ସ୍ନାନ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ବିଗ୍ରହ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରର ରତ୍ନବେଦୀ ଛାଡ଼ି ସ୍ନାନ ମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ପ୍ରଭୁ ବଳଭଦ୍ର, ଏହାପରେ ଦେବୀ ସୁଭଦ୍ରା...
ଆଜି ଦେବସ୍ନାନ ପୂର୍ଣ୍ଣିମା: ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ମହାସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଜ୍ୟେଷ୍ଠମାସ ଶୁକ୍ଲପକ୍ଷ ପୂର୍ଣ୍ଣିମୀ ତିଥିର ଏହି ଦିନକୁ ସମସ୍ତେ ଦେବସ୍ନାନ ପୂର୍ଣ୍ଣିମା ବୋଲି କହିଥାନ୍ତି।
ମହାପ୍ରଭୁ...
ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା: ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କର ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଭିଡ଼ ନିୟନ୍ତ୍ରଣ ଏବଂ ଶୃଙ୍ଖଳିତ ଦର୍ଶନ ଲାଗି...
ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୂର୍ବପ୍ରସ୍ତୁତି: ଆଜି ରାତି ୧୨ଟାରୁ ୧୧ଘଣ୍ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ଗୁରୁବାର ରାତି ୧୨ଟାରୁ ଶୁକ୍ରବାର ସକାଳ ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦେବସ୍ନାନ ପୂର୍ଣ୍ଣିମା...
ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁଲାଇ ୮ ତାରିଖରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ମହାପ୍ରଭୁଙ୍କ ରଥଯାତ୍ରାର ପରଦିନ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ବୁଧବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ସୁପରିଟେଡେଣ୍ଟ ଡି ବି ଗଡ଼ନାୟକ ସୂଚନା...
ଶ୍ରୀମନ୍ଦିରରେ ସେବାୟତଙ୍କ ମଧ୍ୟରେ ବିବାଦ, ମହାପ୍ରଭୁଙ୍କ ନୀତି ବିଳମ୍ବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ ହୋଇଛି। ମଙ୍ଗଳବାର ରାତିରେ ସେବାୟତଙ୍କ ଭିତରେ ବିବାଦ ଯୋଗୁଁ ନୀତିକାନ୍ତି ବିଳମ୍ବରେ ଚାଲିଛି। ଫଳରେ ବୁଧବାର ସକାଳେ ମଙ୍ଗଳ ଆଳତି ନୀତି ୪ ଘଣ୍ଟା ବିଳମ୍ବରେ...
ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ଶ୍ରୀମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଦିନଠାରୁ ବଡ଼ଠାକୁରଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କର ପ୍ରବଳ ଭିଡ଼ ଜମୁଛି। ସିଂହଦ୍ଵାର ସମ୍ମୁଖରେ ପୂର୍ବଭଳି ଭିଡ଼ ନଥିଲେ ମଧ୍ୟ ଶ୍ରୀମନ୍ଦିର ଭିତରେ ଭିଡ଼ ଲାଗି...
ଖୋଲିଲା ଶ୍ରୀମନ୍ଦିରର ଚାରି ଦ୍ଵାର
ଓଡ଼ିଶାଲାଇଭ୍ ବ୍ୟୁରୋ
ସବୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଖୋଲିଛି ଶ୍ରୀମନ୍ଦିରର ଚାରି ଦ୍ଵାର। ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ନୂଆ ମନ୍ତ୍ରିମଣ୍ଡଳର ସବୁ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ...
ପୁରୀ ବାଣ ବିସ୍ଫୋରଣ ଘଟଣା: ଏଯାଏଁ ଗଲାଣି ୧୫ ଜଣଙ୍କ ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ବାଣ ବିସ୍ଫୋରଣ ଘଟଣାରେ ଏଯାଏଁ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଅଘଟଣରେ ଗୁରୁତର ଭାବେ ଆହତ ହୋଇଥିବା ୧୨ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। କେମିତି ଓ...
ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ସଂଖ୍ୟା ୧୩କୁ ବୃଦ୍ଧି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଏହି ଘଟଣାରେ ରବିବାର ରାତିରେ ଆଉ ଦୁଇ ଜଣ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତେବେ ବର୍ତ୍ତମାନ...



















