ଆଜି ପବିତ୍ର ପୌଷ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ପରେ ସୁନାବେଶ ସମ୍ପନ୍ନ ହେବ। ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ...

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କଲେ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପୁରୀ ଗସ୍ତ କରିଛନ୍ତି। ପୁରୀରେ ପହଞ୍ଚି ପ୍ରଥମେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଶ୍ରୀମନ୍ଦିରରେ ଦର୍ଶନ ସାରି ସେ ପରିକ୍ରମା ପ୍ରକଳ୍ପ ଓ ଶ୍ରୀଜଗନ୍ନାଥବଲ୍ଲଭ...

ଆଜିଠୁ ପୁରୀକୁ ଆରମ୍ଭ ହେବ ‘ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ’ ବସ୍ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା। ଏଥିରେ ରାଜ୍ୟର ସବୁ ଜିଲ୍ଲାରୁ ପୁରୀକୁ ସିଧାସଳଖ ଏସି ଡିଲକ୍ସ ବସ୍...

ଆଜି ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଉତ୍ସବମୁଖର ଶ୍ରୀକ୍ଷେତ୍ର  

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଉତ୍ସବମୁଖର ହୋଇଛି ଶ୍ରୀକ୍ଷେତ୍ର। ସମଗ୍ର ପୁରୀ ସହରରେ ଆଧ୍ୟାତ୍ମିକ ବାତାବରଣ ଖେଳି ଯାଇଛି। ବେଦମନ୍ତ୍ରରେ ପ୍ରକମ୍ପିତ ହେଉଛି ସାରା ଅଞ୍ଚଳ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ...

ଆସନ୍ତାକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ବନ୍ଦ ରହିବ ଓଡ଼ିଶାର ସବୁ ସ୍କୁଲ କଲେଜ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିଲାଗି ଜାନୁଆରି ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ଦିନ...

ପୁରୀ: ୟୁସିସିଆଇ ଲେଡିଜ୍ ଫୋରମ୍ ପକ୍ଷରୁ ମଙ୍ଗଳପୁର ପଞ୍ଚାୟତରେ କମ୍ବଳ ଓ ପୋଷାକ ବଣ୍ଟନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ୟୁସିସିଆଇ ଲେଡିଜ ଫୋରମ ପକ୍ଷରୁ ପୁରୀ ଜିଲ୍ଲା ପିପିଲି ବ୍ଲକ୍ ମଙ୍ଗଳପୁର ପଞ୍ଚାୟତରେ ଶୀତବସ୍ତ୍ର ଓ ପୋଷାକ ବଣ୍ଟନ କରାଯାଇଛି। ଏହି ଅବସରରେ ଲେଡିଜ ଫୋରମର ସଦସ୍ୟାମାନେ ଗ୍ରାମର ଲୋକମାନଙ୍କୁ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକର୍ପଣ ପାଇଁ ସଜେଇ ହେଉଛି ପୁରୀ: ଅତିଥି ଦେଖିବେ ମହାରାଜା ପୁରୁଷୋତ୍ତମ ଦେବ ଓ...

ଭାସ୍କର ପରିଚ୍ଛା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଶ୍ରୀକ୍ଷେତ୍ରରେ ଏକାଠି ହେବେ ଦେଶର ପ୍ରମୁଖ ଦେବପୀଠର ମୁଖ୍ୟ। ଏଥିରେ ବହୁ ଧର୍ମଗୁରୁ, ସାଧୁସନ୍ଥ, ବିଶିଷ୍ଟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିଗତ...

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବାକୁ କଣ୍ଟିଲୋ ନୀଳମାଧବ ମନ୍ଦିରକୁ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକର୍ପଣ ଉତ୍ସବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ଲାଗି ପୁରୀ ଶ୍ରୀମନ୍ଦିରରୁ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିରକୁ ଆସିଛି ନିୟନ୍ତ୍ରଣ।...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ପ୍ରସ୍ତୁତି: ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ହେଲା ଗୁରୁତ୍ଵପୂର୍ଣ୍ଣ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଗୁରୁବାର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ପୁରୀ ଶ୍ରୀନଅରରେ ହୋଇଥିବା ଏହି ବୈଠକରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଅଧ୍ୟକ୍ଷତା କରିଥିଲେ। ଏଠାରେ...

ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ଅଯୋଧ୍ୟାରୁ ଶ୍ରୀକ୍ଷେତ୍ରକୁ ଆସିଲା ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ପୌଷ ମାସ ଦ୍ୱାଦଶୀ ତିଥିରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମ ସ୍ଥାନରେ ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ସମ୍ପନ୍ନ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ଲାଗି ମଙ୍ଗଳବାର ଦିନ...