ଆଜି ହେରାପଞ୍ଚମୀ – ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମହାଲକ୍ଷ୍ମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଶେଷ ହୋଇଥିବାବେଳେ ଆଜି ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। କାଳିଆ ସାଆନ୍ତଙ୍କ ଉପରେ ଅଭିମାନ କରି ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମା’ ଲକ୍ଷ୍ମୀ। ବଡ଼...

ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା: ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ସରକାର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିବା ପରେ ଖୋଲିବ ରତ୍ନଭଣ୍ଡାର। ଏ ନେଇ ଶ୍ରୀମନ୍ଦିର ପରିଚାଳନା...

ଗଜପତି ମହାରାଜା: ମହାପ୍ରଭୁଙ୍କ ଆଦ୍ୟ ସେବକ

ଡକ୍ଟର ବିଶ୍ୱରଞ୍ଜନ ଦାସ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କ ସେବା ହେଉଛି ବଂଶାନୁକ୍ରମିକ। ଶ୍ରୀଜଗନ୍ନାଥ ମନ୍ଦିର ସତ୍ୱଲିପିରେ ଏହି ସେବାକୁ ‘ଗଜପତି ମହାରାଜା ସେବା’ ଭାବରେ ଉଲ୍ଲେଖ କରାଯାଇଛି। ଭାଦ୍ରବ ଶୁକ୍ଳ...

ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବୁଧବାରଠାରୁ ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଆଡ଼ପ...

ଆଡ଼ପ ପହଣ୍ଡି ସମୟରେ ଅଘଟଣ: ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ ସେବାୟତ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିଛି। ପହଣ୍ଡି ବିଜେ ସମୟରେ ବଡ଼ଠାକୁର ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯାଇଛନ୍ତି। ଫଳରେ ୭ ଜଣ ସେବାୟତ ଆହତ ଥିବା...

ଜୁଲାଇ ୧୪ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର!

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ଖବର। ଜୁଲାଇ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ ବୋଲି କହିଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। ରାଜ୍ୟ ସରକାରଙ୍କ ଅନୁମତି...

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ଲାଗିଛି ଶ୍ରୀଜିଉଙ୍କ ତିନି ରଥ। ରଥ ଉପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ମଙ୍ଗଳବାର ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଆଡ଼ପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ...

ଜାଣନ୍ତୁ ବଡ଼ଠାକୁରଙ୍କ ପହଣ୍ଡି ବିଜେ ନୀତିର ମହାତ୍ମ୍ୟ

ଭାସ୍କର ମିଶ୍ର ମହାପ୍ରଭୁମାନଙ୍କର ୬ ଗୋଟି ପହଣ୍ଡି ମଧ୍ୟରୁ ତିନିଥର ଗୋଟି ପହଣ୍ଡି ଓ ତିନିଥର ଧାଡ଼ି ପହଣ୍ଡି ହୋଇଥାଏ। ଶ୍ରୀଜୀଉମାନଙ୍କ ସମସ୍ତ ବିଜେ ସମୟରେ ଧାଡ଼ି ପହଣ୍ଡି ଓ ବାହୁଡ଼ା ବିଜେଗୁଡ଼ିକ ସମୟରେ...

ତେଲେଙ୍ଗାନାରେ ରଥଯାତ୍ରାକୁ ପୂରିଲା ୨୫ ବର୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତେଲେଙ୍ଗାନା ରାଜ୍ୟରେ ଦୀର୍ଘ ୨୫ ବର୍ଷ ଧରି ପାଳନ ହୋଇଆସୁଛି ବଡ଼ଠାକୁରଙ୍କ ରଥଯାତ୍ରା। ରାଜ୍ୟର ଭଦ୍ରାଚଲମଠାରେ ଥିବା ହେଭି ୱାଟର ପ୍ଲାଣ୍ଟରେ କାର୍ଯ୍ୟରତ ପ୍ରବାସୀ ଓଡ଼ିଆମାନେ ଏଠାରେ...

ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ବଡ଼ଦାଣ୍ଡରେ ପୁଣି ଆରମ୍ଭ ହେଲା ରଥଟଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ବଡ଼ଦାଣ୍ଡରେ ପୁଣି ଗଡ଼ିଛି ଶ୍ରୀଜିଉଙ୍କ ୩ ରଥ। ସୋମବାର ସକାଳେ ରଥ ଉପରେ ମହାପ୍ରଭୁଙ୍କ ନୀତିକାନ୍ତି ସରିବା ପରେ ରଥଟଣା ଆରମ୍ଭ ହୋଇଛି। ସବୁଠୁ ଆଗରେ...