦୦ ଦିନ। ଏହି ଅବସରରେ ଜନତାଙ୍କ ଆଗରେ ନିଜ ରିପୋର୍ଟ କାର୍ଡ ରଖିବେ ସରକାର। ଏନେଇ ଗୁରୁବାର ପୁରୀରେ ବିଶାଳ ସମାବେଶ ଓ...
ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ଯାଞ୍ଚ: ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପୁଣି ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର। ଭାରତୀୟ ପ୍ରତ୍ନତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଥିପାଇଁ ବୁଧବାର ଦିନ ୧ଟାରୁ ନିରୀକ୍ଷଣ...
ଆଜି ପବିତ୍ର ରାଧାଷ୍ଟମୀ: ଶ୍ରୀମନ୍ଦିରରେ ହେବ ସ୍ଵତନ୍ତ୍ର ନୀତିକାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ରାଧାଷ୍ଟମୀ। ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଚକ୍ରରାଜ ସୁଦର୍ଶନ ନଗର ପରିକ୍ରମା କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଛି।
ବୁଧବାର ଅପରାହ୍ନରେ ପ୍ରଭୁ...
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କର (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସୋମବାର ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସେ ତାଙ୍କ ପତ୍ନୀ ସହ ଶ୍ରୀମନ୍ଦିରରେ...
ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ଜନ୍ମାଷ୍ଟମୀରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ମଙ୍ଗଳବାର ଶ୍ରୀମନ୍ଦିରରେ ନନ୍ଦୋତ୍ସବ ପାଳିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ...
ଆଜି ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ଶ୍ରୀମନ୍ଦିରରେ...

















