ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ବୁଧବାର ଦିନ ହେବ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ...
ବୁଧବାର ଦିନ ହେବ ମହାପ୍ରଭୁଙ୍କର ବନକଲାଗି ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ବାଦ ବିବାଦ ପରେ ଆସନ୍ତାକାଲି, ବୁଧବାର ଦିନ ହେବ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବଡ଼ ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ...
ଶ୍ରୀମନ୍ଦିର ରତ୍ନଭଣ୍ଡାରର ଶୀଘ୍ର ମରାମତି ଆବଶ୍ୟକ – ହାଇକୋର୍ଟରେ ଏଏସଆଇର ସତ୍ୟପାଠ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା (ଏଏସଆଇ)। ଏଥିରେ ରତ୍ନଭଣ୍ଡାରର ସ୍ଥିତି ଭଲ ନଥିବାରୁ ଶୀଘ୍ର ମରାମତି ଆବଶ୍ୟକ ଥିବା...
ଭକ୍ତଙ୍କ ପାଇଁ ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ଵାର
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣ ଭକ୍ତଙ୍କ ଲାଗି ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ଵାର। ବର୍ତ୍ତମାନ ୪ ଦ୍ଵାର ନଖୋଲିବା ଲାଗି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ପରିକ୍ରମା ପ୍ରକଳ୍ପ କାମ ଶେଷ ହୋଇନଥିବାରୁ...
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ସୁପାରିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର। ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ପରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଛି। ଏହାପୂର୍ବରୁ ଏଏସଆଇ ଦ୍ୱାରା ରତ୍ନଭଣ୍ଡାରର ଯାଞ୍ଚ କରାଯିବ।...
ସମ୍ଭାବ୍ୟ ବନ୍ୟାକୁ ନେଇ ପୁରୀ ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାକୁ ନେଇ ଚିନ୍ତା ବଢ଼ିଛି। ପୁରୀ ଜିଲ୍ଲାରେ ବନ୍ୟା ସମ୍ଭାବନା ଥିବାରୁ ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ...
ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ଦେଢ଼ କୁଇଣ୍ଟାଲ ସୁନା ଅଳଙ୍କାର: ହାଇକୋର୍ଟରେ ସତ୍ୟପାଠ ଦାଖଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ରତ୍ନଭଣ୍ଡାରର ସୁରକ୍ଷାକୁ ନେଇ ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଏଥିରେ ରତ୍ନଭଣ୍ଡାର ସୁରକ୍ଷିତ ଥିବା କୁହାଯାଇଛି। ରତ୍ନଭଣ୍ଡାରରେ ୧୪୯ କିଲୋ ୪୬୦ ଗ୍ରାମ ସୁନା ଏବଂ ୧୮୪ କିଲୋଗ୍ରାମ...
ମହାପ୍ରଭୁଙ୍କ ବନକଲାଗି ନୀତି ବିବାଦ: ଶ୍ରୀମନ୍ଦିର ନୀତି ସବକମିଟି ବୈଠକରୁ ବାହାରିଲାନି ନିଷ୍କର୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଏବେବି ଜାରି ରହିଛି ବିବାଦ। ଏହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ନିଯୋଗ ମଧ୍ୟରେ ତିକ୍ତତା ଦେଖାଦେଇଛି। ଶୁକ୍ରବାର ହୋଇଥିବା ଶ୍ରୀମନ୍ଦିର...
ଶ୍ରୀମନ୍ଦିର ପ୍ରଶାସନ-ଦତ୍ତମହାପାତ୍ର ନିଯୋଗ ବିବାଦ, ହେଇପାରୁନି ମହାପ୍ରଭୁଙ୍କ ବନକଲାଗି ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ନିଯୋଗ ମଧ୍ୟରେ ବିବାଦ ଜାରି ରହିଛି। ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି ନୀତି କରିବାକୁ ନିର୍ଦେଶ ଦେଇଥିଲେ...
ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର, ସୋମବାର ସକାଳୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ପୁରୀବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୀର୍ଘ ଦିନର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ସୋମବାର ସକାଳ ୭ ଟାରୁ କେବଳ ପୁରୀର ଭକ୍ତମାନେ ଏହି ଦ୍ୱାର ଦେଇ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରବେଶ...
















