ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକିଲେ ଶ୍ରୀଜିଉ: କାଲି ପୁଣି ହେବ ରଥଟଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରାରେ ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକି ଯାଇଛନ୍ତି ଶ୍ରୀଜିଉ। ରବିବାର ଅପରାହ୍ଣ ୫ଟାରେ ନିର୍ଦ୍ଧାରିତ ସମୟରେ ରଥଟଣା ଆରମ୍ଭ ହୋଇଥିବାବେଳେ ଶ୍ରୀମନ୍ଦିରରୁ ଅଳ୍ପ ଦୂରରେ ଅଟକିଯାଇଛି ୩ ରଥ।...
ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ବଡ଼ଠାକୁର। ଆରମ୍ଭ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା। ମହାପ୍ରଭୁଙ୍କ ରଥର ଦଉଡ଼ି...
କମ୍ପୁଛି ବଡ଼ଦାଣ୍ଡ: ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ବଡ଼ଦାଣ୍ଡରେ ଗଡ଼ିଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ। ହଜାର ହଜାର ଭକ୍ତ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ...
ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ। ଶ୍ରୀମନ୍ଦିର ସେବାୟତ ଓ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତି ଭାବରେ ପ୍ରଭୁ ବଳଭଦ୍ରଙ୍କ ରଥକୁ...
ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବଡ଼ଦାଣ୍ଡରେ ଦେଖିଲେ ଶ୍ରୀଗୁଣ୍ଡିଚା ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବଡ଼ଦାଣ୍ଡରେ ପହଞ୍ଚି ରଥାରୁଢ଼ ଠାକୁରଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ...
ସୁବର୍ଣ୍ଣ ଖଡ଼ିକା ଧରି ୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ଛେରାପହଁରା। ଗଜପତି ମହାରାଜା ଦିବ୍ୟସିଂହ ଦେବ ଏହି ନୀତି ସମ୍ପନ୍ନ କରିଛନ୍ତି। ସେ ୩ ରଥରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଛନ୍ତି।
ଛେରାପହଁରା...
ଶ୍ରୀଗୁଣ୍ଡିଚା ଯାତ୍ରା: ପହଣ୍ଡି ବିଜେ କରି ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅବସରରେ ଭକ୍ତମୟ ହୋଇଛି ପୁରୀ। ବଡ଼ଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ସଂକୀର୍ତ୍ତନର ଧ୍ଵନିରେ କମ୍ପୁଛି ବଡ଼ଦାଣ୍ଡ। ସମସ୍ତେ ଭାବପ୍ରବଣ ହୋଇ...
ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀ ଗସ୍ତ କରିଛନ୍ତି।
ଭକ୍ତି ଏବଂ ସମର୍ପଣର ଏହି ମହାପର୍ବ ସମସ୍ତଙ୍କ ଜୀବନରେ...
ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଏକାଠି ହେବେ ଭକ୍ତ ଓ ଭଗବାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ରବିବାର ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା। ଆଜି ଗୋଟିଏ ଦିନରେ ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା।
ଶ୍ରୀଗୁଣ୍ଡିଚା ଯାତ୍ରାର ପୂର୍ବ ଦିନ ପଟି ଦିଅଁଙ୍କଠାରୁ ଆଜ୍ଞାମାଳ...
ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜାରି ହେଲା ଟ୍ରାଫିକ ପରାମର୍ଶ: ଜାଣନ୍ତୁ କେଉଁଠି ଗାଡ଼ି ରଖିବେ?
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା। ବଡ଼ଦାଣ୍ଡରେ ବଡ଼ଠାକୁରଙ୍କୁ ଦେଖିବାକୁ ଜମିବ ଭକ୍ତଙ୍କ ଭିଡ଼। ଏହାକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି।
ରାଜ୍ୟ ବାହାରୁ...




















