ଆଜି ଶ୍ରୀଗୁଣ୍ଡିଚା ଯାତ୍ରା, ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା’ ଘରକୁ ଯିବେ ଶ୍ରୀଜଗନ୍ନାଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଶ୍ରୀଜଗନ୍ନାଥ ୯ ଦିନ ପାଇଁ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର।
ରଥଯାତ୍ରା ପାଇଁ ପୁରୀରେ...
ଆସନ୍ତାକାଲି ଶ୍ରୀଗୁଣ୍ଡିଚା ଯାତ୍ରା, ସକାଳ ସାଢ଼େ ୯ଟାରେ ଆରମ୍ଭ ହେବ ବଡ଼ଠାକୁରଙ୍କ ପହଣ୍ଡି ବିଜେ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ ରାତି ପାହିଲେ ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ପ୍ରଭୁ ଶ୍ରୀଜଗନ୍ନାଥ।
ରଥଯାତ୍ରା ପାଇଁ...
ରାତି ପାହିଲେ ରଥଯାତ୍ରା: ଶ୍ରୀଜୀଉଙ୍କ ଆଜ୍ଞାମାଳ ବିଜେ ପରେ ଶ୍ରୀମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀକ୍ଷେତ୍ର ପୁରୀରେ ମଙ୍ଗଳବାର ଦିନ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏଥିଲାଗି ସୋମବାର ଅପରାହ୍ଣରେ ତିନି ରଥରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ବିଜେ ହୋଇଛି। ଶ୍ରୀମନ୍ଦିରରୁ ଆଜ୍ଞାମାଳ ଆଣି ରଥରେ...
ଆସନ୍ତାକାଲି ରଥଯାତ୍ରା: ଜାଣନ୍ତୁ ଭକ୍ତମାନେ କେଉଁପଟେ ପୁରୀକୁ ଯିବେ ଏବଂ କେଉଁଠି ରଖିବେ ଗାଡ଼ି?
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀରେ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ ବିଶ୍ଵପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପୁରୀ ସହରର ଟ୍ରାଫିକ୍ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ପୋଲିସ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏନେଇ ରବିବାର ଦିନ...
ପୁରୀ: ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିରରେ ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ରଥଯାତ୍ରାର ଗୋଟିଏ ଦିନ ପୂର୍ବରୁ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଅଣସର ଘରେ ୧୪ ଦିନ ରହିବା ପରେ ସୋମବାର ସକାଳେ ଭକ୍ତଙ୍କୁ ନବଯୌବନ ବେଶରେ...
ଅଣସର ନୀତି ପରେ ସୁସ୍ଥ ହୋଇଛନ୍ତି ବଡ଼ ଠାକୁର, ଆଜି ଶ୍ରୀମନ୍ଦିରରେ ଘଣାଲାଗି ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଣସର ଘରେ ଗୋପନ ନୀତି ପରେ ଅସୁସ୍ଥ ଥିବା ବଡ଼ ଠାକୁର ସୁସ୍ଥ ହୋଇଛନ୍ତି। ଏ ସମ୍ପର୍କରେ ଗଜପତି ମହାରାଜାଙ୍କୁ ସୂଚନା ଦେଇଛନ୍ତି ସେବକବୃନ୍ଦ। ବଡ଼ଠାକୁର ସୁସ୍ଥ ହୋଇଥିବାରୁ ରଥଯାତ୍ରା ପାଇଁ...
ଜୁନ ୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସକାଳ ୮ଟାରୁ ୧୧ଟା ଯାଏଁ ବଡ଼ ଠାକୁରଙ୍କୁ ଦେଖିବେ ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁନ ୧୯ ତାରିଖ ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ହେବ। ଏଥିପାଇଁ ସକାଳ ୮ଟାରୁ ୧୧ଟା ଯାଏଁ ଦର୍ଶନ ଚାଲିବ। ଉଭୟ ଟିକେଟଧାରୀ ଓ ସାଧରଣ ଲୋକମାନେ ଏହି...
ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ: ଚଳିତ ଆର୍ଥିକ ବର୍ଷରେ ମନ୍ଦିର ପାଇଁ ୨୭୧ କୋଟି ଟଙ୍କାର ବଜେଟ ପାରିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରାକୁ ରହିଲା ଆଉ ମାତ୍ର ୭ ଦିନ। ଏହି ପରିପ୍ରେକ୍ଷୀରେ ସୋମବାର ପୁରୀରେ ଅନୁଷ୍ଠିତ ହୋଇଯାଇଛି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ। ଏଠାରେ ୨୦୨୩-୨୪ ଆର୍ଥିକ ବର୍ଷରେ ଶ୍ରୀମନ୍ଦିର ପାଇଁ ମୋଟ...
ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ଉଡ଼ି ପାରିବନି ଡ୍ରୋନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁନ ୨୦ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁଯାଉଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ଡ୍ରୋନ ଉଡ଼ିବା ଉପରେ କଟକଣା ଜାରି କରିଛି ପୁରୀ...
ରଥଯାତ୍ରାରେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରା ପାଖେଇ ଆସୁଥିବାବେଳେ ଏବେ ପୁରୀ ସହରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୋଲିସ ପକ୍ଷରୁ ସଜବାଜ ଆରମ୍ଭ ହୋଇଛି। ରଥଯାତ୍ରା ସମୟରେ ପୁରୀରେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ।...




















