ଶ୍ରୀଜିଉଙ୍କୁ ଦର୍ଶନ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍। ସକାଳୁ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃର୍ପାଶ୍ଵରେ ହେଉଥିବା ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ରାଜ୍ୟ ସରକାରଙ୍କ...

ଶ୍ରୀମନ୍ଦିରରେ ପୋଲିସ କର୍ମଚାରୀଙ୍କୁ ମୋବାଇଲ ମନା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି। ମନ୍ଦିର ଡ୍ୟୁଟିରେ ଥିବା ହୋମଗାର୍ଡ ଏବଂ ଓଏସଏପି ଯବାନଙ୍କୁ ମୋବାଇଲ ଫୋନ ରଖିବାକୁ ବାରଣ କରାଯାଇଛି। ସୋସିଆଲ୍ ମିଡିଆରେ ଶ୍ରୀମନ୍ଦିର ଫଟୋ,...

ଶ୍ରୀଗୁଣ୍ଡିଚା ମନ୍ଦିରରେ ଜଗମୋହନର ବିମ୍ ଓ କଲମରେ ଫାଟ ଅନୁଧ୍ୟାନ କଲେ ଗଜପତି ଦିବ୍ୟସିଂହ ଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଶ୍ରୀଗୁଣ୍ଡିଚା ମନ୍ଦିର ଜଗମୋହନର ତିନୋଟି ବିମ୍ ଓ କଲମରେ ଫାଟ ଥିବା ନେଇ ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ପରିଚାଳନା...

ବଦଳିବ ପୁରୀର ପ୍ରସିଦ୍ଧ ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରି ଅଲାରନାଥ ପୀଠର ରୂପରେଖ

ଓଡ଼ିଶାଲାଇଭ୍ ବ୍ୟୁରୋ   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ସୋମବାର ଅନୁମୋଦନ କରିଛନ୍ତି। ଶ୍ରୀ ଲୋକନାଥ ମନ୍ଦିରର ବିକାଶ ପାଇଁ...

ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପର୍ଯ୍ୟଟକଙ୍କ ପାଇଁ ଖୁସିଖବର। ଆଜି ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ। ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି। ଆର୍କୋଲୋଜିକାଲ୍ ସର୍ଭେ ଅଫ୍...

ଆସନ୍ତାକାଲି ପ୍ରଥମାଷ୍ଟମୀ, ଶ୍ରୀକ୍ଷେତ୍ରରେ ପହଞ୍ଚିଲା ମହାପ୍ରଭୁଙ୍କ ପୋଢ଼ୁଆଁ ଭାର

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ। ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର। ଏହି ଭାରରେ ଅରୁଆ ଚାଉଳ, ବିରି,...

ଆଜିଠୁ ପଞ୍ଚକ ବ୍ରତ: ପୁରୀରେ ଜମୁଛି ଭକ୍ତଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ। ଏଥିପାଇଁ ବଡ଼ଠାକୁରଙ୍କ ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ ପଞ୍ଚକ ବ୍ରତ ପାଳନ କରାଯାଏ।...
Sakhigopal Radha Pada

ଆଜି ପବିତ୍ର ଅଁଳା ନବମୀ ଓ ଶ୍ରୀରାଧାପାଦ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ପବିତ୍ର କାର୍ତ୍ତିକ ଶୁକ୍ଳପକ୍ଷ ନବମୀ ତିଥି ତଥା ଅଁଳା ନବମୀ। ପୁରୀ ଜିଲ୍ଲା ସାକ୍ଷୀଗୋପାଳସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ଭକ୍ତ ଦେବୀ ଶ୍ରୀରାଧାପାଦଙ୍କ ଦର୍ଶନ କରୁଛନ୍ତି। ବର୍ଷକରେ କେବଳ ଏହି ଗୋଟିଏ...

ହବିଷ୍ୟାଳିଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ହବିଷ୍ୟାଳି ମା'ଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ଦେଲେ ହବିଷ୍ୟାଳି ପୁରୀରେ ହବିଷ୍ୟାଳି ମା’ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି। ଏଣିକି ସେମାନଙ୍କର ଖାଇବା ଏବଂ ରହିବା...

ପ୍ରଶାସନିକ କୋଠା ଉଚ୍ଚତାକୁ ନେଇ ସଂସ୍କୃତି ବିଭାଗକୁ ଚିଠି ଲେଖିଲେ ଶ୍ରୀମନ୍ଦିର ପ୍ରଶାସନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ପ୍ରଶାସନିକ କୋଠାର ଉଚ୍ଚତାକୁ ନେଇ ନାସନାଲ ମୁନମେଣ୍ଟ ଅଥରିଟି(ଏନଏମଏ) ର ସୁପାରିସକୁ ବିରୋଧ କରି ରାଜ୍ୟ ସଂସ୍କୃତି ବିଭାଗକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପ୍ରଶାସନିକ କୋଠାର ଉଚ୍ଚତା ୭.୫୦...