ବନକଲାଗି ନୀତି: ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଡ଼ ଠାକୁରଙ୍କ ବନକଲାଗି ନୀତି। ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।...

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଆରମ୍ଭ ହେଲା ଲେଜର ସ୍କାନିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ ହୋଇଛି। ମଙ୍ଗଳବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ୧୫ ଜଣିଆ ଟିମ୍‌ ଲେଜର ସ୍କାନିଂ ଆରମ୍ଭ କରିଛନ୍ତି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି...

ଆସନ୍ତାକାଲିଠାରୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଏଥିପାଇଁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) କୁ ଅନୁମତି ଦିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ରତ୍ନଭଣ୍ଡାରର ବାହାର କାନ୍ଥର...

ଆଜିଠୁ ଆରମ୍ଭ କାର୍ତ୍ତିକ ପଞ୍ଚକ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାରଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ପଞ୍ଚକ। ପଞ୍ଚକ ପାଇଁ ବଡ଼ଠାକୁରଙ୍କ ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମୁଛି। ପଞ୍ଚକ ପାଞ୍ଚ ଦିନ ଦାରୁ ଦିଅଁଙ୍କର ୫ଟି ସ୍ଵତନ୍ତ୍ର ବେଶ...

ପୁରୀରେ ପଞ୍ଚକ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ଵତନ୍ତ୍ର ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚକ ସମୟରେ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିଶେଷ କରି ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ସହ ଶୃଙ୍ଖଳିତ...

କାର୍ତ୍ତିକ ଶୁକ୍ଳ ପକ୍ଷ ନବମୀ ତିଥିରେ କାହିଁକି ପାଳନ ହୁଏ ଅଁଳା ନବମୀ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର କାର୍ତ୍ତିକ ଶୁକ୍ଳପକ୍ଷ ନବମୀ ତିଥି ତଥା ଅଁଳା ନବମୀ। ପୁରୀ ଜିଲ୍ଲା ସାକ୍ଷୀଗୋପାଳସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ଭକ୍ତ ଦେବୀ ଶ୍ରୀରାଧାପାଦଙ୍କ ଦର୍ଶନ କରୁଛନ୍ତି। ବର୍ଷକରେ କେବଳ ଏହି ଗୋଟିଏ...

ଆରମ୍ଭ ହେଲା ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନଠାରୁ ଆରମ୍ଭ ହୋଇଛି ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାମ। ପ୍ରତିଦିନ ସକାଳ ୬ରୁ ରାତି ୧୦ଟା ମଧ୍ୟରେ ମରାମତି କାମ କରାଯିବ। ବଡ଼ଠାକୁରଙ୍କ କେଉଁ ନୀତି ପରେ କେତେ...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାର ଦିନଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ। ଏଥିପାଇଁ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବକ୍ଷେଣ ସଂସ୍ଥା (ଏଏସଆଇ) କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ମରାମତି ଲାଗି ସମସ୍ତ ସହଯୋଗ...

ପୁରୀ ସ୍ଵର୍ଗଦ୍ଵାରରେ ଅନ୍ତିମ ସଂସ୍କାର ପାଇଁ ୱେବସାଇଟ ଲୋକାର୍ପିତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ସ୍ଵର୍ଗଦ୍ଵାରରେ ଅନ୍ତିମ ସଂସ୍କାର କରିବା ପାଇଁ ଆଉ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡ଼ିବନି। ସ୍ଵର୍ଗଦ୍ଵାରରେ ଶବଦାହ ଲାଗି ଆଗୁଆ ସ୍ଥାନ ବୁକିଂ କରିହେବ। ଏଥିପାଇଁ swargadwar.com ୱେବସାଇଟ...

ପୁରୀ ଶ୍ରୀମନ୍ଦିର ଚାରିଦ୍ଵାର ଖୋଲିବା ଦାବିରେ ସାରା ରାଜ୍ୟରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଏବଂ ରତ୍ନ ଭଣ୍ଡାରର ମରାମତି କରିବା ଦାବିରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଗୁରୁବାର ଦିନ ସଂକୀର୍ତ୍ତନ ସତ୍ୟାଗ୍ରହ ହେଉଛି। ରାଜ୍ୟର ସମସ୍ତ ଶ୍ରୀ ଜଗନ୍ନାଥ ମନ୍ଦିରରେ...