ବାହୁଡ଼ିଲେ ମହାପ୍ରଭୁ, ଶ୍ରୀମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଶ୍ରୀମନ୍ଦିରକୁ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବୁଧବାର ବାହୁଡ଼ାଯାତ୍ରା ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ...
ବାହୁଡ଼ାଯାତ୍ରାରେ ଶ୍ରୀଜୀଉଙ୍କ ପ୍ରିୟ ‘ପୋଡ଼ ପିଠା’ ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୋଡ଼ ପିଠା ହେଉଛି ଏକ ପାରମ୍ପରିକ ପିଠା। ଓଡ଼ିଶାରେ ଏହି ପିଠାର ସ୍ଵତନ୍ତ୍ର ପରିଚୟ ରହିଛି। ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ପାଇଁ ମଧ୍ୟ ପ୍ରସ୍ତୁତ ହୁଏ ଏହି ପୋଡ଼ ପିଠା। ବାହୁଡ଼ାଯାତ୍ରା ସମୟରେ...
ଶ୍ରୀମନ୍ଦିର ବାହୁଡ଼ୁଛନ୍ତି ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ନଅ ଦିନ ଧରି ଜନ୍ମବେଦୀରେ ଲୀଳାଖେଳା କରିବା ପରେ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ବଡ଼ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା ପରେ ପଛେ ପଛେ ଆସୁଛି ଦେବୀ ସୁଭଦ୍ରାଙ୍କ...
ପବିତ୍ର ବାହୁଡ଼ା ଯାତ୍ରା: ଶରଧାବାଲିରୁ ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହୁଡ଼ା ଯାତ୍ରା ଅବସରରେ ଏବେ ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁମାନେ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ...
ବାହୁଡ଼ା ଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଆଜି ଶ୍ରୀଜୀଉଙ୍କ ସନ୍ଧ୍ୟା ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଏବେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର। ଏହାପୂର୍ବରୁ ମଙ୍ଗଳବାର ନବମୀ ତିଥିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସନ୍ଧ୍ୟା ଦର୍ଶନ ଆରମ୍ଭ ହୋଇଛି। ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀରେ...
ଆଜି ହେରାପଞ୍ଚମୀ – ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମହାଲକ୍ଷ୍ମୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଶେଷ ହେବା ପରେ ଆଜି ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। କାଳିଆ ସାଆନ୍ତଙ୍କ ଉପରେ ଅଭିମାନ କରି ନନ୍ଦିଘୋଷ ରଥର ଚକ ଭାଙ୍ଗିବେ ମା’...
ଆଡ଼ପ ମଣ୍ଡପ ବିଜେ କଲେ ଶ୍ରୀଜୀଉ, ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ବିଜେ କରିଛନ୍ତି ଶ୍ରୀଜୀଉ। ଶୁକ୍ରବାର ସେବାୟତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗୋଟି ପହଣ୍ଡିରେ ନେଇ ଆଡ଼ପ ମଣ୍ଡପ ବିଜେ କରାଇଛନ୍ତି। ଶରଧାବାଲିରେ ରଥ ଉପରେ ଗୋଟିଏ ଦିନ ରହିବାପରେ...
ଆଡ଼ପ ମଣ୍ଡପ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିର ଶରଧାବାଲିରେ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଆରମ୍ଭ ହୋଇଛି ଆଡ଼ପ ମଣ୍ଡପ ବିଜେ ନୀତି। ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ହେବା...
ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିର ଶରଧାବାଲିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ତିନି ରଥ। ରଥାରୁଢ଼ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ରଥ ଉପରେ ଦର୍ଶନ ଦେଉଛନ୍ତି। ଗୁରୁବାର ଦିନ ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଆଡ଼ପ ମଣ୍ଡପ...
ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ଗର୍ଭଗୃହର ଯାଞ୍ଚ ଓ ମରାମତି କାର୍ଯ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ଗର୍ଭଗୃହର ଯାଞ୍ଚ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିଲାଗି ଭାରତୀୟ ପ୍ରତ୍ନତତ୍ତ୍ଵ ବିଭାଗ (ଏଏସଆଇ)ର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିଛନ୍ତି। ରଥଯାତ୍ରା ସମୟରେ ଶ୍ରୀଜୀଉ ଶ୍ରୀମନ୍ଦିରରେ ନଥିଲାବେଳେ...





















