ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ପୌଷ କୃଷ୍ଣ ସପ୍ତମୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଆଜି ନୂଆବର୍ଷ: ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ନୂଆବର୍ଷ। ଏହି ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି। ସମସ୍ତେ ଧାଡ଼ିରେ ଯାଇ ବଡ଼ଠାକୁରଙ୍କ ଦର୍ଶନ କରୁଛନ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ସବୁ ବ୍ୟବସ୍ଥା...

ନୂଆବର୍ଷ ପାଇଁ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷ ପାଇଁ ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ନୂଆବର୍ଷରେ ଶ୍ରୀମନ୍ଦିରରେ ଭକ୍ତଙ୍କର ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଶୃଙ୍ଖଳିତ...

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୪ ଜାନୁଆରି ୧୭ ତାରିଖରେ ଲୋକାର୍ପିତ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହି ସଭ୍ୟ ସମାରୋହରେ ଯୋଗ ଦେବା ଲାଗି ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ଦେବ ନିମନ୍ତ୍ରଣ କାର୍ଯ୍ୟକ୍ରମ। ମଙ୍ଗଳବାର...

ପୁରୀ ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ଵତନ୍ତ୍ର ବାଟାଲିୟନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆହୁରି ସୁଦୃଢ଼ ହେବ ପୁରୀ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା। ଏଣିକି ଭିଡ଼ ନିୟନ୍ତ୍ରଣ ସାଙ୍ଗକୁ ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏଥିପାଇଁ ଶ୍ରୀମନ୍ଦିରରେ ଗଠନ ହେବ ସ୍ଵତନ୍ତ୍ର ବାଟାଲିୟନ। ଶ୍ରୀମନ୍ଦିରରେ...

ଆଜି ବଡ଼ଦିନରେ ପୁରୀରେ ପର୍ଯ୍ୟଟକଙ୍କ ଭିଡ଼, ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବଡ଼ଦିନ ଅବସରରେ ପୁରୀରେ ଅନେକ ପର୍ଯ୍ୟଟକଙ୍କ ଆଗମନ ଲାଗିରହିଛି। ନୂଆବର୍ଷକୁ ଅଳ୍ପଦିନ ବାକିଥିବା ବେଳେ ଶ୍ରୀମନ୍ଦିର, ସମୁଦ୍ରକୂଳ, କୋଣାର୍କ ସୂର୍ଯ୍ୟ ମନ୍ଦିର ଆଦି ସ୍ଥାନରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜି ପ୍ରଥମେ ମହାପ୍ରଭୁଙ୍କୁ କରାଯିବ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ପ୍ରଥମେ ବଡ଼ଠାକୁରଙ୍କୁ କରାଯିବ ନିମନ୍ତ୍ରଣ। ଏଥିପାଇଁ ଗୁରୁବାର ଅପରାହ୍ଣରେ ମହାପ୍ରଭୁଙ୍କ ନିକଟରେ ନିମନ୍ତ୍ରଣ ପତ୍ର ଅର୍ପଣ କରାଯିବ। ଏହାପରେ ଅନ୍ୟ ଧାର୍ମିକ ଅନୁଷ୍ଠାନ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାର୍ଗଶିର ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି...

ଆଜି ଓଢ଼ଣ ଷଷ୍ଠୀ, ଶ୍ରୀମନ୍ଦିରରେ ଘୋଡ଼ଲାଗି ହେଲେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଢ଼ଣ ଷଷ୍ଠୀ। ଶ୍ରୀମନ୍ଦିରରେ ଆଜିଠୁ ଘୋଡ଼ଲାଗି ହୋଇଛନ୍ତି ମହାପ୍ରଭୁ। ଶୀତରୁ ରକ୍ଷା ପାଇବା ପାଇଁ ଦରଜି ସେବକଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥିବା ଘୋଡ଼ ବା ଶୀତବସ୍ତ୍ର ମହାପ୍ରଭୁ ପରିଧାନ କରିଛନ୍ତି।...

ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ପୁରୀ): ରାଜ୍ୟ ସରକାର, ୟୁନିସେଫ ଓ ଆକ୍ସନ ଏଡର ମିଳିତ ସହଯୋଗରେ ପୁରୀଠାରେ ଆୟୋଜିତ ଦୁଇ ଦିନିଆ ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ୟୁନିସେଫ...