ସୁସ୍ଥ ହେଲେ ମହାପ୍ରଭୁ: ଶ୍ରୀନଅରକୁ ଯାଇ ଗଜପତି ମହାରାଜାଙ୍କୁ ଜଣାଇଲେ ସେବାୟତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜ୍ଵରରୁ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଦଶମୂଳ ମୋଦକ ସେବନ ପରେ ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏନେଇ ଗଜପତି ମହାରାଜାଙ୍କୁ ଖବର ଜଣାଇଛନ୍ତି ସେବାୟତ। ବୁଧବାର ଅନବସର ଦ୍ୱାଦଶୀ ତିଥିରେ ରାଜପ୍ରାସାଦ ବିଜେ...
ରଥଯାତ୍ରାରେ ଗଜପତି ମହାରାଜାଙ୍କ ସେବା ପରମ୍ପରାର ମହତ୍ତ୍ୱ
ଡକ୍ଟର ଭାସ୍କର ମିଶ୍ର
ଗଜପତି ମହାରାଜା ଶ୍ରୀମନ୍ଦିରର ଆଦ୍ୟ ସେବକ। ଏହି ସେବା ପୁରୀ ରାଜବଂଶର ବଂଶାନୁକ୍ରମିକ ସେବା। ରଥଯାତ୍ରାରେ ତିନି ରଥରେ ବିଜେ ଓ ବାହୁଡା ଯାତ୍ରାରେ ଛେରା ପହଁରା ଓ ଅନ୍ୟ...
ଏ ବର୍ଷର ରଥଯାତ୍ରାକୁ ସଫଳ କରିବାକୁ ଆମେ ସମସ୍ତଙ୍କ ସହଯୋଗ କାମନା କରୁଛୁ – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷର ରଥଯାତ୍ରା ପାଇଁ ମଙ୍ଗଳବାର ପୁରୀରେ ସ୍ଵତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଅଧ୍ୟକ୍ଷତା କରିଥିଲେ। ରଥଯାତ୍ରାକୁ ସଫଳ କରିବାକୁ ଏଠାରେ ମୁଖ୍ୟମନ୍ତ୍ରୀ...
ପୁରୀ: ରଥଯାତ୍ରା ପାଇଁ କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ ୧୮୦ ପ୍ଲାଟୁନ ଫୋର୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରା ପାଖେଇ ଆସୁଥିବାବେଳେ ଏହାକୁ ନେଇ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରା ସମୟରେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ।...
ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରମ୍ପରା
ଭାସ୍କର ମିଶ୍ର
ଶ୍ରୀ ଜଗନ୍ନାଥଙ୍କ ମନ୍ଦିରରେ ପାଳିତ ସମସ୍ତ ପର୍ବ, ଯାନିଯାତ୍ରା, ଉତ୍ସବ ମଧ୍ୟରେ ଶ୍ରୀଜୀଉମାନଙ୍କ ରଥଯାତ୍ରା ପ୍ରଧାନ ଓ ମୁଖ୍ୟ ଉତ୍ସବ।
ଆଷାଢ଼ ମାସ ଶୁକ୍ଳ ଦ୍ୱିତୀୟାଠାରୁ ଦଶମୀ ତିଥି ପର୍ଯ୍ୟନ୍ତ ନବଦିନବ୍ୟାପି ଏହି ଯାତ୍ରା ମହାସମାରୋହରେ ପାଳିତ ହୋଇଥାଏ। ବର୍ଷକରେ ଏହି ଦିନ ଲକ୍ଷାଧିକ ଭକ୍ତ ତଥା ଦର୍ଶନାର୍ଥୀ ଏହି ମହୋତ୍ସବରେ ସଂଶ୍ଳିଷ୍ଟ ହୋଇଥାନ୍ତି।
ଶ୍ରୀମନ୍ଦିରରେ ଅନୁଷ୍ଠିତ ଦ୍ୱାଦଶ ଯାତ୍ରା ମଧ୍ୟରେ ରଥଯାତ୍ରା ଅନ୍ୟତମ। କେଉଁ ପ୍ରାଚୀନ ସମୟରୁ ଏହି ରଥଯାତ୍ରା ପୁରୁଷୋତ୍ତମ କ୍ଷେତ୍ରରେ ପାଳିତ ହେଉଛି, ତାହାର ସଠିକ ସମୟ ଅଦ୍ୟାବଧି...
ରଥଯାତ୍ରା ସମୟରେ ପୁରୀକୁ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରା ସମୟରେ ଭକ୍ତଙ୍କ ସୁବିଧା ପାଇଁ ପୁରୀକୁ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଜୁଲାଇ ୬ରୁ ୧୯ ତାରିଖ ମଧ୍ୟରେ ପୁରୀକୁ ଓଡ଼ିଶାର ବିଭିନ୍ନ ସ୍ଥାନ ସହ ପଡ଼ୋଶୀ ରାଜ୍ୟରୁ...
ଏଥର ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ କରିପାରିବେନି ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଚଳିତ ଥର ଜୁଲାଇ ୭ ଓ ୮ ତାରିଖ ଦୁଇଦିନ ଧରି ଚାଲିବ ଶ୍ରୀଗୁଣ୍ଡିଚା ଯାତ୍ରା। ଗୋଟିଏ ଦିନରେ ବଡ଼ଠାକୁରଙ୍କର ତିନି...
ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ଦିନ ୧ଟା ୧୦ରେ ପହଣ୍ଡି, ୫ଟାରେ ଆରମ୍ଭ ହେବ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ହୋଇଛି। ଚଳିତ ବର୍ଷ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଗତ ୧୯୭୧...
ଅଣସରରେ ମହାପ୍ରଭୁ: ଅଲାରନାଥଙ୍କ ଦର୍ଶନ ପାଇଁ ବ୍ରହ୍ମଗିରିରେ ଜମୁଛି ଭକ୍ତଙ୍କ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଣସର ସମୟରେ ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ କରିବା ପାଇଁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼।
ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜ୍ଵର ହୋଇଛି।...
୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି। ଦାରୁ ବିଗ୍ରହଙ୍କ ଦିବ୍ୟ ସ୍ନାନ ଦେଖିବାକୁ ଶ୍ରୀକ୍ଷେତ୍ର ପୁରୀରେ ଏକାଠି ହୋଇଛନ୍ତି ଲକ୍ଷାଧିକ ଭକ୍ତ।
ସ୍ନାନ ମଣ୍ଡପରେ...





















