ଆଡ଼ପ ମଣ୍ଡପ ବିଜେ କଲେ ଶ୍ରୀଜୀଉ, ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ବିଜେ କରିଛନ୍ତି ଶ୍ରୀଜୀଉ। ଶୁକ୍ରବାର ସେବାୟତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗୋଟି ପହଣ୍ଡିରେ ନେଇ ଆଡ଼ପ ମଣ୍ଡପ ବିଜେ କରାଇଛନ୍ତି। ଶରଧାବାଲିରେ ରଥ ଉପରେ ଗୋଟିଏ ଦିନ ରହିବାପରେ...

ଆଡ଼ପ ମଣ୍ଡପ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିର ଶରଧାବାଲିରେ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଆରମ୍ଭ ହୋଇଛି ଆଡ଼ପ ମଣ୍ଡପ ବିଜେ ନୀତି। ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ହେବା...

ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡା ମନ୍ଦିର ଶରଧାବାଲିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ତିନି ରଥ। ରଥାରୁଢ଼ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ରଥ ଉପରେ ଦର୍ଶନ ଦେଉଛନ୍ତି। ଗୁରୁବାର ଦିନ ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଆଡ଼ପ ମଣ୍ଡପ...

ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ଗର୍ଭଗୃହର ଯାଞ୍ଚ ଓ ମରାମତି କାର୍ଯ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ଗର୍ଭଗୃହର ଯାଞ୍ଚ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିଲାଗି ଭାରତୀୟ ପ୍ରତ୍ନତତ୍ତ୍ଵ ବିଭାଗ (ଏଏସଆଇ)ର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିଛନ୍ତି। ରଥଯାତ୍ରା ସମୟରେ ଶ୍ରୀଜୀଉ ଶ୍ରୀମନ୍ଦିରରେ ନଥିଲାବେଳେ...

ନୀତି ବିଳମ୍ବ ଯୋଗୁଁ ଉପାସରେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ନୀତିରେ ବିଳମ୍ବ ଯୋଗୁଁ ଉପାସରେ ରହିଛନ୍ତି ମହାପ୍ରଭୁ। ଅବକାଶ ନୀତି ଶେଷ ହୋଇଥିଲେ ମଧ୍ୟ ଗୋପାଳନ ବଲ୍ଲଭ ନୀତି ହୋଇପାରି ନାହିଁ। କାହିଁକି ନୀତିରେ ବିଳମ୍ବ ହେଲା ସେଇ ସ୍ପଷ୍ଟ କରିଛି...

ଶରଧାବାଲିରେ ଲାଗିଲା ତିନି ରଥ, କାଲି ହେବ ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ଶରଧାବାଲିରେ ଲାଗିଲା ୩ ରଥ। ମଙ୍ଗଳବାର କେବଳ ପ୍ରଭୁ ବଳଭଦ୍ରଙ୍କ ତଳାଧ୍ଵଜ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଥିବାବେଳେ ବଡଶଙ୍ଖଠାରେ ଦେବଦଳନ ରଥ ଓ ମାଉସୀମା...

ନନ୍ଦିଘୋଷ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦଉଡ଼ି ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସମୁଦ୍ର ପାଲଟିଥିବା ବଡ଼ଦାଣ୍ଡରେ ପହଞ୍ଚି ତିନିଠାକୁରଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ...

ଶ୍ରୀଗୁଣ୍ଡିଚା ଯାତ୍ରାବେଳେ ଅଘଟଣ, ବଡଦାଣ୍ଡର ମରିଚିକୋଟ ଛକ ନିକଟରେ ଦଳାଚକଟା ହୋଇ ୧୫ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରାବେଳେ ପୁରୀ ବଡ଼ଦାଣ୍ଡରେ ଅଘଟଣ ଦେଖିବାକୁ ମିଳିଛି। ପ୍ରଭୁ ବଳଭଦ୍ରଙ୍କ ତଳଧ୍ଵଜ ରଥ ଟଣାବେଳେ ମରିଚିକୋଟ ଛକ ନିକଟରେ ଦଳାଚକଟା ହୋଇ ୧୫ ଜଣ ଭକ୍ତ ଆହତ ହୋଇଛନ୍ତି। ସେମାନଙ୍କ...

ଗଡ଼ିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କର ଆଜି ହେଉଛି ଶ୍ରୀଗୁଣ୍ଡିଚା ଯାତ୍ରା। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାଉଛନ୍ତି ବଡ଼ଠାକୁର। ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଦଉଡ଼ି ଟାଣିବାକୁ...

ବଡ଼ଦାଣ୍ଡରେ ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଏବେ ବଡ଼ଦାଣ୍ଡରେ ଗଡ଼ିଛି ଦେବଦଳନ ରଥ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁମାନେ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ ଦେବଦଳନ ରଥ...