ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଶ୍ରୀମନ୍ଦିର ବଜେଟ ଉପସ୍ଥାପିତ, ୩୦୦ କୋଟି ଟଙ୍କାର ବ୍ୟୟ ଅଟକଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ପୁରୀ ଶ୍ରୀମନ୍ଦିରର ବଜେଟ ଉପସ୍ଥାପନ କରାଯାଇଛି। ଶ୍ରୀମନ୍ଦିର ପାଇଁ ବଜେଟରେ ୩୦୦ କୋଟି ୭୯ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି। ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ...

ପୁରୀରେ ପୁଣି ଅଗ୍ନିକାଣ୍ଡ: ଜଳିଲା ନିଳାଦ୍ରୀ କମ୍ପ୍ଲେକ୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ପୁଣି ଅଗ୍ନିକାଣ୍ଡ। ଶୁକ୍ରବାର ଅପରାହ୍ଣରେ ପୁରୀ ନିଳାଦ୍ରୀ କମ୍ପ୍ଲେକ୍ସରେ ଥିବା ଓଡ଼ିଶା ହାଣ୍ଡଲୁମ୍ ସୋ’ରୁମରେ ନିଆଁ ଲାଗିଛି। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି।...

୩୬ ଘଣ୍ଟା ପରେ ଲିଭିଲା ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ନିଆଁ, ଚାଲିଛି କ୍ଷୟକ୍ଷତି ଆକଳନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗି ଥିବା ନିଆଁ ୩୬ ଘଣ୍ଟା ପରେ ଲିଭିଛି। ବୁଧବାର ରାତିରୁ ଲାଗିଥିବା ନିଆଁକୁ ଗୁରୁବାର ରାତି ସାଢ଼େ ୮ଟା ବେଳକୁ ଆୟତ୍ତ କରିବାରେ ସମର୍ଥ...

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା: ସୁନାବେଶରେ ଦର୍ଶନ ଦେଉଛନ୍ତି ବଡ଼ଠାକୁର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା। ସୁନାବେଶରେ ଦର୍ଶନ ଦେଉଛନ୍ତି ବଡ଼ଠାକୁର। ତିନି ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ପୁରୀ ଶ୍ରୀମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଦୋଳ ପୂର୍ଣ୍ଣିମା ଏବଂ ବଡ଼ ଠାକୁରଙ୍କ...

ଶ୍ରୀମନ୍ଦିରରେ ଭିନ୍ନକ୍ଷମଙ୍କ ଦର୍ଶନ ଲାଗି ଆରମ୍ଭ ହେବ ସ୍ୱତନ୍ତ୍ର ଝୁଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ପୁରୀ ଶ୍ରୀମନ୍ଦିରରେ ଭିନ୍ନକ୍ଷମମାନେ ବହୁତ ସହଜରେ ଠାକୁରଙ୍କ ଦର୍ଶନ କରିପାରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭିନ୍ନକ୍ଷମମାନଙ୍କ ଲାଗି ସ୍ଵତନ୍ତ୍ର ଝୁଲାର ବ୍ୟବସ୍ଥା କରାଯିବ। ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମନ୍ଦିର ପ୍ରଶାସନ...

ଦିଲ୍ଲୀରେ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନର ହେଲା ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ପ୍ରତିକ୍ଷିତ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନର ଶୁଭାରମ୍ଭ ହୋଇଯାଇଛି। ବୁଧବାର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ପତାକା ଦେଖାଇ ଏହି ଟ୍ରେନର ପ୍ରଥମ ଯାତ୍ରାର ଉଦଘାଟନ କରିଛନ୍ତି। ଏଥିଲାଗି ନୂଆଦିଲ୍ଲୀର ସଫଦରଜଙ୍ଗ ରେଳ...

ବିବାହ ପୂର୍ବରୁ ଓଡ଼ିଶା ଆସି ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ଅନନ୍ତ ଅମ୍ବାନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିବାହ ପୂର୍ବରୁ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନେବାକୁ ଓଡ଼ିଶାରେ ପହଞ୍ଚିଛନ୍ତି ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଦିନ ଅନନ୍ତ ଅମ୍ବାନୀ ଭୁବନେଶ୍ୱର ବିମାନବନ୍ଦରରେ...

ନୂତନ ବର୍ଷ ୨୦୨୩କୁ ସ୍ୱାଗତ ପାଇଁ ଲୋକାରଣ୍ୟ ପୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୨ର ଶେଷ ଦିନ ଓ ନୂତନ ବର୍ଷ ୨୦୨୩କୁ ସ୍ୱାଗତ କରିବା ପାଇଁ ଲୋକାରଣ୍ୟ ହୋଇଉଠିଛି ପୁରୀ। ପୁରୀରେ ଗତ ଦୁଇ ଦିନ ଧରି ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଆଗମନ ବଢ଼ିବାରେ...

ନୂଆବର୍ଷ ପାଇଁ ରାତି ୧ ଟାରୁ ଖୋଲିବ ଶ୍ରୀମନ୍ଦିର, ଦର୍ଶନ କରିବେ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସର ମିଳିତ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀକ୍ଷେତ୍ରରେ ପର୍ଯ୍ୟଟକ ତଥା ଭକ୍ତଙ୍କ ଅସମ୍ଭାଳ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ପାଇଁ...

ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା। ସ୍ୱର୍ଣ୍ଣାଭ ବେଳାଭୂମିରେ ଟ୍ରଫି ରଖି ପ୍ରଦର୍ଶିତ କରାଯିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଜିଲ୍ଲା...