ବଡ଼ଦାଣ୍ଡରେ ଗଡ଼ିଲା ତିନି ରଥ – ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ରଥ ଟଣା କାର୍ଯ୍ୟ ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ନୀତି ସମ୍ପର୍ଣ୍ଣ ହେବାପରେ ଆରମ୍ଭ ହୋଇଯାଇଛି ରଥ ଟଣା...

ଛେରା ପହଁରା ନୀତି ସମ୍ପର୍ଣ୍ଣ କରି ବାହୁଡ଼ିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ପୁରୀ ଗଜପତିଙ୍କ ଛେରାପହଁରା। ଆଜି ଏହି ନୀତି ସମାପନ କରିବାକୁ ରାଜନଅରରୁ ଆସିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ତାମଯାନରେ ବସି ଗଜପତି ରଥପାଖକୁ ଆସିଥିଲେ।...

ବଡ଼ଦାଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବଡ଼ଦାଣ୍ଡକୁ ଆସି ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳା ନନ୍ଦ ସରସ୍ଵତୀ ମହାରାଜ। ପ୍ରଥମେ ବଳଭଦ୍ର, ଦ୍ୱିତୀୟରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ...

ଘୋଷଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନବେଦୀରୁ ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ...

ପବିତ୍ର ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରାକୁ ନେଇ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ମନ ଆଜି ଆନନ୍ଦରେ ନାଚିଉଠିଛି। ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ରଥଯାତ୍ରା ହେବା ଖବର ଶୁଣି ମଉଳି ଯାଇଥିବା...

ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି – ବିନା ଭକ୍ତରେ ଗୁଣ୍ଡିଚା ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା। ପାରମ୍ପରିକ ବାଦ୍ୟର ତାଳେ ତାଳେ ଧାଡ଼ି ପହଣ୍ଡିରେ ରଥରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ତାଳଧ୍ଵଜ ରଥରେ ବିଜେ କରିଛନ୍ତି ପ୍ରଭୁ ବଳଭଦ୍ର, ପରେ ଦେବଦଳନ...

ରଥଖଳାର ହାଲଚାଲ୍ – ସରିଲା ତିନି ରଥର ମଣ୍ଡଣି କାର୍ଯ୍ୟ, ଆଜି ହେବ ପିତ୍ତଳ ସାଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ଦୁଇଦିନ ପରେ ବିଶ୍ଵ ପ୍ରସିଦ୍ଧ ଘୋଷ ଯାତ୍ରା। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ଦିନ ସିଂହାସନ ବେଦି ପାଇଁ ତିନି ରଥର ପ୍ରଭା ଉଠି ଧୂଳି...

ବିନା ଭକ୍ତରେ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ୧୫ ଦିନର ଅଣସର ଘରେ ରହିବା ପରେ ଆଜି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ। ଏ ବର୍ଷ ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ।...

ଇତିହାସରେ ଗଜପତିଙ୍କୁ ବି ମନା ହୋଇଥିଲା ଶ୍ରୀମନ୍ଦିର

ଓଡ଼ିଶାଲାଇଭ୍ ବ୍ୟୁରୋ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜା ରାମଚନ୍ଦ୍ର ଦେବଙ୍କୁ ଶ୍ରୀମନ୍ଦିର ମନା ହୋଇଥିଲା। ଶ୍ରୀମନ୍ଦିର ଇତିହାସରେ ଏମିତି ବି କିଛି ଘଟଣା ରହିଛି, ଯାହା ଆପଣ କେବେ ଶୁଣି ନଥିବେ। ଶ୍ରୀମନ୍ଦିର ଭିତରକୁ...

ସୁସ୍ଥ ହେଲେ ମହାପ୍ରଭୁ – ଆଜି ଗଜପତି ମହାରାଜାଙ୍କୁ ଦିଆଯିବ ଖବର

ଓଡ଼ିଶାଲାଇଭ୍ ବ୍ୟୁରୋ ସୁସ୍ଥ ହେଲେ ଚତୁର୍ଦ୍ଧା ମୂରତି ଆଜି ଶ୍ରୀନଅରକୁ ଯିବ ମହାପ୍ରଭୁଙ୍କ ସୁସ୍ଥ ଖବର ଶେଷ ସ୍ପର୍ଶ ପାଉଛି ତିନି ରଥ ଜୁଲାଇ ୧୨ରେ ରଥଯାତ୍ରା ଦଶମୂଳ ମୋଦକ ସେବନ ପରେ...